କାଲିଠାରୁ ଶ୍ରୀକ୍ଷେତ୍ରରେ ଝୁଲଣ ଯାତ୍ରା; କୁଞ୍ଜ ପ୍ରସ୍ତୁତ

ଶ୍ରୀକ୍ଷେତ୍ରରେ କାଲି ଠାରୁ ପବିତ୍ର ଝୁଲଣ ଯାତ୍ରା ଆରମ୍ଭ ହେବ । ଶ୍ରାବଣ ଶୁକ୍ଳ ଦଶମୀରୁ ଶ୍ରୀମନ୍ଦିର ସମେତ ବିଭିନ୍ନ ମଠବାଡ଼ିରେ ପ୍ରତିପଦା ଯାଏଁ ଏହି ଝୁଲଣ ଯାତ୍ରା ଚାଲିବ ।ଝୁଲଣ କୁଞ୍ଜ ତଥା ଦୋଳିକୁ ଆକର୍ଷଣୀୟ କରିବା ପାଇଁ ବିଭିନ୍ନ ପ୍ରକାର ଝାଲର, ଫୁଲ, ନାଗାଫୁଲ, ଖମ୍ୱ ଝାଲର, ବାଙ୍କ…

ମହଙ୍ଗା ପଡ଼ିଲା ପ୍ରେମ ପ୍ରତାରଣା । ଦୁଷ୍କର୍ମ ଅଭିଯୋଗରେ ବନ୍ଧା ହେଲେ SI ବାବୁ

ଭୁବନେଶ୍ୱର (ରାଜ୍ୟ କାହାଣୀ )ଖାକିରେ କଳଙ୍କ। ଆଇନ ରକ୍ଷା କରୁଥିବା ପୁଲିସ ବାବୁଙ୍କ ବିରୋଧରେ ଆସିଛି ସଙ୍ଗୀନ ଅଭିଯୋଗ। ବିବାହର ପ୍ରତିଶ୍ରୁତି ଦେଇ ଜଣେ ଯୁବତୀଙ୍କ ସହ ଶାରୀରିକ ସମ୍ପର୍କ ଏବଂ ପରେ ପ୍ରତାରଣା କରିଥିବା ଅଭିଯୋଗରେ ବାରିପଦା ଟାଉନ ଥାନାରେ କାର୍ଯ୍ୟରତ ଏସ୍ଆଇ ପ୍ରଭାତ କୁମାର…

ପୁଣି ଅଗଷ୍ଟ ୩୧ ରେ ହେବ ରତ୍ନଭଣ୍ଡାରରେ ଅଳଙ୍କାରର ଗଣତିମଣତି

ପୁଣି ଅଗଷ୍ଟ ୩୧ ଓ ସେପ୍ଟେମ୍ବର ୧ ତାରିଖରେ ହେବ ରତ୍ନଭଣ୍ଡାରରେ ଥିବା ରତ୍ନ ଓ ଅଳଙ୍କାରର ଗଣତିମଣତି । ଶ୍ରୀମନ୍ଦିରର ବିଭିନ୍ନ ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ଏବଂ କମାଣ୍ଡରଙ୍କ ପରାମର୍ଶ ଅନୁଯାୟୀ ଏହି ଗଣତି ପାଇଁ ତାରିଖ ଧାର୍ଯ୍ୟ କରାଯାଇଛି । ରାଜ୍ୟ ସରକାରଙ୍କ ଦ୍ୱାରା ଅନୁମୋଦିତ…

ଖାଦ୍ୟରେ ମାଛି, ରୋଷେଇ ଘରେ ଅସରପା! ମ୍ୟାକଡୋନାଲ୍ଡସ୍ ସମେତ ୮ଟି ପ୍ରମୁଖ ରେଷ୍ଟୁରାଣ୍ଟର ଫୁଡ୍ ଲାଇସେନ୍ସ ବାତିଲ

ମହାରାଷ୍ଟ୍ରରେ FDA ପକ୍ଷରୁ ବଡ଼ ଆକ୍ସନ । ଲୋକଙ୍କ ସ୍ୱାସ୍ଥ୍ୟ ସହ ଖେଳୁଥିବା ରେଷ୍ଟୁରାଣ୍ଟ ଏବଂ ଖାଦ୍ୟ ପ୍ରତିଷ୍ଠାନଗୁଡ଼ିକ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ସୂଚନା ଅନୁସାରେ, ମହାରାଷ୍ଟ୍ରରେ ୮୯ଟି ହୋଟେଲ୍‌, ରେଷ୍ଟୁରାଣ୍ଟ ଓ ଢାବାରେ ଯାଞ୍ଚ କରିଥିଲା FDA । ଏଥିରୁ ୭୧ଟି…

ଆଇଫୋନ୍ ପାଇଁ ପାହାଡ଼ରୁ ଖସି ବାପା-ପୁଅ ମୃତ, ମା’ଙ୍କ ଆତ୍ମହତ୍ୟା

ଯେଉଁ ପୁଅ ପାଇଁ ଦିନରାତି ଏକ କରିଦେଲେ । ଆଜି ସେହି ପୁଅ ସାମାନ୍ୟ ଆଇ-ଫୋନ୍ ପାଇଁ ଜୀବନ ହାରିଦେଲେ ।ମହାରାଷ୍ଟ୍ରର ଛତ୍ରପତି ସମ୍ଭାଜିନଗରରୁ ଆସିଛି ଛାତିଥରା ଘଟଣା। ପାହାଡ଼ରୁ ଖସି ପୁଅ ଓ ବାପାଙ୍କ ମୃତ୍ୟୁ ପରେ ମା’ ମଧ୍ୟ ହାରିଦେଲେ ଜୀବନ। ସହରର ତିସଗାଁଓ ଅଞ୍ଚଳରେ ଥିବା ପ୍ରସିଦ୍ଧ…

