ସୁଭଦ୍ରାରେ ତ୍ରୁଟି ସୁଧାରିଲେ ଆସିବ ଟଙ୍କା

ଭୁବନେଶ୍ୱର(ରାଜ୍ୟକାହାଣୀ) ରାଜ୍ୟ ବିଜେପି ସରକାରଙ୍କ ମହତ୍ୱାକାଂକ୍ଷୀ ଯୋଜନା ‘ସୁଭଦ୍ରା’ର ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା ଆସନ୍ତା ୨୪ତାରିଖରେ ପ୍ରାୟ ୨୦ଲକ୍ଷ ହିତାଧିକାରୀଙ୍କୁ ମିଳିବ । ତ୍ରୁଟି ସୁଧାରିବା ପାଇଁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ପରାମର୍ଶ ରହିଛି ।

ଭିଡ଼ ନିୟନ୍ତ୍ରଣରେ ଫେଲ୍ ମାରିଲା ପ୍ରଶାସନ

ପୁରୀ(ରାଜ୍ୟକାହାଣୀ) ପ୍ରବଳ ଭିଡ଼, ଠେଲାପେଲା, ଆହତ, ଅସନ୍ତୋଷ।…..ପଞ୍ଚୁକର ପ୍ରଥମ ଦିନରେ ଶ୍ରୀମନ୍ଦିରରେ ଘଟିଥିଲା ଏଭଳି ଅଘଟଣ। ହରି ଉତ୍ଛାପନ ଏକାଦଶୀରେ କାଳିଆ ଦର୍ଶନ ପାଇଁ ଭକ୍ତଙ୍କ ସୁଅ ଛୁଟିଥିଲା। ଜନସମୁଦ୍ର ପାଲଟିଥିଲା ବଡ଼ଦାଣ୍ଡ। କିନ୍ତୁ ଭିଡ଼ ନିୟନ୍ତ୍ରଣରେ ଏକପ୍ରକାର ଫେଲ୍

‘ସୁଭଦ୍ରା’ ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଅର୍ଥ ପ୍ରଦାନ ସମ୍ପର୍କିତ ସମୀକ୍ଷା ବୈଠକ

ଭୁବନେଶ୍ୱର(ରାଜ୍ୟକାହାଣୀ)ରାଜ୍ୟ ବିଜେପି ସରକାରଙ୍କ ମହତ୍ୱାକାଂକ୍ଷୀ ଯୋଜନା ‘ସୁଭଦ୍ରା’ର ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା ଆସନ୍ତା ୨୪ତାରିଖରେ ପ୍ରାୟ ୨୦ଲକ୍ଷ ହିତାଧିକାରୀଙ୍କୁ ମିଳିବ । ଏହି ପରିପ୍ରେକ୍ଷୀରେ ହିତାଧିକାରୀଙ୍କ ଆକାଉଣ୍ଟକୁ କିପରି ଅର୍ଥ ଯିବ, ସେଥିପାଇଁ ପ୍ରସ୍ତୁତି

କାର୍ତ୍ତିକ ପୂର୍ଣ୍ଣିମା ଆସିଲେ ଡଙ୍ଗା କଥା ମନେପଡେ । 

ଭୁବନେଶ୍ୱର(ରାଜ୍ୟକାହାଣୀ) କାର୍ତ୍ତିକ ପୂର୍ଣ୍ଣିମା ଆସିଲେ ଡଙ୍ଗା କଥା ମନେପଡେ । ପୂର୍ଣ୍ଣିମା ବଡ଼ି ଭୋରରୁ ଡଙ୍ଗା ଭସାଇଥାନ୍ତି ଆବାଳ ବୃଦ୍ଧ ବନିତା । ଓଡ଼ିଆ ଜାତିର ସଂସ୍କୃତି, ପରମ୍ପରା ପ୍ରତୀକ ଏହି ଡଙ୍ଗାଭସା ପୂର୍ଣ୍ଣିମା। କିଏ କିଏ କଦଳୀ ପାଟୁଙ୍ଗାରେ ଡଙ୍ଗା ଭସାଇଥାନ୍ତି ତ

ବୁଦା ମୂଳରୁ ଉଦ୍ଧାର ହେଲା ୧୫ ଫୁଟର ଅଜଗର

କଟକ ଜିଲ୍ଲା କିଶନନଗର ଥାନା ବାରଦା ପଞ୍ଚାୟତ ମହାନଦୀ କୂଳ ନାନକାର ଗଡାରେ ଥିବା ଏକ ବୁଦା ମୂଳରେ ୧୫ ଫୁଟର ଅଜଗର ସାପ ବୁଲା ବୁଲି କରୁଥିବା ସ୍ଥାନୀୟ ଲୋକେ ଦେଖି ପାଇଥିଲେ। ପରେ ବନ ବିଭାଗକୁ ଖବର ଦେଇଥିଲେ। ବନ ବିଭାଗ ଖବର ପାଇ ସାପକୁ ଉଦ୍ଧାର କରିଥିଲେ । ଏକ ପଞ୍ଜୁରୀ ସାହାଯ୍ୟରେ ଚୌଦ୍ଵାର

