ଖୁବ୍‌ଶୀଘ୍ର ୪ଟି ମହିଳା କୋର୍ଟ ସ୍ଥାପନ କରିବେ ରାଜ୍ୟସରକାର 

ଭୁବନେଶ୍ୱର(ରାଜ୍ୟକାହାଣୀ)ଆଜିର ସରକାରରେ କୌଣସି ଅପରାଧୀ କୁ ଘଣ୍ଟ ଘୋଉଡ଼ାଯିବ ନାହିଁ |ମହିଳାଙ୍କ ବିରୋଧରେ ବଢ଼ିଚାଲିଥିବା ଅପରାଧକୁ ନ୍ୟାୟ ଦେବା ଲାଗି ରାଜ୍ୟରେ ଖୁବ୍‌ଶୀଘ୍ର ୪ଟି ମହିଳା କୋର୍ଟ ସ୍ଥାପନ ହେବ ବୋଲି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି। ଅତୀତ ରେ ମହିଳାଙ୍କ

ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍ ସଞ୍ଜୀବ ଖାନ୍ନା । 

ଶପଥ ନେଲେ ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ୍ ସଞ୍ଜୀବ ଖାନ୍ନା । ଜଷ୍ଟିସ୍ ଖାନ୍ନା ୫୧ ତମ ପ୍ରଧାନ ବିଚାରପତି ଭାବେ ଶପଥ ନେଇଛନ୍ତି । ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି ।ଜଷ୍ଟିସ ଖାନ୍ନା ପ୍ରଧାନ ବିଚାରପତି

ଶ୍ରୀମନ୍ଦିରରେ ବଡ଼ଠାକୁରଙ୍କ ହରିହର ବେଶ

ଭୁବନେଶ୍ୱର(ରାଜ୍ୟକାହାଣୀ)ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ହରିହର ବେଶ ।  ଅବକାଶ ନୀତି ପରେ ହରିହର ବେଶରେ ସଜିତ କରାଯିବ ।  ଏହି ବେଶରେ ବଡ଼ଠାକୁର ଅର୍ଦ୍ଧେକ ଧଳା ଓ ଅର୍ଦ୍ଧେକ କଳା ଦିଶିବା ସହ ୩୨ ପ୍ରକାର ସୁବର୍ଣ୍ଣ ଅଳଙ୍କାର ପରିଧାନ କରିଥାନ୍ତି ।  ଦୀପାବଳି ଅମାବାସ୍ୟା ପରଠୁ ଶୁକ୍ଳ

ବଦଳିଲା ଓଡିଶା ନର୍ସଙ୍କ ଡ୍ରେସ୍‌ କୋଡ୍‌

ଭୁବନେଶ୍ୱର(ରାଜ୍ୟକାହାଣୀ) ଓଡ଼ିଶା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ନର୍ସଙ୍କ ଡ୍ରେସ୍‌ କୋଡ୍‌ରେ ପରିବର୍ତ୍ତନ ହୋଇଛି। ଏନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଓଡ଼ିଶା ନର୍ସିଂ କର୍ମଚାରୀ ସଂଘ ସହ ଆଲୋଚନା ପରେ ଏହି ନିଷ୍ପତ୍ତି ନିଆଯାଇଛି। ଡିଏନଏସ୍, ଏନଏସ୍ ଅଧିକାରୀଙ୍କ

ପିପିଲି ଚାନ୍ଦୁଆ ଶିଳ୍ପର ସଂରକ୍ଷଣ ପାଇଁ କେନ୍ଦ୍ର ସରକାରଙ୍କ ଐତିହାସିକ ପଦକ୍ଷେପ ।

ଭୁବନେଶ୍ୱର(ରାଜ୍ୟକାହାଣୀ) ପୁରୀର ଐତିହ୍ୟ ପିପିଲି ଚାନ୍ଦୁଆ ଶିଳ୍ପର ପୁନରୁଦ୍ଧାର ଓ ସଂରକ୍ଷଣ ପାଇଁ କେନ୍ଦ୍ର ସରକାର ଗୋଟିଏ ବଡ଼ ପଦକ୍ଷେପ ନେଇଛନ୍ତି। ପୁରୀ ଲୋକସଭା ସାଂସଦ ସମ୍ବିତ ପାତ୍ରଙ୍କ ଦ୍ୱାରା ଲୋକସଭାରେ ଉଠାଯାଇଥିବା ପ୍ରଶ୍ନର ଉତ୍ତରରେ କେନ୍ଦ୍ରୀୟ ସଂସ୍କୃତି ମନ୍ତ୍ରୀ ଗଜେନ୍ଦ୍ର

