ଏଣିକି ହାଇସ୍କୁଲ ଶିକ୍ଷକ ଓ କର୍ମଚାରୀଙ୍କୁ ଘର ପାଇଁ ମିଳିବ ଟଙ୍କା

ହାଇସ୍କୁଲ ଶିକ୍ଷକ ଓ କର୍ମଚାରୀଙ୍କୁ ଜମି କିଣିବା ଓ ଘର ନିର୍ମାଣ ପାଇଁ ମିଳିବ ଅଗ୍ରୀମ ଟଙ୍କା । ଘର ଭଡା ଖର୍ଚ୍ଚ(ଏଚଆରଏ)ରେ ପାଉଥିବା ଟଙ୍କା ସହିତ ଏଣିକି ନୂଆ ଜମି ଓ ଘର କିଣିବା ପାଇଁ ମଧ୍ୟ ହାଇସ୍କୁଲ ଶିକ୍ଷକ ଓ ଅନ୍ୟ କର୍ମଚାରୀଙ୍କୁ ଅଗ୍ରୀମ ଟଙ୍କା ମିଳିବ । ଏନେଇ ମାଧ୍ୟମିକ

କଟକ ଗଣଦୁଷ୍କର୍ମ ଘଟଣାରେ ଦୋଷୀଙ୍କ ବିରୋଧରେ ହେବ କଠୋର କାର୍ଯ୍ୟାନୁଷ୍ଠାନ ।  

ଭୁବନେଶ୍ୱର(ରାଜ୍ୟକାହାଣୀ) କଟକ ଗଣଦୁଷ୍କର୍ମ ଘଟଣାରେ ଦୋଷୀଙ୍କ ବିରୋଧରେ ହେବ କଠୋର କାର୍ଯ୍ୟାନୁଷ୍ଠାନ । ଦୋଷୀଙ୍କୁ ଦଣ୍ଡିତ କରିବାକୁ ସମସ୍ତ ପଦକ୍ଷେପ ଗ୍ରହଣ କରାଯିବ ବୋଲି କହିଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ଏହି ମାମଲାକୁ ରାଜ୍ୟ ସରକାର ଗୁରୁତର ସହ

ଲାଞ୍ଚ ନେବା ବେଳେ ଡାକ୍ତରଙ୍କୁ ଧରିଲା ଭିଜିଲାନ୍ସ

ଭୁବନେଶ୍ୱର(ରାଜ୍ୟକାହାଣୀ) କୋରାପୁଟରେ ଲାଞ୍ଚ ନେଇ ଧରା ପଡ଼ିଲେ ଡାକ୍ତର । ବକେୟା ଦରମା କରାଇ ଦେବାକୁ ୪୦ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଛନ୍ତି । ଡାକ୍ତରଙ୍କ ସହ ଫାର୍ମାସିଷ୍ଟ ମଧ୍ୟ ଭିଜିଲାନସ ହାବୁଡ଼ରେ ପଡ଼ିଛନ୍ତି । କୋରାପୁଟ ଜିଲ୍ଲା ବୈପାରୀଗୁଡ଼ାର ଗୋଷ୍ଠୀ

କାର୍ତ୍ତିକ ମାସରେ କନ୍ଦାଉଛି ପରିବା ଦର

ଭୁବନେଶ୍ୱର(ରାଜ୍ୟକାହାଣୀ)ଧର୍ମ ମାସ କାର୍ତ୍ତିକ ମାସ ବୋଲି ସମସ୍ତଙ୍କୁ ଜଣାଥିବା ବେଳେ ଏହି କାର୍ତ୍ତିକ ମାସରେ ଆମିଷ ପ୍ରାୟ ଲୋକଙ୍କ ଘରେ ହୋଇନଥାଏ । ସେଥିପାଇଁ ଏଭଳି ସ୍ଥିତିରେ ପରିବା ଦର ଖାଉଟିଙ୍କୁ କନ୍ଦାଉଛି। ହାଟ, ବଜାରକୁ ଗଲେ ୫ଶହ କ’ଣ, ହଜାରେ ଟଙ୍କାରେ ବି ବ୍ୟାଗ ପୂରୁନି । ଏବେ

ଭୁବନେଶ୍ୱରରେ ଲଭ ଜିହାଦ

ଭୁବନେଶ୍ୱର(ରାଜ୍ୟକାହାଣୀ) ରାଜଧାନୀର ଯୁବତୀଙ୍କୁ ଟ୍ରାପ କଲା ଜମ୍ମୁକାଶ୍ମୀରର ଯୁବକ । ଓଡିଆ ଯୁବତୀଙ୍କ ଅନ୍ତରଙ୍ଗ ମୁହୂର୍ତ୍ତର ଭିଡିଓ କଲା ଅଭିଯୁକ୍ତ । ଅଭିଯୁକ୍ତ କାଶ୍ମୀର ଯୁବକ ମହିଳା ଥାନାରେ ଅଟକ ରଖାଯାଇଛି । ଅନଲାଇନ ଗେମରୁ ଆରମ୍ଭ

