ସବୁ ବ୍ଲକ୍‌ରେ ଆରମ୍ଭ ହେବ ଗ୍ରାମ ନ୍ୟାୟାଳୟ

ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ସବୁ ବ୍ଲକରେ ହେବ ଗ୍ରାମ୍ୟ ନ୍ୟାୟାଳୟ। ଗ୍ରାମ ନ୍ୟାୟାଳୟ ଖୋଲିଲେ ମାମଲା ସଂଖ୍ୟା କମିବ । ଆଇନ ବ୍ୟବସ୍ଥା ଉପରେ ଚାପ କମିବ । ଯାହାଦ୍ୱାରା ସାଧାରଣ ଲୋକ ତ୍ୱରିତ ନ୍ୟାୟ ପାଇପାରିବ । ଗ୍ରାମ ନ୍ୟାୟାଳୟରେ

ଗିରଫ ହେଲେ କୋଟିପତି ଇଡକୋ ବାବୁ

ଭୁବନେଶ୍ୱର(ରାଜ୍ୟକାହାଣୀ) ଗିରଫ ହେଲେ ଇଡ୍‌କୋ ଜୁନିୟର ମ୍ୟାନେଜର। ଭିଜିଲାନ୍ସ ଜାଲରେ ଫସିଥିବା ଇଡ୍‌କୋ ଜୁନିୟର ମ୍ୟାନେଜର ବିଜୟ କୁମାର ଉଦୟସିଂହ ଗୁରୁବାର ଗିରଫ ହୋଇଛନ୍ତି। ଗତକାଲି ବିଜୟଙ୍କ ବିଭିନ୍ନ ଠିକଣାରେ ଚଢ଼ାଉବେଳେ ବିପୁଳ ପରିମାଣର ସମ୍ପତ୍ତି ଠାବ କରିଥିଲା ଭିଜିଲାନ୍ସ।

ନୂଆବର୍ଷରୁ ମିଳିବ ହିତାଧିକାରୀଙ୍କୁ ଚାଉଳ ସହ ଗହମ’

ଭୁବନେଶ୍ୱର(ରାଜ୍ୟକାହାଣୀ) ଜାନୁଆରୀ ପ୍ରଥମ ସପ୍ତାହରୁ ହିତାଧିକାରୀଙ୍କୁ ମିଳିବ ଚାଉଳ ସହ ଗହମ। ଏନେଇ ଆଜି ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର। ମନ୍ତ୍ରୀ କହିଛନ୍ତି, କେଉଁ ଜିଲ୍ଲାରେ କେତେ ଗହମ ଆବଶ୍ୟକ ଜିଲ୍ଲା ଅଧିକାରୀ ତଥ୍ୟ ଦେବେ । ଲୋକଙ୍କ ଚାହିଦା

ପିଡିଓଏସ୍‌ ଚାଉଳ ବଦଳରେ ବିଧବା ମହିଳାଙ୍କ ସହ ଶାରୀରିକ ସମ୍ପର୍କ ରଖିଲେ ଯୋଗାଣ ସହାୟକ

ଭୁବନେଶ୍ୱର(ରାଜ୍ୟକାହାଣୀ) ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ବିଧବା ମହିଳାଙ୍କୁ ଶାରୀରିକ ସମ୍ପର୍କ ରଖିବା ପାଇଁ ବାଧ୍ୟ କରିବାକୁ ଯାଇ ଜଣେ ସରକାରୀ କର୍ମଚାରୀ ପୂର୍ବରୁ ରଖିଥିବା ଏକ ଅନ୍ତରଙ୍ଗ ମୁର୍ହୂତ୍ତର ଭିଡିଓ ଭାଇରାଲ କରିବା ଘଟଣା ସାଧାରଣରେ

ଆସନ୍ତା ୧୪ ଓ ୧୫ରେ ଢେଙ୍କାନାଳରେ ହେବ  ହାତୀ ଗଣନା

ଭୁବନେଶ୍ୱର(ରାଜ୍ୟକାହାଣୀ) ବନ ବିଭାଗ ନିଷ୍ପତ୍ତି କ୍ରମେ ଆସନ୍ତା ୧୪ ଓ ୧୫ ଦୁଇଦିନ ଧରି ଢେଙ୍କାନାଳ ଜିଲ୍ଲାରରେ ହେବ ହାତୀ ଗଣନା । ଏଥିପାଇଁ ବନ ବିଭାଗ ପକ୍ଷରୁ ପ୍ରସ୍ତୁତି ଅନ୍ତିମ ପର୍ଯ୍ୟାୟରେ । ହାତୀ ସଂଖ୍ୟାରେ ଶିମିଳିପାଳ ଏକ ନମ୍ବର

