ଏଚଏମପିଭି ସଂକ୍ରମଣ ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି ।

ଭୁବନେଶ୍ୱର(ରାଜ୍ୟକାହାଣୀ) ଦେଶରେ ଏବେ ହ୍ୟୁମାନ ମେଟାନ୍ୟୁମୋ ଭାଇରସ (ଏଚଏମପିଭି) ସଂକ୍ରମଣ ହେଉଛି। ଯାହା ଏବେ ଚିନ୍ତାର କାରଣ ପାଲଟିଲାଣି। ସଦ୍ୟତମ ରିପୋର୍ଟ ଅନୁସାରେ କେତେକ ରାଜ୍ୟରେ ଏହି ଭାଇରସ ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତ ବୃଦ୍ଧି ହେଉଛି। ତେବେ ଏଥି ପାଇଁ ସ୍ୱାସ୍ଥ୍ୟ ଓ ପରିବାର

ନବ ଦାସଙ୍କ ହତ୍ୟା ପ୍ରସଙ୍ଗରେ ମୁହଁ ଖୋଲିଲେ ଦୀପାଳି ଦାସ ।

ଭୁବନେଶ୍ୱର(ରାଜ୍ୟକାହାଣୀ) ନବ ଦାସଙ୍କ ହତ୍ୟା ପ୍ରସଙ୍ଗରେ ମୁହଁ ଖୋଲିଲେ ଝିଅ ଦୀପାଳି । ‘ଗତ ବିଧାନସଭାରେ ୨ ଜଣ ବିଧାୟକ ଏହି ପ୍ରସଙ୍ଗ ଉଠାଇଥିଲେ ।ମୁଁ କାହିଁକି CBI ତଦନ୍ତ ଦାବି କରୁନି ବୋଲି ଗଣମାଧ୍ୟମରେ କହୁଛନ୍ତି । ମୋହନ ସରକାରଙ୍କୁ ଅନୁରୋଧ CBI ତଦନ୍ତ କରାଇବେ କି ? ଆମ ପରିବାରକୁ

ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ମାଆଙ୍କ ଦେହାନ୍ତ

ଭୁବନେଶ୍ୱର(ରାଜ୍ୟକାହାଣୀ) ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ମାଆଙ୍କ ଦେହାନ୍ତ ହୋଇଛି।୮୯ ବର୍ଷ ବୟସରେ ତାଙ୍କ ମାଆ ଲୋଭାବତୀ ପରିଡ଼ାଙ୍କ ମୃତ୍ୟୁ ହୋଇଛି। ପୁରୀ ଜିଲ୍ଲା ନୂଆହାଟ ନିଭରଣରେ ଗାଁରେ ଲୋଭାବତୀ ପରିଡ଼ାଙ୍କ ଦେହାନ୍ତ ହୋଇଛି । ପୁରା ଗାଁରେ ଖେଳିଯାଇଛି ଶୋକର

ଓଏଏସ୍ ଆଲୋକ ପ୍ରଧାନ ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ ନିଯୁକ୍ତ

ଭୁବନେଶ୍ୱର(ରାଜ୍ୟକାହାଣୀ) ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଯୁଗ୍ମ ସଚିବ ଭାବେ କେନ୍ଦୁଝର ଏଡିଏମ୍ ଭାବେ କାର୍ଯ୍ୟ କରୁଥିବା ଓଏଏସ୍ ଅଧିକାରୀ ଆଲୋକ କୁମାର ପ୍ରଧାନଙ୍କୁ ନିଯୁକ୍ତ କରାଯାଇଛି।ସେହିଭଳି, ଅନ୍ୟ ଓଏଏସ ଅଧିକାରୀ ପଦ୍ମ ଚରଣ ସାହାଙ୍କୁ ମଧ୍ୟ କ୍ରୀଡ଼ା ଏବଂ ଯୁବ ସେବା ବିଭାଗର

ଜାତୀୟ ଶିକ୍ଷା ନୀତି ୨୦୨୦ କୁ ରାଜ୍ୟରେ କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ 

ଭୁବନେଶ୍ୱର(ରାଜ୍ୟକାହାଣୀ) ଜାତୀୟ ଶିକ୍ଷା ନୀତି (NEP)- ୨୦୨୦ ଲାଗୁ ପାଇଁ ଜାରି ହେଲା ବିଜ୍ଞପ୍ତି । ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ଏହି ନିଷ୍ପତ୍ତି ନିଆଯାଇଥିବା ବେଳେ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଆଞ୍ଚଳିକ ବିଷୟବସ୍ତୁକୁ ବିଚାରକୁ ନେଇ କରିକୁଲମ୍‌

 ତୁଟିଲା ବିବାଦ, ସ୍ବାଭାବିକ ହେବ ପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି । 

