ନୂଆ ବର୍ଷ ପୂର୍ବରୁ ରୁପା ଛାଉଣି ହେବ ରତ୍ନପଲଙ୍କ, ପତିତପାବନ ମନ୍ଦିର

ଭୁବନେଶ୍ୱର(ରାଜ୍ୟକାହାଣୀ) ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଭକ୍ତଙ୍କ ଦାନ ଅର୍ଥରୁ ମିଳିଥିବା ୩୦୦ କେଜିରୁ ଊର୍ଦ୍ଧ୍ୱ ରୁପା ବ୍ୟବହାର କରାଯାଇ ମହାପ୍ରଭୁଙ୍କ ରତ୍ନପଲଙ୍କ,

ସୁନାଦର ଦ୍ରୁତ ଗତିରେ ହ୍ରାସ ପାଇଚାଲିଛି । 

ଡୋନାଲ୍ଡ ଟ୍ରମ୍ପ ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ଜିତିବା ପରେ ସୁନାଦର ଦ୍ରୁତ ଗତିରେ ହ୍ରାସ ପାଇଚାଲିଛି । ଏହାର ପ୍ରଭାବରେ ଭାରତରେ ବି ସୁନା ହ୍ରାସ ପାଇଚାଲିଛି । ଗୁରୁବାର ମଲ୍ଟି କମୋଡିଟି ଏକ୍ସଚେଞ୍ଜ (ଏମସିଏକ୍ସ)ରେ ସୁନା ମୂଲ୍ୟରେ ପ୍ରାରମ୍ଭିକ କାରବାରରେ ହ୍ରାସ ଘଟିଛି।

ଆଜି ବିର୍ସା ମୁଣ୍ଡାଙ୍କ ୧୫୦ ତମ ଜୟନ୍ତୀ । 

ଭୁବନେଶ୍ୱର(ରାଜ୍ୟକାହାଣୀ)ଜନ ଜାତୀୟ ଗୌରବ ଦିବସ ପାଳନ ପାଇଁ ଜନତା ମଇଦାନରେ ଭବ୍ୟ ଆୟୋଜନ । ଯୋଗ ଦେବେ ମାନ୍ୟବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ସେହିପରି ଭୁବନେଶ୍ୱର ଜନତା ମୈଦାନରେ ମଧ୍ୟ ସ୍ବତନ୍ତ୍ର କାର୍ଯ୍ୟକ୍ରମ ହେଉଛି । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଉପସ୍ଥିତିରେ ପାଳନ ହେବ

ଶିମିଳିପାଳକୁ ଆସିଲା ଦ୍ବିତୀୟ ବାଘୁଣୀ ‘ଗଙ୍ଗା’

ଭୁବନେଶ୍ୱର(ରାଜ୍ୟକାହାଣୀ) ଶିମିଳିପାଳକୁ ଆସିଲା ଦ୍ଵିତୀୟ ବାଘୁଣୀ। ପ୍ରଥମ ବାଘୁଣୀ ଯମୁନାକୁ ଶିମିଳିପାଳ ଅଭୟାରଣ୍ୟରେ ମୁକ୍ତ ଭାବେ ଛଡାଯିବା ପରେ ଆଜି ମହାରାଷ୍ଟ୍ର ତାଡ଼ବା ଅନ୍ଧାରୀ ଟାଇଗର ରିଜର୍ଭ ରୁ ଆସି ମୟୂରଭଞ୍ଜ ପହଞ୍ଚି ସାରିଛି ଆଉ ଏକ ବାଘୁଣୀ। ମହାରାଷ୍ଟ୍ରର ତଡ଼ବା ଜଙ୍ଗଲକୁ

ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା: ଭୋରୁ ଉଠି ଡଙ୍ଗା ଭସାଉଛନ୍ତି ଶ୍ରଦ୍ଧାଳୁ

ଭୁବନେଶ୍ୱର(ରାଜ୍ୟକାହାଣୀ) ଆଜି ହେଉଛି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା । ଏଥିପାଇଁ ଚଳଚଂଚଳ ସାରା ଓଡ଼ିଶା । ଭୋରରୁ ହଜାର ହଜାର ଶ୍ରଦ୍ଧାଳୁ ଡଙ୍ଗା ଭସାଉଥିବା ଦେଖିବାକୁ ମିଳିଛି । ପୁରୀ ବେଳାଭୂମି, ଭୁବନେଶ୍ୱର ବିନ୍ଦୁସାଗରରେ ଶ୍ରଦ୍ଧାଳୁମାନେ ଭୋର ୪ ଟାରୁ ଉଠି ଡଙ୍ଗା ଭସାଇଛନ୍ତି

