ନିମ୍ନ ମାନର ଖାଦ୍ୟ ପ୍ରତିବାଦରେ ପଦଯାତ୍ରା କରିଥିଲେ ପ୍ରାୟ ୩୦ ରୁ ୪୦ ଜଣ ଛାତ୍ରୀ ।

ଭୁବନେଶ୍ଵର ( ରାଜ୍ୟ କାହାଣୀ) ମଧ୍ୟାହ୍ନ ଭୋଜନରେ ଅନିୟମିତତାକୁ ସହି ପାରିଲେନି ଛାତ୍ରୀ । ପ୍ରତିଦିନ ଖାଦ୍ୟରେ ବାହାରୁଥିଲା ପୋକ । ବାରମ୍ବାର ଅଭିଯୋଗ କରିବା ପରେ କେହି ଶୁଣିଲେନି । ଶେଷରେ ବାଧ୍ୟ ହୋଇ ଥାନାକୁ ବାହାରିଥିଲେ ୩୦ରୁ ୪୦ ଛାତ୍ରୀ ।ମା ପେଣ୍ଡରାଣୀ ଉଚ୍ଚ ବିଦ୍ୟାଳୟ, ବୁର୍ଜାରେ

ମହାକୁମ୍ଭକୁ ଓଡ଼ିଶାରୁ ଯାଉଥିବା OSRTC ର ସ୍ୱତନ୍ତ୍ର ବସ୍‌ ବାତିଲ୍‌

ଭୁବନେଶ୍ଵର ( ରାଜ୍ୟ କାହାଣୀ) ବୁଧବାର ପ୍ରୟାଗରାଜରେ ଦଳାଚକଟା ଘଟି ୩୦ ଜଣ ଲୋକେ ମୃତ୍ୟୁ ବରଣ କରିବା ପରେ ଏହି ନିଷ୍ପତ୍ତି ନିଆଯାଇଛି ଏବଂ ଫେବୃଆରୀ ୪, ୨୦୨୫ ପର୍ଯ୍ୟନ୍ତ ଏହି ସେବା ବାତିଲ ରହିବ। ଟଙ୍କା ଫେରସ୍ତ ପାଇଁ ୯୯୩୭୫୪୭୭୭୩କୁ ଯୋଗାଯୋଗ କରିବା ପାଇଁ ସୂଚନା ଦିଆଯାଇଛି। ଯେଉଁମାନେ

ଏଣିକି ଶ୍ରୀମନ୍ଦିର ଉପରେ ଡ୍ରୋନ ଉଡାଇଲେ ହେବ ଦୃଢ କାର୍ଯ୍ୟାନୁଷ୍ଠାନ। 

ଭୁବନେଶ୍ଵର ( ରାଜ୍ୟ କାହାଣୀ) ଏଣିକି ଶ୍ରୀମନ୍ଦିର ଉପରେ ଡ୍ରୋନ ଉଡାଇଲେ ହେବ ଦୃଢ କାର୍ଯ୍ୟାନୁଷ୍ଠାନ। ଶ୍ରୀମନ୍ଦିରର ୧୦୦ ମିଟର ପରିଧି ଅଞ୍ଚଳ ନିଷିଦ୍ଧାଞ୍ଚଳଭାବେ ଡିଜିସିଏ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି। ଏହି ଅଞ୍ଚଳରେ ଡ୍ରୋନ ଆଦି ଉଡ଼ାଇବା ସମ୍ପୂର୍ଣ୍ଣ ବେଆଇନ। ଯଦି ଏପରି

ଫେବୃଆରୀ ୧୫ ତାରିଖ ଯାଏଁ ବଢ଼ିଲା ରାସନ E-KYC ଅପଡେଟ୍‌

ଭୁବନେଶ୍ଵର ( ରାଜ୍ୟ କାହାଣୀ) ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର e-KYCକୁ ନେଇ ଗୁରୁବାର ଏକ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି e-KYC ଅପ୍‌ଡେଟ୍‌ ପୂର୍ବରୁ ଜାନୁଆରୀ ୩୧ ଶେଷ ତାରିଖ ଥିଲା ଏବେ ଫେବୃଆରୀ ୧୫କୁ ବୃଦ୍ଧି କରାଯାଇଛି। କିଛି ଲୋକେ ଇ-କେୱାଇସି କରି ନଥିବାରୁ ତାରିଖ

ଆଜି ମହାତ୍ମା ଗାନ୍ଧୀଙ୍କ ପୂଣ୍ୟତିଥି

ଜାନୁଆରୀ ୩୦ ଆଜିର ଦିନକୁ ସାରା ଦେଶରେ ସହିଦ ଦିବସ ଭାବେ ପାଳନ କରାଯାଉଛି । ଆଜି ବାପୁଙ୍କ ୭୪ ତମ ପୂଣ୍ୟ ତିଥି ଅବସରରେ ବିଭିନ୍ନ ସ୍ଥାନରେ ସ୍ମୃତିସଭା ଅନୁଷ୍ଠିତ ହେଉଛି । ତେବେ ୧୯୪୮ ମସିହା ଜାନୁଆରୀ ୩୦ ତାରିଖ , ଶୁକ୍ରବାର ସନ୍ଧ୍ୟା ସମୟ ୫:୧୭ ମିନିଟ୍ । ପ୍ରାର୍ଥନା ସଭାରେ “ନାଥୁରାମ