ଭୁବନେଶ୍ୱର(ରାଜ୍ୟକାହାଣୀ) ବର୍ତ୍ତମାନ ଠାରୁ ଲିଙ୍ଗରାଜଙ୍କ ନୀତିକାନ୍ତି ଆରମ୍ଭ ହେବ । ଲିଙ୍ଗରାଜ ମନ୍ଦିର ଟ୍ରଷ୍ଟ ବୋର୍ଡ ବୈଠକ ପରେ ତୁରନ୍ତ ସେବା ଆରମ୍ଭ କରିବାକୁ ନିର୍ଦ୍ଦେଶ ଦେଲେ ଖୋର୍ଦ୍ଧା ଜିଳ୍ଲାପାଳ । ସେବା ବିଭ୍ରାଟ ନେଇ ୨୪ ଘଣ୍ଟା ମଧ୍ୟରେ ତଦନ୍ତ କରିବାକୁ ଅତିରିକ୍ତ

ଶ୍ରୀମନ୍ଦିରରେ ଟଳି ପଡ଼ିଲେ ସେବାୟତ

ଶ୍ରୀମନ୍ଦିରରେ ଘଟିଲା ଅଘଟଣ । । ମନ୍ଦିର ଭିତରେ ଟଳିପଡିଲେ ସୁଆର ବଡୁ ସେବାୟତ । ବୁଧବାର ଦ୍ବିପ୍ରହର ଧୂପ ପାଇଁ ରତ୍ନ ସିଂହାସନ ନିକଟରେ ପାଣି ପକାଉଥିବାବେଳେ ସୁଆରବଡୁ ସେବାୟତ ଜଗନ୍ନାଥ ମେକାପ ଟଳିପଡ଼ିଥିଲେ।ତେବେ ତାଙ୍କୁ ଉଦ୍ଧାର କରାଯାଇ ସଙ୍ଗେସଙ୍ଗେ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା

ନନ୍ଦନକାନନରେ ବାଘୁଣୀ ରୂପାର ଅଢେଇ ମାସର ଧଳା ଛୁଆ ମୃତ୍ୟୁ

ଭୁବନେଶ୍ୱର(ରାଜ୍ୟକାହାଣୀ) ବାଘୁଣୀ ରୂପାର ଧଳା ଛୁଆ କିଛିଦିନ ହେବ ଅସୁସ୍ଥ ଥିଲା । ମା’ ଠାରୁ ଅଲଗା ହୋଇ ଅଢେଇ ମାସର ଛୁଆ ଜନ୍ତୁ ଲାଳନପାଳନ କେନ୍ଦ୍ରରେ ଚିକିତ୍ସା ଜାରି ରହିଥିଲା । କିନ୍ତୁ ପରେ ମୃତ୍ୟୂ ଘଟିଥିଲା।ମୃତ୍ୟୁର କାରଣ ଏପର୍ଯ୍ୟନ୍ତ ଜଣା ପଡିନାହିଁ। ଏହାର କାରଣ

କ୍ଷମା ମାଗିଲେ ମେଟା ସିଇଓ ମାର୍କ ଜୁକରବର୍ଗ । ଜାଣନ୍ତୁ କାହିଁକି ?

ଶେଷରେ କ୍ଷମା ମାଗିଲା ମେଟା । ଭାରତ ଉପରେ ମାର୍କ ଜୁକରବର୍ଗଙ୍କ ମନ୍ତବ୍ୟ ପାଇଁ କ୍ଷମା ପ୍ରାର୍ଥନା କରଯାଇଛି । ଏହି ସୂଚନା ସୋସିଆଲ ମିଡିଆ ପ୍ଲାଟଫର୍ମ Xରେ ଆଇଟି ଏବଂ ଯୋଗାଯୋଗ ବ୍ୟାପାର ସଂସଦୀୟ କମିଟିର ଅଧ୍ୟକ୍ଷ ନିଶିକାନ୍ତ ଦୁବେ ଦେଇଛନ୍ତି।ମଙ୍ଗଳବାର ଦିନ କହିଥିଲେ ଯେ ମାର୍କ

ଡିଜିଟାଲ ଲକର ବ୍ୟବସ୍ଥା ଆରମ୍ଭ କଲା ମାଧ୍ୟମିକ ଶିକ୍ଷା ପରିଷଦ । 

ଭୁବନେଶ୍ୱର(ରାଜ୍ୟକାହାଣୀ) ଡିଜିଟାଲ ଲକର ବ୍ୟବସ୍ଥା ଆରମ୍ଭ କଲା ମାଧ୍ୟମିକ ଶିକ୍ଷା ପରିଷଦ । ଏନେଇ ସୂଚନା ଦେଲେ ବିଏସଇ ଉପସଭାପତି ନିହାର ରଂଜନ ମହାନ୍ତି । ବୋର୍ଡରୁ ପରୀକ୍ଷା କେନ୍ଦ୍ରକୁ ପ୍ରଶ୍ନପତ୍ର ପଠାଇବାକୁ ବ୍ୟବହାର ହେବ । ୧୮୩ ଟି ସେଣ୍ଟରକୁ