ଆଜି ପବିତ୍ର ରାକ୍ଷୀ ପୂର୍ଣ୍ଣିମା !ଗହ୍ମା ପୂର୍ଣ୍ଣିମାରେ ତିଥି ଦ୍ୱନ୍ଦ୍ୱ

ଆଜି ପବିତ୍ର ରାକ୍ଷୀ ପୂର୍ଣ୍ଣିମା ।ଏହି ଦିନ ଭଉଣୀ, ଭାଇ ହାତରେ ରାକ୍ଷୀ ବାନ୍ଧିଥାଏ ଓ ତାଙ୍କର ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ପ୍ରାର୍ଥନା କରିଥାଏ, ବଦଳରେ ଭାଇ, ତା’ର ଭଉଣୀକୁ ରକ୍ଷା କରିବାର ସଂକଳ୍ପ ନେଇଥାଏ । ଶ୍ରାବଣ ମାସର ପୂର୍ଣ୍ଣମୀ ଦିନ ପାଳନ କରାଯାଇଥାଏ । ଅନ୍ୟ ରାଜ୍ୟମାନଙ୍କରେ ଏହି…

ନେପାଳରେ ଜଳ ବିଭୀଷିକା । ନେପାଳରୁ ସୁରକ୍ଷିତ ଫେରିଲେ ପୁରୀର ୩ ଜଣ

ନେପାଳରୁ ସୁରକ୍ଷିତ ଭାବେ ଭାରତ ଫେରିଲେ ପୁରୀର ୩ ଜଣ । ନେପାଳରେ ବନ୍ୟା ଓ ବିପର୍ଯ୍ୟୟ ପରିସ୍ଥିତି ମଧ୍ୟରେ ଫସିଥିବା ପୁରୀର ୩ ଜଣ ନାଗରିକ ଶେଷରେ ସୁରକ୍ଷିତ ଭାବେ ଭାରତରେ ପ୍ରବେଶ କରିଛନ୍ତି । ସୂଚନା ଅନୁସାରେ, ଏହି ୩ ଜଣ ନେପାଳର କପିଳବସ୍ତୁ ଚେକ୍ ପୋଷ୍ଟ ଦେଇ ସୀମା ପାର୍ କରିଛନ୍ତି ।…

କର୍ଣ୍ଣାଟକ ବିଜୟପୁରାରେ ଚାଞ୍ଚଲ୍ୟ, ଭୂତାନାଲ ହ୍ରଦରୁ ମିଳିଲା ମା ଓ ୫ ପିଲାଙ୍କ ଶବ

ଉତ୍ତର କର୍ଣ୍ଣାଟକର ବିଜୟପୁରା ସହରରୁ ଏକ ଏପରି ଘଟଣା ସାମ୍ନାକୁ ଆସିଛି ଯାହା ଚାଞ୍ଚଲ୍ୟ ସୃଷ୍ଟି କରିଛି। ବିଜୟପୁରା ସହର ବାହାରେ ଥିବା ଭୂତାନାଲ ହ୍ରଦରୁ ବୁଧବାର ଜଣେ ମହିଳା ଓ ତାଙ୍କର ପାଞ୍ଚଟି ପିଲାଙ୍କୁ ମୃତାବସ୍ଥାରେ ଉଦ୍ଧାର କରାଯାଇଛି। ହୁଏତ ଏହା ଆତ୍ମହତ୍ୟା ମାମଲା…

ବଲାଙ୍ଗୀରରେ ଚାଞ୍ଚଲ୍ୟ; ନାବାଳକକୁ ହତ୍ୟା କଲା ନାବାଳକ

ବଲାଙ୍ଗୀର ଜିଲା ଆଗଲପୁର ଥାନା ରୋତ ଗାଁରେ ଚାଞ୍ଚଲ୍ୟ । ନାବାଳକଙ୍କୁ ଛୁରି ଭୁସି ହତ୍ୟା କଲେ ନାବାଳକ । ମୃତକ ହେଲେ ନାବାଳକ ସାହିଲ ପଟେଲ । କୌଣସି କାରଣକୁ ନେଇ ଦୁଇ ନାବାଳକଙ୍କ ମଧ୍ୟରେ ବଚସା ପରେ ଘଟିଥିଲା ଛୁରାମାଡ଼ । ଗୁରୁତର ଅବସ୍ଥାରେ ସାହିଲଙ୍କୁ ଉଦ୍ଧାର କରାଯାଇଥିଲେ ମଧ୍ୟ ତାଙ୍କ…

ନେପାଳରେ ଭୟଙ୍କର ବନ୍ୟା, ଭାସିଗଲେ ୧୦୦ ରୁ ଅଧିକ ଭାରତୀୟ

ତିବ୍ବତରୁ ଆସିଥିବା ଭୟଙ୍କର ବନ୍ୟା ନେପାଳର ରସୁଆ ଜିଲ୍ଲାର ଟିମୁରେ ଓ ସ୍ୟାଫ୍ରୁବେସି ଅଞ୍ଚଳରେ ବ୍ୟାପକ ଧ୍ୱଂସ ହୋଇଛି । ଭୋଟେକୋଶୀ ନଦୀରେ ହଠାତ୍ ଜଳସ୍ରୋତ ବଢ଼ିଯିବାରୁ ମାର୍କେଟ, ସ୍ଥାନୀୟ ଘରଦ୍ବାର, ଜଳବିଦ୍ୟୁତ ପ୍ରକଳ୍ପ ଓ ଅନ୍ୟାନ୍ୟ ଭିତ୍ତିଭୂମି ନଷ୍ଟ ହୋଇଛି । ଏଥିରେ ଏପର୍ଯ୍ୟନ୍ତ ୧୬…

