ଓଡ଼ିଶାରେ ଆଜି ବି ବର୍ଷା, ୫ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ
ଭୁବନେଶ୍ୱର (ରାଜ୍ୟ କାହାଣୀ )ବଙ୍ଗୋପସାଗରରେ ରବିବାର ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ। ସନ୍ଧ୍ୟା ସୁଦ୍ଧା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ସହ ସଂଲଗ୍ନ ଗାଙ୍ଗେଟିକ ପଶ୍ଚିମବଙ୍ଗ ଏବଂ ଉତ୍ତର ଓଡ଼ିଶା ଉପରେ ସକ୍ରିୟ ରହିଛି। ଏଥିସହ ସମ୍ପୃକ୍ତ ଘୂର୍ଣ୍ଣିବଳୟ ପ୍ରବାହ ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬!-->…