୧୬ ଜଣଙ୍କୁ ୧୪.୫୦ ଲକ୍ଷ ସହାୟତା: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର (ରାଜ୍ୟ କାହାଣୀ )ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱରରେ ଏକ ସାଧାରଣ ଅଭିଯୋଗ ଶୁଣାଣି ଆୟୋଜନ କରିଛନ୍ତି। ଫଳରେ ନାଗରିକମାନଙ୍କୁ ସେମାନଙ୍କ ସମସ୍ୟା ଉପରେ ସିଧାସଳଖ ତାଙ୍କ ସହିତ ଯୋଗାଯୋଗ କରିବାର ସୁଯୋଗ ମିଳିବ।ଆଜିର ଅଭିଯୋଗ ଶୁଣାଣି ପରେ ମୁଖ୍ୟମନ୍ତ୍ରୀ ମୋହନ!-->…