ଶୁଣିଲାନି ପ୍ରଶାସନ: ଶ୍ରମ ଓ ଅର୍ଥଦାନ କରି ରାସ୍ତା ମରାମତି କଲେ ଗ୍ରାମବାସୀ

 ଭୁବନେଶ୍ୱର(ରାଜ୍ୟକାହାଣୀ)ନିଜ ପାଇଁ ନିଜେ ଅଣ୍ଟା ଭିଡ଼ିଲେ ଗ୍ରାମବାସୀ। ଶହଶହ ମହିଳା ଓ ପୁରୁଷ ଏକତ୍ରିତ ହୋଇ ଶ୍ରମ ଓ ଅର୍ଥଦାନ କରି ରାସ୍ତା ମରାମତି କରିଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ପଞ୍ଚାୟତର

ବଦଳିଲା ‘ଗ୍ରୀଷ୍ମକାଳୀନ ଅବକାଶ ଛୁଟି’ର ନାଁ । 

ସୁପ୍ରିମକୋର୍ଟର ବିଚାରପତିମାନଙ୍କୁ ଦିଆଯାଇଥିବା ଦୀର୍ଘ ଗ୍ରୀଷ୍ମ ଛୁଟି ବିଷୟରେ ସବୁବେଳେ ପ୍ରଶ୍ନ ଉଠେ। ବର୍ତ୍ତମାନ ଏ ଗୁଡିକ ପରିବର୍ତ୍ତନ କରି, ଦୀର୍ଘ ଛୁଟିଗୁଡିକ ଆଂଶିକ ଛୁଟିରେ ପରିଣତ ହୋଇଛି। ସୁପ୍ରିମକୋର୍ଟ ପକ୍ଷରୁ ଏକ ବିଜ୍ଞପ୍ତିରେ କୁହାଯାଇଛି, ଛୁଟି ଦିନ ୯୦ ଦିନରୁ ଅଧିକ ହେବ

ମାର୍ଚ୍ଚ ୨୦୨୬ ସୁଦ୍ଧା ମାଓମୁକ୍ତ ରାଜ୍ୟ ହେବ ଓଡ଼ିଶା । 

ଭୁବନେଶ୍ୱର(ରାଜ୍ୟକାହାଣୀ) ମାଓ ମୁକ୍ତ ହେବ ଓଡ଼ିଶା । ମାର୍ଚ୍ଚ ୨୦୨୬ ସୁଦ୍ଧା ଦେଶକୁ ମାଓ ମୁକ୍ତ କରାଯିବା ନେଇ ଆହ୍ବାନ ଦେଇଛନ୍ତି ଗୃହ ମନ୍ତ୍ରୀ । ଏଥିପାଇଁ ରଣନୀତି ପ୍ରସ୍ତୁତ କରିଛି ଓଡ଼ିଶା ପୋଲିସ । ଓଡ଼ିଶାରେ ଏହି ଲକ୍ଷ୍ୟକୁ ନିର୍ଦ୍ଧାରିତ ସମୟ ଅବଧିରେ ମଧ୍ୟରେ ସମ୍ପୂର୍ଣ୍ଣ କରିବା

ଏଣିକି ତହସିଲ, ସବ୍‌ରେଜିଷ୍ଟ୍ରାର ଅଫିସରେ ରହିବ ରେଜିଷ୍ଟର

ରାଜ୍ୟର ସମସ୍ତ ତହସିଲ ଓ ସବରେଜିଷ୍ଟ୍ରାର ଅଫିସକୁ ଯାଉଥିବା ବ୍ୟକ୍ତିମାନେ ନିଜର ମତାମତ ଓ ପ୍ରତିକ୍ରିୟାକୁ ରେଜିଷ୍ଟରରେ ଦରଜ କରିପାରିବେ। ସେଥିପାଇଁ ଆବଶ୍ୟକ ବ୍ୟବସ୍ଥା କରିବାକୁ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ଶ୍ରୀ ପୂଜାରୀ

ଦିଲ୍ଲୀରେ ଓଡ଼ିଆ ଯୁବତୀଙ୍କୁ ଗଣଦୁଷ୍କର୍ମ ମାମଲାରେ ୩ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର(ରାଜ୍ୟକାହାଣୀ) ଦକ୍ଷିଣ ପୂର୍ବ ଦିଲ୍ଲୀର ଏଟିଏସ୍ ପୋଲିସ ଓଡ଼ିଶାର ପୁରୀ ଜିଲ୍ଲାର ଜଣେ ମାନସିକ ଅସୁସ୍ଥ ଯୁବତୀଙ୍କ ସହ ଗଣଦୁଷ୍କର୍ମ ମାମଲାର ପର୍ଦ୍ଦାଫାଶ କରିଛି। ଏହି ସମ୍ବେଦନଶୀଳ ମାମଲାରେ ପୋଲିସ ତିନି ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଘଟଣାରେ ୨୧ ଦିନ ପରେ