କାଠଯୋଡ଼ି ନଦୀରେ ବୁଡ଼ିଲା ବୋଇତ

ଭୁବନେଶ୍ୱର(ରାଜ୍ୟକାହାଣୀ)କଟକ ସଦର ବ୍ଲକ୍ ୪୨ ମୌଜାର ଗୋବିନ୍ଦପୁର ଗାଁରେ ବୋଇତ ବନ୍ଦାଣ ଉତ୍ସବ ପାଳନ ବେଳେ ଅଘଟଣ । ଅଳ୍ପକେ ମୃତ୍ୟୁ ମୁଖରୁ ସାଧବ ପୁଅ ବେଶଧାରୀ ଯୁବକ ମାନେ ବର୍ତ୍ତିଗଲେ । ଡଙ୍ଗାରେ ବସି ସମସ୍ତେ କାଠଯୋଡ଼ି ନଦୀରେ ବୁଲିବା ବେଳେ ଏଭଳି ଅଘଟଣ ଘଟିଥିଲା । ଭାରସାମ୍ୟ ହରାଇ

ପିଓକେ (Pok) ଯାଇପାରିବନି ଚାମ୍ପିୟନ୍ସ ଟ୍ରଫି ।

ଆସନ୍ତା ବର୍ଷ ପାକିସ୍ତାନ ଦ୍ୱାରା ଚାମ୍ପିଅନ୍ସ ଟ୍ରଫି ଆୟୋଜିତ ହେବ। ଏହା ପୂର୍ବରୁ ପ୍ରଚାର,ପ୍ରସାର ବା ସହର ପରିକ୍ରମା କରିବା ଆନ୍ତର୍ଜାତୀୟ କ୍ରିକେଟ୍ ପରିଷଦ (ଆଇସିସି) ପାକିସ୍ତାନକୁ ଟୁର୍ନାମେଣ୍ଟ ଟ୍ରଫି ପଠାଇଛି। ଏହି ଟ୍ରଫି ଗୁରୁବାର (୧୪ ନଭେମ୍ବର) ଇସଲାମାବାଦରେ ପହଞ୍ଚିଛି। କିନ୍ତୁ

ଗତ ୧ ମାସ ଭିତରେ ୨ ଶହରୁ ଊର୍ଦ୍ଧ୍ବ ଚେନ୍‌ ଲୁଟେରାଙ୍କୁ ଧରାଯାଇଛି। 

ଭୁବନେଶ୍ୱର(ରାଜ୍ୟକାହାଣୀ)ରାଜଧାନୀ ଭୁବନେଶ୍ବରରେ ଦିନକୁ ଦିନ ହିଂସାର ମାତ୍ରା ବଢ଼ିବାରେ ଲାଗିଛି। ଚୋରି, ଠକେଇ, ଲୁଟ୍‌, ରାହାଜାନୀ ଆଦି ଘଟଣା ବଢ଼ିଚାଲିଛି। ତେବେ ଶ୍ରୀ ପିନାକୀ ମିଶ୍ର ଗଣମାଧ୍ୟମକୁ କହିଛନ୍ତି ଯେ, ଗତ ୧ ମାସ ଭିତରେ ୨ ଶହରୁ ଊର୍ଦ୍ଧ୍ବ ଚେନ୍‌ ଲୁଟେରାଙ୍କୁ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବିମାନରେ ଯାନ୍ତ୍ରିକ ତ୍ରୁଟି 

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବିମାନରେ ଯାନ୍ତ୍ରିକ ତ୍ରୁଟି ଦେଖାଦେଇଥିବା ସୂଚନା ମିଳିଛି। ଫଳରେ ବିମାନଟି ଝାଡ଼ଖଣ୍ଡର ଦେଓଘର ବିମାନବନ୍ଦରରେ ଅଟକି ରହିଛି। ଏଥିଯୋଗୁ ପ୍ରଧାନମନ୍ତ୍ରୀଙ୍କ ଦିଲ୍ଲୀ ଫେରିବା କାର୍ଯ୍ୟକ୍ରମ ବିଳମ୍ବିତ ହୋଇଥିବା ସୂଚନା ମିଳିଛି।ମିଳିଥିବା ସୂଚନା

ପେସା ଆଇନ ଲାଗୁ ପୂର୍ବରୁ ଲୋକଙ୍କ ମତ ନେବେ ରାଜ୍ୟ ସରକାର

ଭୁବନେଶ୍ୱର(ରାଜ୍ୟକାହାଣୀ) ଜନତା ମଇଦାନ କାର୍ଯ୍ୟକ୍ରମକୁ ସମ୍ବୋଧିତ କରି ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି, ପେସା ଆଇନ ଲାଗୁ ହେବା ପୂର୍ବରୁ ଲୋକଙ୍କ ମତ ନେବା ସହ ସଚେତନତା ସଭା କରିବେ ରାଜ୍ୟ ସରକାର । ୨୬ ତାରିଖ ପର୍ଯ୍ୟନ୍ତ ପ୍ରତି ଗାଁରେ ଜନସଭା ହେବ। ପେସା ଆଇନ କିପରି

