ଆଗାମୀ ୨୦୨୫-୨୬ ଆର୍ଥିକ ବର୍ଷରେ ଜିଡିପି ୬.୩ ପ୍ରତିଶତରୁ ୬.୮ ପ୍ରତିଶତ ରହିବା ସମ୍ଭାବନା
କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଶୁକ୍ରବାର ସଂସଦରେ ଅର୍ଥନୈତିକ ସର୍ଭେ ରିପୋର୍ଟ ଉପସ୍ଥାପନ କରିଛନ୍ତି। ଆଗାମୀ ୨୦୨୫-୨୬ ଆର୍ଥିକ ବର୍ଷରେ ମୋଟ ଘରୋଇ ଉତ୍ପାଦ ବା ଜିଡିପି ୬.୩ ପ୍ରତିଶତରୁ ୬.୮ ପ୍ରତିଶତ ରହିବା ନେଇ ରିପୋର୍ଟରେ ଆକଳନ କରାଯାଇଛି। ଆର୍ଥିକ ସର୍ଭେ!-->…