ପ୍ରଧାନ ବିଚାରପତି ଭାବେ ଜଷ୍ଟିସ ସଞ୍ଜୀବ ଖାନ୍ନା ଆଜି ଶପଥ ଗ୍ରହଣ କରିବେ।

ବହୁ ଗୁରୁତ୍ୱପୂର୍ଣ୍ଣ ସୁପ୍ରିମକୋର୍ଟ ରାୟ ସହ ଜଡ଼ିତ ଥିବା ସର୍ବବରିଷ୍ଠ ବିଚାରପତି ଜଷ୍ଟିସ୍‌ ସଞ୍ଜୀବ ଖାନ୍ନା ସୋମବାର ଭାରତର ୫୧ତମ ପ୍ରଧାନ ବିଚାରପତି (ସିଜେଆଇ) ଭାବେ ଶପଥ ଗ୍ରହଣ କରିବେ। ସୋମବାର ପୂର୍ବାହ୍ନ ୧୦ଟାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ଭବନରେ ତାଙ୍କୁ ଶପଥ ପାଠ

ଲଭ୍‌-ଜିହାଦକୁ ନେଇ ଡିସିପି ଦେଲେ ବଡ଼ ସୂଚନା

ଭୁବନେଶ୍ୱର(ରାଜ୍ୟକାହାଣୀ) ରାଜଧାନୀରେ ଲଭ ଜିହାଦ୍‌ ଘଟଣାରେ ମୁଖ୍ୟ ଅଭିଯୁକ୍ତ ସମୀର ମନସୁର ଗିରଫ । ମନସୁରର ମୋବାଇଲ୍‌ ଖୋଲିବ ସତ । ଅଭିଯୁକ୍ତକୁ ରିମାଣ୍ଡରେ ନେଇ ଅଧିକ ପଚରାଉଚରା କରିବ ପୋଲିସ । ଓଡ଼ିଶାର ଜଗତସିଂହପୁର ଜିଲା ରାହାମା ଅଞ୍ଚଳର ଜଣେ ଯୁବତୀଙ୍କ ସହ ଅନଲାଇନ୍‌ ଗେମ୍‌ରୁ

କାଉନସିଲରଙ୍କ ଘରୁ ୪ ମାସର ଶିଶୁପୁତ୍ର ଉଦ୍ଧାର, ଲୁଚାଇ ରଖିଥିଲେ ତୁଳସୀ

ଭୁବନେଶ୍ୱର(ରାଜ୍ୟକାହାଣୀ) ବାଲେଶ୍ଵର ଜିଲା ରେମୁଣାର ଜଣେ ବିଜେଡି କାଉନସିଲରଙ୍କ ଘରୁ ୪ ମାସର ଶିଶୁପୁତ୍ର ଉଦ୍ଧାର ହୋଇଛି। କାଉନସିଲରଙ୍କ ତୁଳସୀ ଉକ୍ତ ଶିଶୁପୁତ୍ରକୁ ଘରେ ଲୁଚାଇ ରଖିଥିବା ଅଭିଯୋଗ ହୋଇଥିଲା। CWC ଅଧିକାରୀ ଓ ପୁଲିସ୍‌ ବିଜେଡି କାଉନ୍‌ସିଲରଙ୍କ ଘରେ ଚଢ଼ଉ କରି ଶିଶୁ

ଜୟପୁର ସ୍ଥିତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ୨୫  ଜଣ କାର୍ଯ୍ୟରତ ଡାକ୍ତରଙ୍କୁ ନୋଟିସ ।

ଭୁବନେଶ୍ୱର(ରାଜ୍ୟକାହାଣୀ) କୋରାପୁଟର ଜୟପୁର ସ୍ଥିତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ୨୫ ଜଣ ଡାକ୍ତରଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି କରିଛନ୍ତି ମେଡିକାଲ ଅଧୀକ୍ଷକ। ଆସନ୍ତାକାଲି ସୁଦ୍ଧା ଲିଖିତ ଭାବେ ଏହାର ଜବାବ ଦେବାକୁ ସେମାନଙ୍କୁ କୁହାଯାଇଛି |ନିୟମିତ ଡାକ୍ତରଖାନାକୁ ଆସୁନଥିବା

ଉଚ୍ଚ ଶିକ୍ଷାନୁଷ୍ଠାନ କ୍ୟାମ୍ପସ୍‌ରେ ପ୍ଲାଷ୍ଟିକ୍‌ ମନା

ଭୁବନେଶ୍ୱର(ରାଜ୍ୟକାହାଣୀ)ଉଚ୍ଚ ଶିକ୍ଷାନୁଷ୍ଠାନ କ୍ୟାମ୍ପସ୍‌ରେ ଅଣବିଘଟନ ପ୍ଲାଷ୍ଟିକ୍‌କୁ ବାରଣ କରାଯାଇଛି। ଛାତ୍ରୀଛାତ୍ର କିଭଳି ପ୍ଲାଷ୍ଟିକ୍‌ ବ୍ୟବହାର ନ କରିବେ ସେନେଇ ସଚେତନ କରାଯିବ। କଲେଜ କ୍ୟାଣ୍ଟିନ, ହଷ୍ଟେଲକୁ ଏକକ ବ୍ୟବହାର ପ୍ଲାଷ୍ଟିକ ଆସିବନି।ପ୍ଲାଷ୍ଟିକ ମୁକ୍ତ ଭାରତ ଗଠନ