ଓଡିଆରେ ଏମବିଏ ପଢିବେ ଛାତ୍ରଛାତ୍ରୀ
ଭୁବନେଶ୍ୱର(ରାଜ୍ୟକାହା) ଇନ୍ଦିରା ଗାନ୍ଧୀ ଜାତୀୟ ମୁକ୍ତ ବିଶ୍ୱବିଦ୍ୟାଳୟ (IGNOU) ଓଡ଼ିଆ MBA ପୁସ୍ତକ ପ୍ରସ୍ତୁତ କରିଥିବାରୁ ଓଡ଼ିଶାର ଛାତ୍ରଛାତ୍ରୀମାନେ ଏବେ ଓଡ଼ିଆ ଭାଷାରେ MBA (ମାଷ୍ଟର ଅଫ୍ ବିଜନେସ୍ ଆଡମିନିଷ୍ଟ୍ରେସନ୍) ଶିକ୍ଷା ପାଇବେ। ପ୍ରଥମ ଥର ପାଇଁ IGNOU ଓଡ଼ିଆ ଭାଷାରେ!-->…