୩୪୯ ଟଙ୍କା ମୋବାଇଲ ରିଚାର୍ଜ କରୁ କରୁ ଆକାଉଣ୍ଟରୁ ଗାଏବ ହୋଇଗଲା ୪ ଲକ୍ଷ ଟଙ୍କା

ଭୁବନେଶ୍ୱର(ରାଜ୍ୟକାହାଣୀ) ମାତ୍ର ୩୪୯ ଟଙ୍କାର ମୋବାଇଲ ରିଚାର୍ଜ କରୁ କରୁ ଆକଉଣ୍ଟରୁ ଗାଏବ ହୋଇଗଲା ପ୍ରାୟ ୪ ଲକ୍ଷ ଟଙ୍କା। ତେବେ ଏବେ ସାଇବର ଲୁଟେରା ଲୁଟିବା ପାଇଁ ନୂଆ ନୂଆ ପନ୍ଥା ଆପଣାଉଥିବା ବେଳେ ସବୁ ସାଇଟ ଉପରେ ଥୋପ ପକାଇ ବସିଛନ୍ତି ଲୁଟେରା । ଯେଉଁଠି ବି ହାତ ମାଇଲେ,

ଶ୍ରୀମନ୍ଦିରରେ ବଙ୍ଗୀୟ ଭକ୍ତ ଓ ଜେଟିପିଙ୍କ ମଧ୍ୟରେ ମାରପିଟ ।

ଭୁବନେଶ୍ୱର(ରାଜ୍ୟକାହାଣୀ)ଶ୍ରୀମନ୍ଦିରରେ ପୁଲିସ କର୍ମଚାରୀଙ୍କୁ ଜଣେ ବଙ୍ଗୀୟ ପର୍ଯ୍ୟଟକ ଶନିବାର ମାଡ ମାରିଛନ୍ତି । ଜଣେ ଜେଟିପିଙ୍କୁ ପର୍ଯ୍ୟଟକ ମାଡ ମାରି ତାଙ୍କ ମୁଣ୍ଡ ଫଟାଇ ଦେଇଛନ୍ତି । ଘଣ୍ଟିଦ୍ୱାର ନିକଟରେ ପ୍ରବେଶକୁ ନେଇ ବଚସା ପରେ ପିଟିଛନ୍ତି । ପୋଲିସ ଆହତ ଜେଟିପି ଓ ବଙ୍ଗୀୟ

ପିଆଜ ଦରରେ ଲାଗିଛି ନିଆଁ

ଭୁବନେଶ୍ୱର(ରାଜ୍ୟକାହାଣୀ)ପିଆଜ ଦରରେ ଲାଗିଛି ନିଆଁ । ହାତ ମାରିବାକୁ  ଲାଗୁଛି ଡର । ମହାରାଷ୍ଟ୍ର, , ଦିଲ୍ଲୀ , ଲକ୍ଷ୍ମୌରେ ପିଆଜ ଦର ରାତାରାତି ବୃଦ୍ଧି ପାଉଛି ।ଯେଉଁଠି ଦୁଇ ଦିନ ପୂର୍ବରୁ ଏକ କେଜି ପିଆଜ ଦାମ ୪୦ରୁ ୫୦ ଟଙ୍କା ଥିଲା ସେଠିଏବେ ଦର ୮୦ରୁ ୯୦ ଟଙ୍କାରେ ପହଞ୍ଚିଛି  ଦରଦାମ

ଶ୍ମଶାନରୁ ପୂର୍ବତନ ବିଧାୟକଙ୍କ ପତ୍ନୀଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର

ଭୁବନେଶ୍ୱର(ରାଜ୍ୟକାହାଣୀ) ସତ୍ୟନଗର ଶ୍ମଶାନରୁ ପୁଲିସ ଶନିବାର ଜଣେ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଜବତ କରିଛି। ମୃତା ମହିଳା ହେଲେ ବ୍ରହ୍ମଗିରିର ପୂର୍ବତନ ବିଧାୟକ ଅଜୟ ଜେନାଙ୍କ ସ୍ତ୍ରୀ।ମୃତ ମହିଳାଙ୍କ ସମ୍ପର୍କୀୟ ଜାଣିବା ପରେ ପୋଲିସକୁ ନେଇ ଶ୍ମଶାନକୁ ଆସିଥିଲେ । ଶ୍ମଶାନରୁ ଅଧାପୋଡା