ଚାରିଧାମକୁ ଗଡିବ ସ୍ୱତନ୍ତ୍ର ବସ୍‌

ଭୁବନେଶ୍ୱର(ରାଜ୍ୟକାହାଣୀ) ଓଡିଶାରୁ ଚାରିଧାମକୁ ଗଡିବ ତୀର୍ଥଯାତ୍ରୀ ବସ । ରିହାତି ଦରରେ ତୀର୍ଥକ୍ଷେତ୍ରରେ ବୁଲିବେ ଶ୍ରଦ୍ଧାଳୁ । ଏନେଇ ସୂଚନା ଦେଇଛନ୍ତି ପରିବହନ ମନ୍ତ୍ରୀ ବିଭୁତି ଜେନା । ମନ୍ତ୍ରୀ କହିଛନ୍ତି, ଏଥିପାଇଁ ରାଜ୍ୟ ସରକାର ନିଷ୍ପତ୍ତି

ଶିମିଳିପାଳକୁ ଆସିବ ଆଉ ଏକ ମହାବଳ ବାଘୁଣୀ

ଭୁବନେଶ୍ୱର(ରାଜ୍ୟକାହାଣୀ) ମହାରାଷ୍ଟ୍ରରୁ ଶିମିଳିପାଳ ଆସିବ ଦ୍ବିତୀୟ ବାଘୁଣୀ । ତାଡୋବା ଅନ୍ଧାରୀ ବ୍ୟାଘ୍ର ପ୍ରକଳ୍ପରୁ ଶିମିଳିପାଳକୁ ଅଣାଯିବ ବାଘୁଣୀ । ବାଘ ବଂଶ ବୃଦ୍ଧି ପାଇଁ ବନବିଭାଗ ପକ୍ଷରୁ କରାଯାଇଥିବା ଯୋଜନା ମୁତାବକ ମହାରାଷ୍ଟ୍ରରୁ ବାଘୁଣୀକୁ ଆଣିବା ପାଇଁ ଶିମିଳିପାଳ ବ୍ୟାଘ୍ର

ମିଥୁନଙ୍କ ନାଁରେ ଏତଲା; କଣ ରହିଛି ମାମଲା 

ଅଭିନେତା ତଥା ଭାଜପା ନେତା ମିଥୁନ ଚକ୍ରବର୍ତ୍ତୀଙ୍କର ଅଡ଼ୁଆ ବଢ଼ିଛି। ଗତ ମାସ ୨୭ ତାରିଖରେ ପଶ୍ଚିମବଙ୍ଗର ଉତ୍ତର ୨୪ ପ୍ରଗଣା ଜିଲାରେ ଭାଜପାର ଏକ ସଦସ୍ୟତା ଗ୍ରହଣ ଅଭିଯାନରେ ଉତ୍ତେଜନାମୂଳକ ଭାଷଣ ଦେଇଥିବା ଅଭିଯୋଗରେ ବୁଧବାର ତାଙ୍କ ବିରୋଧରେ ବିଧାନନଗର ଦକ୍ଷିଣ ଥାନାରେ ଏକ ମାମଲା ରୁଜୁ

ମାଡ ମାରିବା ଘଟଣାରେ ଆଉଜଣେ ସେବାୟତ ନିଲମ୍ବିତ

ଭୁବନେଶ୍ୱର(ରାଜ୍ୟକାହାଣୀ) ବରିଷ୍ଠ ସେବାୟତ ତଥା ସୁପରଭାଇଜର ବକ୍ସି ରାମଚନ୍ଦ୍ର ପ୍ରତିହାରୀଙ୍କୁ ଆକ୍ରମଣ ଘଟଣାରେ ସଂପୃକ୍ତ ଆଉ ଜଣେ ସେବାୟତଙ୍କୁ ନିଲମ୍ବନ କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ। ତାଙ୍କ ନାଁ ଅମ୍ରିତାଂଶୁ ସାମନ୍ତରା।ଶ୍ରୀମନ୍ଦିର ଆନନ୍ଦ ବଜାରରେ ବେଆଇନ୍ ଭାବେ ରାବିଡି

ଏକ ତରଫା ପ୍ରେମ ପାଇଁ ଅଙ୍ଗନବାଡି ଦିଦିଙ୍କୁ ହାଣିଦେଲା ଯୁବକ।

ଭୁବନେଶ୍ୱର(ରାଜ୍ୟକାହାଣୀ)ଏକ ତରଫା ପ୍ରେମ ପାଇଁ ଅଙ୍ଗନବାଡି ଦିଦିଙ୍କୁ ହାଣିଦେଲା ଯୁବକ। ଏପରି ବୀଭତ୍ସ ହତ୍ୟାକାଣ୍ଡ ସୁନ୍ଦରଗଡ ଜିଲ୍ଲା ହେମଗିରି ଥାନା ଅଞ୍ଚଳରେ ଘଟିଛି। ଏନେଇ ଅଭିଯୋଗ ହେବା ପରେ ପୁଲିସ୍‌ ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଛି।ସୂଚନା ଅନୁଯାୟୀ, ଦିବ୍ୟାଭାରତୀଙ୍କୁ