ତିନି ବର୍ଷ ପାଇଁ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା

ତିନି ବର୍ଷ ପାଇଁ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା। ୨୦୨୦, ୨୦୨୧ ଏବଂ ୨୦୨୨ ପାଇଁ ପୁରସ୍କାର ଘୋଷଣା କରାଯାଇଛି। ୨୦୨୦ ପାଇଁ ରଘୁ ସର୍ଦ୍ଦାର, ୨୦୨୧ ପାଇଁ ପ୍ରତୀକ୍ଷା ଓ ଡାଲ୍‌ଚିନି ଏବଂ ୨୦୨୨ ପାଇଁ ଦମନ ଶ୍ରେଷ୍ଠ ଫିଲ୍ମ ବିବେଚିତ ହୋଇଛି।ସେହିଭଳି ୨୦୨୧ ପାଇଁ ଶଙ୍କର ପ୍ରଧାନଙ୍କୁ

କେନ୍ଦୁଝର ଜିଲ୍ଲା ଯୋଡ଼ା ପୌରାଞ୍ଚଳରେ ରାତି ଗୋଟାଏରେ ଘରେ ପଶିଲା ପାଣି

ଭୁବନେଶ୍ୱର(ରାଜ୍ୟକାହାଣୀ) କେନ୍ଦୁଝର ଜିଲ୍ଲା ଯୋଡ଼ା ପୌରାଞ୍ଚଳରେ ଆସିଥିଲା ଅଦିନିଆ ବନ୍ୟା! ଆଉ ଚାହୁଁ ଚାହୁଁ ସମସ୍ତଙ୍କ ଘରେ ପଶି ଯାଇଥିଲା ପାଣି। ଆଉ ଶୋଇଥିବା ବେଳେ ଭିଜିଯାଇଥିଲା ବିଛଣା ସମେତ ଖାଦ୍ୟ ସାମଗ୍ରୀ। ଘରକୁ ଘର ପାନୀୟ ଜଳ ଯୋଗାଇବା ପାଇଁ ଗ୍ରାମୀଣ ଜଳ ଯୋଗାଣ ବିଛା

ଆସନ୍ତା ଫେବ୍ରୁଆରୀ ୨୧ ରୁ ମାଟ୍ରିକ ପରୀକ୍ଷା ।

ଭୁବନେଶ୍ୱର(ରାଜ୍ୟକାହାଣୀ) ଆସନ୍ତା ଫେବ୍ରୁଆରୀ ୨୧ ରୁ ମାଟ୍ରିକ ପରୀକ୍ଷା । ମାଟ୍ରିକ ପରୀକ୍ଷା ନେଇ ଆଜି ତାରିଖ ଘୋଷଣା କରିଛି ବୋର୍ଡ । ଆସନ୍ତା ବର୍ଷ ଅର୍ଥାତ୍ ୨୦୨୫ ଫେବ୍ରୁଆରୀ ୨୧ ତାରିଖରୁ ରାଜ୍ୟରେ ମାଟ୍ରିକ ପରୀକ୍ଷା ଆରମ୍ଭ ହେବ ।୨୧ ତାରିଖରେ ପ୍ରଥମ ଭାଷା ଓଡ଼ିଆ ପରୀକ୍ଷା ହେବ। ୨୪

ମହେନ୍ଦ୍ର ସିଂ ଧୋନୀଙ୍କୁ ଝାଡ଼ଖଣ୍ଡ ହାଇକୋର୍ଟଙ୍କ ନୋଟିସ୍ । 

ଭାରତୀୟ କ୍ରିକେଟର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନିଙ୍କ ବଢ଼ିଲା ଅଡୁଆ। ଝାଡ଼ଖଣ୍ଡ ହାଇକୋର୍ଟ ତାଙ୍କୁ ନୋଟିସ୍‌ ଜାରି କରିଛନ୍ତି। ଅଦାଲତରେ ହାଜର ହେବାକୁ ତାଙ୍କୁ କୋର୍ଟ ନିର୍ଦ୍ଦେଶ ଜରି କରିଛନ୍ତି।ଯାହାକୁ ନେଇ ଜାତୀୟ ଗଣମାଧ୍ୟମର ହେଡଲାଇନରେ ଏବେ ଧୋନୀ, ଧୋନୀ ଆଉ କେବଳ ଧୋନୀଙ୍କୁ

୧୯ରୁ OSSTET ପାଇଁ ଅନ୍‌ଲାଇନ ଆବେଦନ

ଭୁବନେଶ୍ୱର(ରାଜ୍ୟକାହାଣୀ) OSSTET (Odisha Secondary School Teacher Eligibility Test) -2024 ପାଇଁ ଯୋଗ୍ୟ ପ୍ରାର୍ଥୀମାନେ ଆସନ୍ତା ୧୯ ତାରିଖରୁ ଆବେଦନ କରିପାରିବେ।ଏହି ପରୀକ୍ଷା ପାଇଁ ପ୍ରାର୍ଥୀମାନେ କେବଳ ଅନ୍‌ଲାଇନରେ ଆବେଦନ କରିପାରିବେ। ମାଧ୍ୟମିକ ଶିକ୍ଷା ପରିଷଦ (BSE)ର