ଟାଟୁ କରି ଏଚ୍ଆଇଭି ସଂକ୍ରମଣ ହେଲେ ଗର୍ଭବତୀ ମହିଳା 

ଭୁବନେଶ୍ୱର(ରାଜ୍ୟକାହାଣୀ)ଟାଟୁ କରି ଏଚଆଇଭି ସଂକ୍ରମଣର ଶିକାର ହୋଇଛନ୍ତି ୬୮ ମହିଳା । ଗାଜିଆବାଦରେ ୬୮ ମହିଳା ଏଚଆଇଭି ସଂକ୍ରମିତ ହେବା ଖବର ମିଳିବା ପରେ ସ୍ୱାସ୍ଥ୍ୟ ବିଭାଗରେ ଚାଞ୍ଚଲ୍ୟ ଖେଳିଯାଇଛି । ସଂକ୍ରମିତ ମହିଳାଙ୍କ ମଧ୍ୟରେ ଗର୍ଭବତୀ ଥିବା ଜଣାପଡିଛି । ଏହି ମହିଳାଙ୍କୁ ସଂକ୍ରମଣର

ଆଧାର କାର୍ଡ ସହିତ ପାନକୁ ଲିଙ୍କ୍ କରିବାର ଶେଷ ତାରିଖ: ଅଚଳ ହୋଇଯିବ ପାନ୍ କାର୍ଡ

ଆୟକର ବିଭାଗ କରଦାତାମାନଙ୍କୁ ସେମାନଙ୍କର ସ୍ଥାୟୀ ଆକାଉଣ୍ଟ ନମ୍ବର (ପାନ୍) କୁ ଡିସେମ୍ବର ୩୧, ୨୦୨୪ ପୂର୍ବରୁ ଆଧାର କାର୍ଡ ସହିତ ଲିଙ୍କ୍ କରିବାକୁ ଅନୁରୋଧ କରିଛି। ଏହା କରିବାରେ ବିଫଳ ହେଲେ ପାନ୍ କାର୍ଡ ନିଷ୍କ୍ରିୟ ହୋଇପାରେ, ଯାହା କାରବାର ସମସ୍ୟା ଏବଂ ଅନ୍ୟାନ୍ୟ ଜଟିଳତା ସୃଷ୍ଟି

ଶ୍ରୀମନ୍ଦିର ଭିତରକୁ ପଶିଗଲେ ଅଣହିନ୍ଦୁ ମହିଳା

ଭୁବନେଶ୍ୱର(ରାଜ୍ୟକାହାଣୀ)ପୁଣି ଶ୍ରୀମନ୍ଦିରରେ ପଶିଗଲେ ଅଣହିନ୍ଦୁ ମହିଳା। ଶ୍ରୀମନ୍ଦିର ଗୁମୁଟ ପର୍ଯ୍ୟନ୍ତ ମହିଳା ଜଣକ ପଳାଇଛନ୍ତି। ସେଠାରେ ତାଙ୍କୁ ଧରି ଥିଲେ ଜଗନ୍ନାଥ ଟେମ୍ପୁଲ ପୁଲିସ୍‌। ମହିଳା ଜଣକ ଚାଇନିଜ୍‌ ଭାଷାରେ କଥା ହେଉଥିବା ଜଣାପଡ଼ିଛି। କେମିତି ମହିଳା ଜଣକ ଭିତରକୁ

କୁକୁର ଖୋଜିଲେ ମିଳିବ ୫୦ ହଜାର

ଉତ୍ତର ପ୍ରଦେଶର ଆଗ୍ରାରେ ଏକ କୁକୁର ନିଖୋଜ ହେବା ଖବର ଚର୍ଚ୍ଚାର ବିଷୟ ହୋଇଛି । ଖାସ୍ କଥା ହେଉଛି, ନିଖୋଜ କୁକୁରକୁ ଖୋଜି ଆଣିଲେ ୫୦ ହଜାର ଟଙ୍କା ନଗଦ ପୁରସ୍କାର ରାଶି ଦିଆଯିବ ବୋଲି ଘୋଷଣା କରାଯାଇଛି । ଘଟଣାଟି କିଛି ଏମିତି ଆଗ୍ରା ବୁଲିବାକୁ ଆସିଥିବା ଦମ୍ପତିଙ୍କ ପୋଷା କୁକୁରଟି ୫

ଦୁଇ କୁଣିଆଙ୍କ ଗଳା କାଟି ନିଜ ତଣ୍ଟି କାଟିଲା ଯୁବକ 

ଭୁବନେଶ୍ୱର(ରାଜ୍ୟକାହାଣୀ) କୁଣିଆ ହୋଇ ଆସୁଥିବା ସଂପର୍କୀୟଙ୍କୁ ଛୁରୀ ଭୁସି ହତ୍ୟା କରାଯାଇଛି । ନନ୍ଦପୁର ଟିକରପଡା ଗାଁରେ ମାନସିକ ବିକାରଗ୍ରସ୍ତ ଯୁବକଙ୍କ ଉନ୍ମତ୍ତକାଣ୍ଡ ଘଟିଛି । ଛୁରି ଭୁସି ଯୁବକଙ୍କୁ ହତ୍ୟା କରାଯାଇଛି । ଆକ୍ରମଣରେ ଆଉ ଜଣେ ଆହତ ହୋଇଛନ୍ତି । ଛୁରିରେ