ଏନଟିପିସି ପାୱାର୍‌ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ: ୫ ଶ୍ରମିକ ଗୁରୁତର

ଭୁବନେଶ୍ୱର (ରାଜ୍ୟ କାହାଣୀ )ଅନୁଗୁଳ ଜିଲ୍ଲା କଣିହାଁ ବ୍ଲକ NTPC ତାପଜ ବିଦ୍ୟୁତ ଉତ୍ପାଦନ କେନ୍ଦ୍ରର ବଙ୍କର-ବି ରେ ଭୟଙ୍କର ବିସ୍ପୋରଣ। ବିଳମ୍ବିତ ରାତିରେ ହୋଇଥିବା ବିସ୍ପୋରଣରେ ପାଞ୍ଚଜଣ ଗୁରୁତର ଆହତ ହୋଇଛନ୍ତି । ଗୁରୁତର ୩ ଶ୍ରମିକଙ୍କୁ ତାଳଚେର ଓ ୨ ଜଣଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର…

ସପ୍ତାହେ ଭିଜିବ ଓଡ଼ିଶା, ୨୪ରୁ ବଢ଼ିବ ବର୍ଷାର ପ୍ରକୋପ

ଭୁବନେଶ୍ୱର (ରାଜ୍ୟ କାହାଣୀ )ଏବେ ପୁଣି ତିନି ତିନିଟା ଘୂର୍ଣ୍ଣିବଳୟ। ଗୋଟିଏ ରହିଛି ପଶ୍ଚିମ କେନ୍ଦ୍ରୀୟ ଓ ପାଶ୍ୱର୍ବର୍ତ୍ତୀ ଉତ୍ତର ପଶ୍ଚିମ ବଙ୍ଗୋପସାଗରର ଉତ୍ତର ଆନ୍ଧ୍ର ଏବଂ ଦକ୍ଷିଣ ଓଡ଼ିଶା ଉପକୂଳ ଉପରେ । କେନ୍ଦ୍ରୀୟ ମିଆଁମାର ଉପରେ ରହିଛି ଆଉ ଏକ ଘୂର୍ଣ୍ଣିବଳୟ । ସେହିପରି ଉତ୍ତର…

SBI ଗ୍ରାହକଙ୍କ ପାଇଁ ଅକ୍ଟୋବର ୧ରୁ କ୍ୟାଶ୍‌ ଉଠାଇଲେ ଲାଗିବ ଏକ୍ସଟ୍ରା ଚାର୍ଜ

SBI ନିଜର Basic Savings Bank Deposit (BSBD) ଆକାଉଣ୍ଟରୁ ବ୍ରାଞ୍ଚ ଜରିଆରେ କ୍ୟାଶ୍ ଉଠାଇବା ନେଇ ସୁଳ୍କ/ଚାର୍ଜରେ ପରିବର୍ତ୍ତନ କରିଛି। ନୂଆ ନିୟମ ୧ ଅକ୍ଟୋବର ୨୦୨୬ ରୁ ଲାଗୁ ହେବ। ଏହା ଅଧୀନରେ ଗ୍ରାହକମାନେ ମାସକୁ ଚାରି ଥର ପର୍ଯ୍ୟନ୍ତ ବ୍ରାଞ୍ଚରୁ ମାଗଣାରେ କ୍ୟାଶ୍ ଉଠାଇପାରିବେ।…

ମହାନଦୀ ଜଳ ବିବାଦ ନେଇ ଚାଲିଛି ବୈଷୟିକ ତର୍ଜମା !ପରବର୍ତ୍ତୀ ଶୁଣାଣି ସେପ୍ଟେମ୍ବର ୧୭ରେ

ଭୁବନେଶ୍ୱର (ରାଜ୍ୟ କାହାଣୀ )ମହାନଦୀ ଜଳ ବିବାଦ ମାମଲାରେ ଶୁକ୍ରବାର ଟ୍ରିବ୍ୟୁନାଲରେ ଗୁରୁତ୍ୱପୂର୍ଣ୍ଣ ଅଗ୍ରଗତି । ଦୀର୍ଘଦିନ ଧରି ଓଡ଼ିଶା ଓ ଛତିଶଗଡ଼ ମଧ୍ୟରେ ଚାଲିଥିବା ଜଳ ବିବାଦର ବୈଷୟିକ ଦିଗ ଉପରେ ଆଲୋଚନା ପାଇଁ କେନ୍ଦ୍ରୀୟ ଜଳ ଆୟୋଗ (CWC)ର ମଧ୍ୟସ୍ଥତାରେ ଦୁଇ ରାଜ୍ୟର ବୈଷୟିକ…

୧୬.୨ କୋଟିରେ ବିକ୍ରି ହେଲା ମହାତ୍ମା ଗାନ୍ଧୀଙ୍କ ହାତଲେଖା ପାଣ୍ଡୁଲିପି

ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ କେତେକ ହାତଲେଖା ଚିଠି, ତାଙ୍କ ବ୍ୟବହୃତ ଚରଖା, ଭଗବତ୍ ଗୀତା ଓ ଅନ୍ୟାନ୍ୟ କେତେକ ସରଞ୍ଜାମ ଶୁକ୍ରବାର ପ୍ରାୟ ୧୬.୨ କୋଟିରେ ବିକ୍ରି ହୋଇଛି । ଅକ୍ସନ ହାଉସ୍ ସାଫ୍ରୋନାର୍ଟ ପକ୍ଷରୁ ଏହି ନିଲାମ କରାଯାଇଥିଲା । ବିକ୍ରି ହୋଇଥିବା ପାଣ୍ଡୁଲିପିରେ ସତ୍ୟ,…