ଅବସର ପରେ ଚନ୍ଦ୍ରଚୂଡଙ୍କୁ କ’ଣ ମିଳିବ ସୁବିଧା

ଭାରତରେ ସୁପ୍ରିମକୋର୍ଟର ମୁଖ୍ୟ ଅର୍ଥାତ୍‌ ପ୍ରଧାନ ବିଚାରପତି (ସିଜେଆଇ) ହେଉଛି ଭାରତୀୟ ନ୍ୟାୟପାଳିକାର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଦ। ଏହା କେବଳ ଏକ ସମ୍ମାନଜନକ ପଦବୀ ନୁହେଁ, ବରଂ ଏହା ସହିତ ବିଶେଷ ଅଧିକାର ମଧ୍ୟ ବହନ କରେ,ଯାହା ପ୍ରଧାନ ବିଚାରପତିଙ୍କ ଅବସର ପରେ ମଧ୍ୟ ଜାରି

ଆମେରିକାରେ ମୁଁ ମୋର ଭବିଷ୍ୟତ ଦେଖୁନାହିଁ:  ଏଲନ ମସ୍କଙ୍କ ଝିଅ

ଟ୍ରମ୍ପ୍ ରାଷ୍ଟ୍ରପତି ନିର୍ବାଚନ ଜିତିବା ପରେ ଏଲନ ମସ୍କ ଖୁସି ମଧ୍ୟ ବ୍ୟକ୍ତ କରିଥିଲେ । କିନ୍ତୁ ଏବେ ମସ୍କଙ୍କ ଟ୍ରାନ୍ସ ଝିଅ ଭିଭିୟାନ ଜେନା ୱିଲସନ ଟ୍ରମ୍ପଙ୍କ ବିଜୟକୁ ନେଇ ଖୁସି ନାହାନ୍ତି । ସେ ଘୋଷଣା କରି କହିଛନ୍ତି ଯେ ବର୍ତ୍ତମାନ ସେ ଆମେରିକାରେ ରହିବାକୁ ଚାହୁଁନାହାନ୍ତି ।ୟୁଏସ୍

ଶୀତକୁ ଉଡାଇ ନେଲା ବାତ୍ୟା ଦାନା । ସ୍ବାଭାବିକ ଦିନଠାରୁ ଏକମାସ ପଛକୁ ଠେଲିନେଲା ଶୀତ।

ଭୁବନେଶ୍ୱର(ରାଜ୍ୟକାହାଣୀ)ଓଡ଼ିଶାରେ ଏଯାଏଁ ଶୀତ ଅନୁଭୂତ ହେଉନାହିଁ । ଦିନ କେଇଟା ପରେ କାର୍ତ୍ତିକ ମାସ ସରିଯିବ । ହେଲେ ଶୀତର ଦେଖା ମିଳିନାହିଁ । ଦୁଇ ଦିନ ହେଲା ସକାଳୁ ସକାଳୁ ହାଲକା ଶୀତ ଅନୁଭବ ହେଉଛି । ବର୍ତ୍ତମାନ ପଶ୍ଚିମା ଝଡର ବି ପ୍ରଭାବ ନାହିଁ । ବାତ୍ୟା ପରେ ମାତ୍ର ଗୋଟିଏ

ଚଳିତ ବର୍ଷ ୫ ଦିନ ବଦଳରେ ୪ ଦିନ ପାଳନ ହେବ ପଞ୍ଚୁକ ବ୍ରତ। 

ଭୁବନେଶ୍ୱର(ରାଜ୍ୟକାହାଣୀ)ଆସନ୍ତା ୧୨ ତାରିଖଠାରୁ ଆରମ୍ଭ ହେଉଛି ପଞ୍ଚୁକ । ଚଳିତ ବର୍ଷ ୫ ଦିନ ନୁହେଁ ୪ ଦିନ ପାଳନ ହେବ ପଞ୍ଚୁକ ବ୍ରତ । ଚତୁର୍ଦ୍ଦଶୀ କ୍ଷୟ ରହୁଥିବାରୁ ମହାପ୍ରଭୁଙ୍କ ୪ଟି ବେଶର ଦର୍ଶନର ସୁଯୋଗ ମିଳିବ । କାର୍ତ୍ତିକ ପୂର୍ଣ୍ଣିମାରେ ଶ୍ରୀଜିଉ ସୁନାବେଶରେ ଦର୍ଶନ ଦେବେ।

ପଞ୍ଚକ, ବଡଓଷା ସମୟରେ ଟ୍ରାଫିକ କଟକଣା

ଭୁବନେଶ୍ୱର(ରାଜ୍ୟକାହାଣୀ)ଆସନ୍ତ ୧୧ ତାରିଖରୁ ୧୫ ତାରିଖ ପର୍ଯ୍ୟନ୍ତ ଗୁରୁଡିଝାଟିଆ ଥାନା ଅଧୀନସ୍ଥ ଧବଳେଶ୍ୱର ଶୈବ ପୀଠରେ ପଞ୍ଚକ ଓ ବଡଓଷା ପାଳନ କରାଯିବ। ଏହି ସମୟରେ ବିିଭିନ୍ନ ଜିଲାରୁ ବହୁ ସଂଖ୍ୟାରେ ଶ୍ରଦ୍ଧାଳୁ ମନ୍ଦିରରେ ପୂଜାର୍ଚ୍ଚନା କରିବା ନିମନ୍ତେ ଏକତ୍ରିତ ହେବେ।ଏଥି ପାଇଁ