କ୍ୟାନସର ରୋଗୀଙ୍କ ପାଇଁ ୧ ଲକ୍ଷ ଟଙ୍କାର ଇଞ୍ଜେକ୍ସନରେ କେବଳ ପାଣି ଆଉ ଜୀବାଣୁ

କ୍ୟାନସର ଇଞ୍ଜେକ୍ସନ୍ ନାଁରେ ବିକ୍ରି ହେଉଛି ପାଣି । ଲକ୍ଷେ ଟଙ୍କା ନେଇ କର୍କଟ ରୋଗୀଙ୍କୁ ଦେଉଛନ୍ତି ଧୋକା । କ୍ୟାନସର ଔଷଧ ନାଁରେ ଚାଲିଥିବା କଳବଜାରୀ ଉପରୁ ପରଦା ଉଠାଇଛି ଦିଲ୍ଲୀ ପୋଲିସର କ୍ରାଇମବ୍ରାଞ୍ଚ ।ବିକାନେରର ଏକ ସରକାରୀ କର୍କଟ ହସ୍ପିଟାଲ ସହିତ ଜଡିତ ଏହି କଥିତ ନେଟୱାର୍କର…

ପଞ୍ଜୀକରଣ ପ୍ରକ୍ରିୟାରେ ସ୍ୱଚ୍ଛତା ଓ ନିୟମାନୁପାଳନ ସୁନିଶ୍ଚିତ କରିବାକୁ ରାଜସ୍ୱ ବିଭାଗର ନିର୍ଦ୍ଦେଶ

ଭୁବନେଶ୍ୱର (ରାଜ୍ୟ କାହାଣୀ )ରାଜ୍ୟରେ ଜମି ପଞ୍ଜୀକରଣ ପ୍ରକ୍ରିୟାକୁ ଅଧିକ ସ୍ୱଚ୍ଛ, ଦାୟିତ୍ୱସମ୍ପନ୍ନ ଏବଂ ନିୟମ ଅନୁପାଳନ ସୁନିଶ୍ଚିତ କରିବା ଉପରେ ରାଜ୍ୟ ସରକାର ଗୁରୁତ୍ୱାରୋପ କରିଆସୁଛନ୍ତି। ପଞ୍ଜୀକରଣ ପ୍ରକ୍ରିୟାରେ ସ୍ୱଚ୍ଛତା ଓ ଦକ୍ଷତା ବୃଦ୍ଧି ପାଇଁ ଅନେକ ପ୍ରଯୁକ୍ତିଭିତ୍ତିକ…

ଶ୍ରୀ ଜଗନ୍ନାଥଙ୍କ କାର୍ଟୁନକୁ ନେଇ ଶଙ୍କରାଚାର୍ଯ୍ୟ କ୍ଷୁବ୍ଧ,ଶ୍ରୀଜଗନ୍ନାଥଙ୍କୁ ବିକୃତ ପ୍ରଦର୍ଶନ ଶାସ୍ତ୍ର ବିରୋଧୀ

ଶ୍ରୀଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ବିବାଦ ପ୍ରସଙ୍ଗ । ଏହା ଶାସ୍ତ୍ର, ପରମ୍ପରା ଓ ଇତିହାସ ବିରୋଧୀ ବୋଲି କହିଛନ୍ତି ଜଗଦଗୁରୁ ସ୍ବାମୀ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ବତୀ। ଧାର୍ମିକ ଓ ଆଧ୍ୟାତ୍ମିକ ପ୍ରସଙ୍ଗରେ କୋର୍ଟଙ୍କ ହସ୍ତକ୍ଷେପ ଅନୁଚିତ।ଫିଲ୍ମରେ ଜଗନ୍ନାଥଙ୍କୁ ବିକୃତ ରୂପରେ…

ନଭେମ୍ବର ୨୪ରୁ ବାଲିଯାତ୍ରା! ଉପର ଓ ତଳ ପଡ଼ିଆରେ ହେବ ଆୟୋଜନ

ଭୁବନେଶ୍ୱର (ରାଜ୍ୟ କାହାଣୀ )ନଭେମ୍ବର ୨୪ରୁ ବିଶ୍ୱପ୍ରସିଦ୍ଧ ବାଲିଯାତ୍ରା । ଆସନ୍ତା ନଭେମ୍ବର ମାସ ୨୪ ତାରିଖୁ ଆରମ୍ଭ ହେବାକୁ ଯାଉଛି କଟକ ଐତିହାସିକ ବାଲିଯାତ୍ରା । ଯାହା ଡିସେମ୍ବର ୧ ଯାଏଁ ଚାଲିବ ବୋଲି ସୂଚନା ଦେଇଛନ୍ତି କଟକ ଜିଲ୍ଲାପାଳ ଦତ୍ତାତ୍ରେୟ ଭାଉସାହେବ ସିନ୍ଦେ ।। ଏଥର ଉପର…

ସାତ ବର୍ଷର ରିପୋର୍ଟ କାର୍ଡ ଦେଲେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ

ଭୁବନେଶ୍ୱର (ରାଜ୍ୟ କାହାଣୀ )ସାତ ବର୍ଷର ରିପୋର୍ଟ କାର୍ଡ ଦେଲେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ । ୬୦ ପୃଷ୍ଠାର ଏହି ରିପୋର୍ଟ କାର୍ଡରେ ନିଜ ସାତ ବର୍ଷର କାର୍ଯ୍ୟର ହିସାବ ଦେଇଛନ୍ତି ସାଂସଦ । ଭୁବନେଶ୍ୱର ପାଇଁ ୧୦୦ ପ୍ରତିଶତ ଚେଷ୍ଟା କରୁଥିବା କହିବା ସହ ନିଜ କାର୍ଯ୍ୟର ବିବରଣୀ…