ଲୋକପ୍ରିୟ ଭୋଜପୁରୀ ଅଭିନେତ୍ରୀଙ୍କୁ ହତ୍ୟା ଧମକ।

ଲୋକପ୍ରିୟ ଭୋଜପୁରୀ ଅଭିନେତ୍ରୀଙ୍କୁ ହତ୍ୟା ଧମକ। ଫୋନ୍ କଲ କରି ୫୦ ଲକ୍ଷ ଟଙ୍କା ମାଗିଛନ୍ତି ଦୁର୍ବୃତ୍ତ । ୨ ଦିନ ମଧ୍ୟରେ ଟଙ୍କା ନଦେଲେ ଜୀବନରୁ ମାରି ଦେବାକୁ ଧମକ ଦେଇଛନ୍ତି ଦୁର୍ବୃତ୍ତ । ଅଭିନେତ୍ରୀଙ୍କ ଅଭିଯୋଗ ପରେ ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି। ତାଙ୍କ

ଆଜି  ଝାଡ଼ଖଣ୍ଡରେ ୪୩ ସିଟ୍‌ରେ ଚାଲିଛି ଭୋଟିଂ

ଝାଡ଼ଖଣ୍ଡ‌ରେ ଆଜି ପ୍ରଥମ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ଲାଗି ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ସକାଳ ୭ଟାରୁ ଆରମ୍ଭ ହୋଇ ଏହା ସନ୍ଧ୍ୟା ୫ଟା ଯାଏ ଚାଲିବ।। ପ୍ରଥମ ପର୍ଯ୍ୟାୟରେ ୧୫ ଜିଲ୍ଲାର ୪୩ ବିଧାନସଭା ଆସନରେ ଭୋଟ୍‌ ଗ୍ରହଣ ହେଉଛି। ଭୋଟରମାନେ ୬୮୩ ପ୍ରାର୍ଥୀଙ୍କର ଭାଗ୍ୟ

 ଜି-୨୦ ଶିଖର ସମ୍ମିଳନୀରେ ଯୋଗ ଦେବେ ମୋଦି 

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଚଳିତ ସପ୍ତାହରେ ତିନି ଦେଶ ଯାତ୍ରାରେ ବିଦେଶ ଗସ୍ତ କରିବେ। ଏହି ସମୟରେ ପ୍ରଧାନମନ୍ତ୍ରୀ ବ୍ରାଜିଲରେ ଆୟୋଜିତ ହେବାକୁ ଥିବା ଜି-୨୦ ଶିଖର ସମ୍ମିଳନୀରେ ଯୋଗ ଦେବେ। ସମ୍ମିଳନୀରେ ବୈଶ୍ଵିକ ପ୍ରସଙ୍ଗରେ ଭାରତର ପକ୍ଷ ଉପସ୍ଥାପନ କରିବେ । ଏହା ପରେ

ବଡସିଂହାର ବେଶରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ୱର

ଭୁବନେଶ୍ୱର(ରାଜ୍ୟକାହାଣୀ) ବଡ଼ଓଷା ପାଇଁ ଧବଳେଶ୍ୱରଙ୍କ ପୀଠ ଆଜି ଲୋକାରଣ୍ୟ । ବଡ଼ଓଷାରେ ବଡସିଂହାର ବେଶରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ୱର । ରାତି ୩ଟା ରୁ ପହଡ଼ ଖୋଲାଯାଇ ବାବାଙ୍କୁ ୧୦୮ ଗରା ସୁବାସୀତ ଜଳରେ ସ୍ନାନ କରାଯାଇ ଆଳତୀ ମଙ୍ଗଳ ଆଳତୀ ଘିଅରେ ଅଭିଶେକ କରାଯାଇଛି।

  ୬ ହଜାର ଟଙ୍କା ଲାଞ୍ଚ ପାଇଁ ଧରାପଡିଲେ ଲାଞ୍ଚୁଆ କିରାଣୀ

ଭୁବନେଶ୍ୱର(ରାଜ୍ୟକାହାଣୀ) ଭିଜିଲାନ୍ସ ଜାଲରେ ଖୋର୍ଦ୍ଧା ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟର କନିଷ୍ଠ ସହାୟକ ପ୍ରଦୀପ୍ତ କୁମାର ସାହୁ । ଜଣେ ଅବସରପ୍ରାପ୍ତ ଶିକ୍ଷୟିତ୍ରୀଙ୍କ ବକେୟା ପ୍ରାପ୍ୟର ବିଲ୍ କରାଇବାକୁ ୬ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ଗତ ରାତି ୯ଟା