ପିଏମ୍ ମୋଦୀଙ୍କୁ ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ କରିବ ଏହି ଦେଶ 

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଡୋମିନିକା ରାଜ୍ୟଗୋଷ୍ଠୀର ସର୍ବୋଚ୍ଚ ଜାତୀୟ ସମ୍ମାନ ପ୍ରଦାନ କରାଯିବ। ଏ ସମ୍ପର୍କରେ ଡୋମିନିକା ପକ୍ଷରୁ ଘୋଷଣା କରାଯାଇଛି। ଆସନ୍ତା ସପ୍ତାହରେ ଗୁୟାନାରେ ହେବାକୁ ଥିବା ଇଣ୍ଡିଆ-କାରିକମ୍‌ ସମ୍ମିଳନୀରେ ରାଷ୍ଟ୍ରପତି ସିଲଭାଇନ ବର୍ଟନ ମୋଦୀଙ୍କୁ

ପ୍ରେମିକ ସହ ମିଶି ପିଲାକୁ ଦେଲା ଚେଙ୍କ । 

ଭୁବନେଶ୍ୱର(ରାଜ୍ୟକାହାଣୀ) ଶିଶୁ ଦିବସରେ ଶିଶୁଙ୍କୁ ନିର୍ଯତନା । ସେ ବି ପୁଣି ନିଜ ଜନ୍ମକଲା ମାଆ ଆଗରେ । ଆଉ ମାଆ ସାଜିଥିଲା ନିରବଦ୍ରଷ୍ଟା । ଏପରି ଏକ ଲଜ୍ଜାଜନକ ଘଟଣା ରାଜଧାନୀ ଭୁବନେଶ୍ୱରର ମୈତ୍ରୀବିହାର ଥାନା ମହାବୀର ବସ୍ତିରେ ଘଟିଛି । ଦୁଇ ପିଲାଙ୍କୁ ଗରମ ଷଣ୍ଢୁଆଶୀରେ ଶରୀରର

ଭାରତରେ ପ୍ରଥମ ‘ସାଟେଲାଇଟ-ଟୁ-ଡିଭାଇସ’ ସେବା ଆରମ୍ଭ କରିବ ବିଏସଏନଏଲ

ଭାରତ ସଞ୍ଚାର ନିଗମ ଲିମିଟେଡ (ବିଏସଏନଏଲ) ଦେଶରେ ପ୍ରଥମ ଥର ସାଟେଲାଇଟ-ଟୁ-ଡେଭିସ ସର୍ଭିସ ଆରମ୍ଭ କରିଛନ୍ତି, ଯାହା ଦେଶର ସବୁଠୁ ଦୁର୍ଗମ ଅଞ୍ଚଳରେ ମଧ୍ୟ କନେକ୍ଟିଭିଟି ପ୍ରଦାନ କରିବ। ଦୂର ସଞ୍ଚାର ବିଭାଗ (ଡିଓଟି) ଏହି ଘୋଷଣା କରିଛନ୍ତି ଓ କହିଛନ୍ତି ଏହି ସର୍ଭିସ୍ ଆମେରିକୀୟ କମ୍ପାନୀ

ଆଜିଠୁ ରାଜ୍ୟରେ ବଢ଼ିବ ଶୀତ । 

ଭୁବନେଶ୍ୱର(ରାଜ୍ୟକାହାଣୀ) ଆଜିଠୁ ରାଜ୍ୟରେ ବଢ଼ିବ ଶୀତ । ୨ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ କମିବ ତାପମାତ୍ରା। ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ତାପମାତ୍ରା କମିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଏହାସହ ଆର୍ଦ୍ରତା ପାଇଁ ରାତି ତାପମାତ୍ରା ମଧ୍ୟ

ଅଷ୍ଟମ ଫେଲ୍ ନକଲି ଡାକ୍ତର ଗିରଫ, ଗୁପ୍ତରୋଗର କରୁଥିଲେ ଚିିକିତ୍ସା

ଭୁବନେଶ୍ୱର(ରାଜ୍ୟକାହାଣୀ) ସୂଚନା ଅନୁଯାୟୀ, ବ୍ରହ୍ମପୁର ରମ୍ପା ସାହିରେ ଘର ଭଡାରେ ରହୁଥିବା ବେଳେ ମିତ୍ରା ସାହିରେ କ୍ଲିନିକ ଚଳାଉଥିଲେ ଡ. ଉତ୍ପଲ ବାଲା। ଅଷ୍ଟମ ଶ୍ରେଣୀ ଫେଲ ଥିବା ଉତ୍ପଳା ୪ ବର୍ଷ ପୂର୍ବେ ବିଶାଖାପାଟଣାର ଏକ ହୋଟେଲରେ ହୋଟେଲ ବୟ ଏବଂ ଖାଦ୍ୟ ପରଷିବା କର୍ମଚାରୀ ଭାବେ