ଖାତାକୁ ଗଲା ୫ମ କିସ୍ତି ସୁଭଦ୍ରା ଟଙ୍କା
ଭୁବନେଶ୍ୱର (ରାଜ୍ୟ କାହାଣୀ )ନୟାଗଡ଼ ଜିଲାର ଲାଠିପଡ଼ାରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପହଞ୍ଚି ଗହ୍ମାପୂର୍ଣ୍ଣିମା ଅବସରରେ ୫ମ କିସ୍ତି ସୁଭଦ୍ରା ଅନୁଦାନ ପ୍ରଦାନ କରିଛନ୍ତି। ଆଜିର ସୁଭଦ୍ରା ମେଳାରେ ରାଜ୍ୟର ୧ କୋଟି ୩ ଲକ୍ଷ ୨୬ହଜାର ୧୬୨ ହିତାଧିକାରୀଙ୍କୁ ୫ ହଜାର କୋଟିରୁ!-->…