ମାର୍ଚ୍ଚ ୩୧ ସୁଦ୍ଧା ସବୁ ଥାନାରେ CCTV ଲଗାଇବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର(ରାଜ୍ୟକାହାଣୀ) ଭରତପୁର ଥାନାରେ କ୍ୟାପଟେନ ଓ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ମାମଲାରେ ହାଇକୋର୍ଟରେ ଶୁଣାଣି । ଏଥିପାଇଁ ରାଜ୍ୟ ସରକାର ଜାରି କଲେ ସ୍ବତନ୍ତ୍ର ଏସଓପି । ଏ ନେଇ କୋର୍ଟଙ୍କୁ ଆଡଭୋକେଟ୍ ଜେନେରାଲ ଜଣାଇଛନ୍ତି । SOPର ନକଲ ଆମିକସ୍ କ୍ୟୁରୀଙ୍କୁ ଦେବାକୁ

ଓଡ଼ିଶାର ୩ ପୋଲିସ ଇନ୍ସପେକ୍ଟରଙ୍କୁ ଗୃହମନ୍ତ୍ରୀ ଦକ୍ଷତା ପଦକ

ଭୁବନେଶ୍ୱର(ରାଜ୍ୟକାହାଣୀ) କେନ୍ଦ୍ରୀୟ ଗୃହମନ୍ତ୍ରୀ ଦକ୍ଷତା ପୁରସ୍କାର ଘୋଷଣା ହୋଇଛି। ଏହି କ୍ରମରେ ଓଡ଼ିଶାର ୩ ପୁଲିସ ଇନସ୍ପେକ୍ଟରଙ୍କୁ ଏହି ପଦକ ମିଳିବ। ସେମାନେ ହେଲେ ଗଜପତି ଜିଲ୍ଲାରୁ ସବ୍ୟସାଚୀ ମଲ୍ଲ, ଗଞ୍ଜାମ ଜିଲ୍ଲାରୁ ରାଜେନ୍ଦ୍ର ନାରାୟଣ ପଟ୍ଟନାୟକ ଓ ମାଲକାନଗିରି ଜିଲ୍ଲାର

ସୁଭଦ୍ରା ଯୋଜନାରେ ଆସିଲା ଲିଷ୍ଟ , ନିଜ ଫୋନରେ ଦେଖନ୍ତୁ |

ଭୁବନେଶ୍ୱର(ରାଜ୍ୟକାହାଣୀ) ଯେଉଁମାନଙ୍କର ବ୍ୟାଙ୍କ ଆକାଉଣ୍ଟ ଏବଂ ଆଧାର ଲିଙ୍କ ସମ୍ବନ୍ଧୀୟ ସମସ୍ୟା ରହିଛି, ସେମାନଙ୍କର ଏକ ଲିଷ୍ଟ ଜାରି କରିଛନ୍ତି ସରକାର। ଲୋକମାନେ ଘରେ ବସି ନିଜର ମୋବାଇଲରେ ଏହି ଲିଷ୍ଟକୁ ଦେଖିପାରିବେ। ଏହିଭଳି ଭାବରେ ଦେଖନ୍ତୁ | ୧. ଆପଣ ପ୍ରଥମେ ସୁଭଦ୍ରା ଯୋଜନାର

ଗୋଆ, ପଣ୍ଡିଚେରୀ ପରି ଝଲସି ଉଠିବ ଚନ୍ଦ୍ରଭାଗାର ସମୁଦ୍ର ଉପକୂଳ । 

ଭୁବନେଶ୍ୱର(ରାଜ୍ୟକାହାଣୀ)ଗୋଆ, ପଣ୍ଡିଚେରୀ ପରି ଝଲସିବ ଚନ୍ଦ୍ରଭାଗା ବେଳାଭୂମି। ଚନ୍ଦ୍ରଭାଗା ବେଳାଭୂମି ଠାରୁ ଇକୋରିଟ୍ରିଟ୍ ପର୍ଯ୍ୟନ୍ତ ହେବ ଅତି ଆଧୁନିକକରଣ କାର୍ଯ୍ୟ। ଏଥିଲାଗି ସୋମବାର ପର୍ଯ୍ୟଟନ ବିଭାଗର ସଚିବଙ୍କ ନିର୍ଦ୍ଦେଶ କ୍ରମେ ଚନ୍ଦ୍ରଭାଗାରେ ପହଞ୍ଚି ଥିଲେ ପର୍ଯ୍ୟଟନ ବିଭାଗର

ଟ୍ରେନ୍‌ ଆଗକୁ ଡେଇଁବାକୁ ବାଧ୍ୟ କଲା ଟ୍ରେଡିଂ ଆପ୍‌

ଭୁବନେଶ୍ୱର(ରାଜ୍ୟକାହାଣୀ) ଟ୍ରେଡିଂ ଆପରେ ଟଙ୍କା ହାରିଲେ । ଟ୍ରେନ୍ ଟ୍ରାକରେ ଶୋଇ ଜୀବନ ଦେଇଦେଲେ । ଏପରି ଏକ ଅଭାବନୀୟ ଘଟଣା ଘଟିଛି ଝାରସୁଗୁଡ଼ା ଜିଆରପି ଥାନା ଅନ୍ତର୍ଗତ ବାଲିଜୁରୀରେ । ମୃତକ କେନ୍ଦ୍ରାପଡ଼ା ଲଙ୍କାପଡ଼ାର ଅଚ୍ୟୁତାନନ୍ଦ ସାହୁ । ସେ ଝାରସୁଗୁଡ଼ାସ୍ଥିତ ମାଇକ୍ରୋ