ଜାନୁଆରୀ ୩୦ରୁ ସଂସଦରେ ବଜେଟ୍ ଅଧିବେଶନ । 

କାଲିଠୁ ପାର୍ଲ୍ୟାମେଣ୍ଟ ବଜେଟ ଅଧିବେଶନ । ରାଷ୍ଟ୍ରପତିଙ୍କ ସମ୍ବୋଧନରୁ ଆରମ୍ଭ ହେବ ବଜେଟ ଅଧିବେଶନ । କାଲି ଉଭୟ ଗୃହକୁ ସମ୍ବୋଧିତ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ୨୦୨୫-୨୬ ଆର୍ଥିକ୍ ବର୍ଷ ପାଇଁ ଆସିବ ବ୍ୟୟବରାଦ । ଫେବ୍ରୁଆରୀ ପହିଲାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ

ଭାଲୁ ପଞ୍ଝାରୁ ବାପାଙ୍କ ଜୀବନ ବଞ୍ଚାଇଲା ୧୦ ବର୍ଷର ପୁଅ ।

ଭୁବନେଶ୍ଵର ( ରାଜ୍ୟ କାହାଣୀ) ଭାଲୁ ପଞ୍ଝାରୁ ବାପାଙ୍କ ଜୀବନ ବଞ୍ଚାଇଲା ୧୦ ବର୍ଷର ପୁଅ । ଏମିତି ଏକ ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି ମାଲକାନଗିରି-ଛତିଶଗଡ ସୀମାନ୍ତ ଦନ୍ତେୱାଡ଼ା ଜିଲ୍ଲାରେ । ପୁଅର ସାହସକୁ ଦେଖି ସ୍ଥାନୀୟ ଅଞ୍ଚଳର ଲୋକେ ପ୍ରଶଂସା ନ କରି ରହିପାରି

ଦୀର୍ଘ ୧୩ ବର୍ଷର ବ୍ୟବଧାନ ପରେ ବିରାଟ କୋହଲି ଖେଳିବେ ରଣଜୀ ଟ୍ରଫି ।

ଆଜିଠାରୁ ଆରମ୍ଭ ହେଉଛି ରଣଜୀ ଟ୍ରଫି ୨୦୨୪-୨୫ । ଦିଲ୍ଲୀ ସ୍ଥିତ ଅରୁଣ ଜେଟଲୀ ଷ୍ଟାଡିୟମରେ ଦିଲ୍ଲୀ ଟିମ୍ ଏବଂ ରେଳବାଇ ଟିମ୍ ମଧ୍ୟରେ ମୁକାବିଲା ହେବ ।ଦିଲ୍ଲୀ କ୍ରିକେଟ ଟିମରେ କେହଲିଙ୍କ ଉପସ୍ଥିତିି ଉତ୍ସାହର ମାହୋଲ ସୃଷ୍ଟି କରିଛି । ବିଶେଷ କରି ଯୁବ ଖେଳାଳିମାନେ ତାଙ୍କ ସହ ଖେଳି

ଛତିଶଗଡ଼ ଏନ୍‌କାଉଣ୍ଟର ପରେ ଓଡ଼ିଶାମୁହାଁ ନକ୍ସଲ

ଭୁବନେଶ୍ଵର ( ରାଜ୍ୟ କାହାଣୀ) ଛତିଶଗଡ଼ରେ ମାଓ ନିପାତ ଅଭିଯାନକୁ ଆହୁରି କରାଯାଇଛି ଜୋର୍‌ଦାର୍। ସୁରକ୍ଷାବାହିନୀର ଗୁଳିରେ ଗତ ଦୁଇ ସପ୍ତାହ ମଧ୍ୟରେ ବରିଷ୍ଠ ନେତାଙ୍କ ସମେତ ୫୦ରୁ ଅଧିକ ମାଓବାଦୀ ନିହତ ହୋଇ ସାରିଛନ୍ତି।ଫଳରେ ଲାଲ୍‌ବାହିନୀ ଶିବିର‌ ଛିନ୍‌ଛତ୍ର ହୋଇଯାଇଛି। ଏବେ ପୁଣି

‘ବିକଶିତ ଗାଁ ବିକଶିତ ଓଡ଼ିଶା’ ପାଇଁ ସରକାର ଜାରି କଲେ ମାର୍ଗଦର୍ଶିତା

ଭୁବନେଶ୍ଵର ( ରାଜ୍ୟ କାହାଣୀ) ‘ବିକଶିତ ଗାଁ ବିକଶିତ ଓଡ଼ିଶା’ ପାଇଁ ସରକାର ମାର୍ଗଦର୍ଶିତା ଜାରି କରିଛନ୍ତି । ପଞ୍ଚାୟତିରାଜ ଓ ପାନୀୟ ଜଳ ବିବାଗ ପକ୍ଷରୁ ଜାରି ହେଲା ମାର୍ଗଦର୍ଶିକା । ବ୍ଲକସ୍ତରରେ ବାର୍ଷିକ ଉନ୍ନତିମୂଳକ କାର୍ଯ୍ୟ ପାଇଁ ଯୋଜନା କରାଯିବ ।ଜିଲ୍ଲାପାଳ ଓ ବିଡିଓଙ୍କୁ