ଗଜପତିରେ ଗଡ଼ିଲା ‘ଲକ୍ଷ୍ମୀ’ ବସ୍
ଭୁବନେଶ୍ୱର(ରାଜ୍ୟକାହାଣୀ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଗଜପତି ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନା ଶୁଭାରମ୍ଭ କରିଛନ୍ତି। ଏହି ଯୋଜନା ପ୍ରଥମେ ମାଲକାନଗିରିରେ ଆରମ୍ଭ ହୋଇଥିଲା। ଏଥିରେ ପଞ୍ଚାୟତରୁ ବ୍ଲକକୁ ବସ୍ ଚଳାଚଳର ସୁବିଧା କରାଯାଇଛି। ସାରା ରାଜ୍ୟରେ ୧୦୦୦ରୁ ଅଧିକ ବସ୍!-->…