୩୩୫୩ କୋଟି ଟଙ୍କାର ୧୫ ପ୍ରକଳ୍ପକୁ ସିଙ୍ଗଲୱିଣ୍ଡୋ ମଞ୍ଜୁରୀ

ଭୁବନେଶ୍ୱର(ରାଜ୍ୟକାହାଣୀ)ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନଠାରେ ରାଜ୍ୟରେ ବିଦ୍ୟୁତ ବ୍ୟବସ୍ଥା ସମ୍ପର୍କରେ ସମୀକ୍ଷା କରିଛନ୍ତି। ଏହି ସମୀକ୍ଷାରେ ଶକ୍ତି ବିଭାଗ ଉପରେ ନ୍ୟସ୍ତ ଥିବା ଶକ୍ତି ଉତ୍ପାଦନ, ବିଦ୍ୟୁତ ସରବରାହ ଓ ବଣ୍ଟନ ବ୍ୟବସ୍ଥା ଉପରେ ବିଷଦ ଆଲୋଚନା

ଭାରତକୁ ମହାନ ଶକ୍ତି କହିଲେ ପୁଟିନ

ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତର ପ୍ରଶଂସା କରି ଭାରତକୁ ଏକ ମହାନ ଶକ୍ତି ବୋଲି କହିଛନ୍ତି। ଭାରତର ଅର୍ଥବ୍ୟବସ୍ଥା, ସଂସ୍କୃତି ଏବଂ ଭବିଷ୍ୟତରେ ସମ୍ଭାବନାକୁ ଖୁବ ପ୍ରଶଂସା କରିଥିଲେ। ଭାରତର ଆର୍ଥିକ ଅଭିବୃଦ୍ଧି ଏବଂ ଏହାର ବିଶାଳକା ଦୃଷ୍ଟିରେ ରଖି ଏହାକୁ ବୈଶ୍ୱିକ ମହାଶକ୍ତି

୫୫ ଗୋଟି ହସ୍ତଶିଳ୍ପକୁ ରାଜ୍ୟ ସରକାରଙ୍କ ମାନ୍ୟତପ୍ରାପ୍ତ ହସ୍ତଶିଳ୍ପ ତାଲିକାରେ ଅନ୍ତର୍ଭୁକ୍ତ କରାଯାଇଛି।

ଭୁବନେଶ୍ୱର(ରାଜ୍ୟକାହାଣୀ) ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ପକ୍ଷରୁ ୫୫ ଗୋଟି ହସ୍ତଶିଳ୍ପକୁ ବିଭାଗୀୟ ଅନୁମୋଦନ ମିଳିଛି। ସମବାୟ, ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ଶ୍ରୀଯୁକ୍ତ ପ୍ରଦିପ ବଳ ସାମନ୍ତ ଏହାକୁ ଅନୁମୋଦନ କରିଛନ୍ତି। ବିଭାଗୀୟ ପ୍ରମୁଖ ଶାସନ ସଚିବ ଡ.

ବାଲିଯାତ୍ରା ସମୟରେ ଫୁଟପାତ୍‌ରେ ବସି ପାରିବେ ନାହିଁ ଉଠାଦୋକାନୀ । 

ଭୁବନେଶ୍ୱର(ରାଜ୍ୟକାହାଣୀ)କଟକ ବାଲିଯାତ୍ରାରେ ଫୁଟ୍‌ପାଥରେ ବସି ପାରିବେ ନାହିଁ ଉଠା ଦୋକାନୀ। ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ଶୁକ୍ରବାର କଟକ ଜିଲାପାଳ ଏକ ନିଷେଧାଦେଶ ଜାରି କରିଛନ୍ତି। ଏପରିକି ଫୁଟ୍‌ପାଥରେ ବ୍ୟବସାୟ ନିଷେଧ ପାଇଁ ୧୬୩ ଧାରା ଜାରି କରାଯାଇଛି।ଜୋବ୍ରାଠାରୁ ଚହଟା, ଉପର

ମହିଳାଙ୍କର ଏହି ଦୁଇଟି କାମ ପୁରୁଷମାନେ କରିବା ଉଚିତ୍ ନୁହେଁ

ଉତ୍ତରପ୍ରଦେଶରେ ମହିଳାଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ୟୁପି ମହିଳା ଆୟୋଗ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶାବଳୀ ପ୍ରସ୍ତାବ ଦେଇଛନ୍ତି। ଯେଉଁଥିରେ ପୁରୁଷ ଟେଲରମାନେ ମହିଳାମାନଙ୍କ ଡ୍ରେସ୍‌ ମାପ ନେଇପାରିବେ ନାହିଁ। ବୁଟିକ ସେଣ୍ଟରରେ ମହିଳାଙ୍କ ଡ୍ରେସ୍‌ର ମାପ ପୁରୁଷଙ୍କ ପରିବର୍ତ୍ତେ