ଜଙ୍ଗଲ ଗଲା ଯମୁନା, ଏବେ ଗତିିବିଧି ଉପରେ ନଜର

ଭୁବନେଶ୍ୱର(ରାଜ୍ୟକାହାଣୀ) ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ଏନ୍‌କ୍ଲୋଜରରେ ଥିବା ବାଘୁଣୀ ‘ଯମୁନା’କୁ ଶନିବାର ବନ ବିଭାଗ ପକ୍ଷରୁ ଶିମିଳିପାଳ ଅଭୟାରଣ୍ୟର କୋର ଘଞ୍ଚ ଜଙ୍ଗଲରେ ଛଡ଼ାଯାଇଛି। ଯମୁନା ଉପରେ ବନ ବିଭାଗର ଏକ ସ୍ବତନ୍ତ୍ର ଟିମ୍‌ ନଜର ରଖିବେ ବୋଲି ଶିମିଳିପାଳ

ଆସନ୍ତା ୧୫ ତାରିଖରେ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ

ଆସନ୍ତା ୧୫ ତାରିଖରେ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଜନଜାତି ଗୌରବ ଦିବସକୁ କରିବେ ଉଦଘାଟନ । ଏହି ଅବସରରେ ସ୍ୱାଧିନତା ସଂଗ୍ରାମୀ ବିର୍ସା ମୁଣ୍ଡାଙ୍କ ଜନ୍ମତିଥି ପାଳନ କାର୍ଯ୍ୟକ୍ରମରେ ଯୋଗ ଦେବେ । ଏହି କାର୍ଯ୍ୟକ୍ରମ ୧୫ରୁ ଆରମ୍ଭ ହୋଇ ବର୍ଷବ୍ୟାପୀ ଚାଲିବ । ଏନେଇ

ଗାଁରେ ହାଡ଼ଫୁଟି ଭୟ, ୩୦ରୁ ଅଧିକ ଆକ୍ରାନ୍ତ

ଭୁବନେଶ୍ୱର(ରାଜ୍ୟକାହାଣୀ) ଗଜପତି ଜିଲ୍ଲା ମୋହନା ବ୍ଲକର ଦୁର୍ଗମ ଅଞ୍ଚଳ ଖଜୁରୀପଦା ଗାଁରେ ବ୍ୟାପୁଛି ହାଡ଼ଫୁଟି। ପ୍ରାୟ ୩୦ରୁ ଅଧିକ ଲୋକେ ଆକ୍ରାନ୍ତ ହୋଇଥିବା ବେଳେ ୩ଜଣ ମହିଳାଙ୍କ ଅବସ୍ଥା ଗୁରୁତର ରହିଛି। ଆକ୍ରାନ୍ତଙ୍କ ମଧ୍ୟରେ ୧୦ ଜଣ ଶିଶୁ ଅଛନ୍ତି । ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ

କାଲି ଶ୍ରୀରାଧାଙ୍କ ପାଦ ଦର୍ଶନ

ଭୁବନେଶ୍ୱର(ରାଜ୍ୟକାହାଣୀ) ଆସନ୍ତାକାଲି ପବିତ୍ର ଅଁଳା ନବମୀ । ଓଡ଼ିଆଣୀ ବେଶରେ ଦର୍ଶନ ଦେବେ ମା’ ରାଧାରାଣୀ । ଏଥିପାଇଁ ପୁରୀ ସାକ୍ଷୀଗୋପାଳରେ ପ୍ରସ୍ତୁତି ଶେଷ ହୋଇଛି। କାଲି ରାଜ୍ୟ ଓ ରାଜ୍ୟ ବାହାରୁ ଲକ୍ଷାଧିକ ଲୋକଙ୍କ ସମାଗମ ହେବ । ପାହାନ୍ତିରୁ ସମସ୍ତ ନୀତିକାନ୍ତି ଓ ପାଳିଆ ସେବକଙ୍କ

ନଭେମ୍ବର ୨୪ ତାରିଖରେ ମିଳିବ ‘ସୁଭଦ୍ରା’ର ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା ।

ଭୁବନେଶ୍ୱର(ରାଜ୍ୟକାହାଣୀ) ଲଣ୍ଡନ ଗସ୍ତ ଶେଷ କରି ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବା ପରେ ‘ସୁଭଦ୍ରା’ ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ଆଗାମୀ ୨୪ ତାରିଖରେ ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା ମିଳିବ। କିିଛି

ମନ୍ତ୍ରୀଙ୍କ ଘରକୁ ଆସିଲେ ୨ ନୂଆ ଅତିଥି

ଭୁବନେଶ୍ୱର(ରାଜ୍ୟକାହାଣୀ) ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକଙ୍କ ଘରକୁ ଆସିଛନ୍ତି ୨ ନୂଆ ଅତିଥି। ଆନ୍ଧ୍ର ପ୍ରଦେଶର ଚିତୁରରୁ ପୁଙ୍ଗନୂର୍ ପ୍ରଜାତିର ଗାଈ ଏବଂ ବଳଦ ଆଣିଛନ୍ତି ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ। ପବିତ୍ର ଗୋପାଷ୍ଟମୀ ଅବସରରେ ଗାଈ ବଳଦଙ୍କୁ ଗୃହ ପ୍ରବେଶ