ଓଡ଼ିଶାରେ ଖୁବ୍ ଶିଘ୍ର ପ୍ରତିଷ୍ଠା ହେବ ଜାତୀୟ ରୋଗ ନିୟନ୍ତ୍ରଣ କେନ୍ଦ୍ର
ଭୁବନେଶ୍ୱର(ରାଜ୍ୟକାହାଣୀ):ରାଜ୍ୟରେ ଗୁଣାତ୍ମକ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଅନ୍ୟ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଭାବେ ଭୁବନେଶ୍ୱରରେ ଜାତୀୟ ରୋଗ ନିୟନ୍ତ୍ରଣ କେନ୍ଦ୍ର (ନେସ୍ନାଲ ସେଣ୍ଟର ଫର ଡ଼ିଜିଜ୍ କଣ୍ଟ୍ରାଲ-ଏନ୍.ସି.ଡି.ସି) ପ୍ରତିଷ୍ଠା ପ୍ରକ୍ରିୟାକୁ ତ୍ୱରାନ୍ୱିତ କରାଯାଇଛି । ଏଥି!-->…