ସଂସଦର ମିିଳିତ ଅଧିବେଶନକୁ ସମ୍ବୋଧନ ଜଣାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।
ସଂସଦର ବଜେଟ ଅଧିବେଶନ ଶୁକ୍ରବାର ଆରମ୍ଭ ହୋଇଛି। ଏହି ଅଧିବେଶନ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅଭିଭାଷଣ ସହିତ ଆରମ୍ଭ ହୋଇଛି। ମହାକୁମ୍ଭରେ ମୌନୀ ଅମାବାସ୍ୟାରେ ଘଟିଥିବା ଦୁର୍ଘଟଣା ପାଇଁ ଦୁଃଖ ପ୍ରକାଶ କରିଛନ୍ତି |ଦେଶ ବର୍ତ୍ତମାନ ଦ୍ରୁତ ଗତିରେ ନିଷ୍ପତ୍ତି ନେଉଛି। ୨ କୋଟି ୨୫ ଲକ୍ଷ!-->…