ଦୁଇ ଦିନ ପାଇଁ ୭ ଜିଲ୍ଲାକୁ ବର୍ଷା ପାଇଁ ସତର୍କ ସୂଚନା

ଭୁବନେଶ୍ୱର(ରାଜ୍ୟକାହାଣୀ) ଆସନ୍ତା ଦୁଇଦିନ ଧରି ରାଜ୍ୟର କେତେକ ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି ।ଗୁରୁବାର ଓ ଶୁକ୍ରବାର ପୁରୀ, ଗଞ୍ଜାମ,ଗଜପତି, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡା ଓ ନୟାଗଡରେ ସ୍ବଳ୍ପରୁ ମଧ୍ୟମ

ପ୍ରତି ପଂଚାୟତରେ ଖୋଲିବ ଗୋଟିଏ ଲେଖାଏଁ ଅତ୍ୟାଧୁନିକ ପ୍ରାଥମିକ ବିଦ୍ୟାଳୟ

ଭୁବନେଶ୍ୱର(ରାଜ୍ୟକାହାଣୀ) ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଲୋକସେବା ଭବନରେ ପ୍ରାଥମିକ ଶିକ୍ଷାର ଉନ୍ନତିକରଣ ପାଇଁ ବିଭିନ୍ନ ବ୍ୟବସ୍ଥା ସମ୍ପର୍କରେ ସମୀକ୍ଷା କରିଛନ୍ତି। ବୈଠକରୁ ଜଣାଯାଇଛି ଯେ, ରାଜ୍ୟରେ ଖୁବ୍ ଶୀଘ୍ର ‘ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ

ହାଲୁକା ଯାନ ଲାଇସେନ୍ସରେ ଭାରୀଯାନ ଚଳାଇବାର ଅନୁମତି

ବ୍ୟବସାୟିକ ଯାନର ଡ୍ରାଇଭରମାନଙ୍କ ପାଇଁ ସୁପ୍ରିମକୋର୍ଟ ଆଶ୍ୱସ୍ତି ଆଣିଛନ୍ତି। ହାଲୁକା ମୋଟରଯାନ (ଏଲ୍‌ଏମ୍‌ଭି) ଡ୍ରାଇଭିଂ ଲାଇସେନ୍ସଧାରୀମାନେ ବିନା ଲୋଡିଂରେ ପରିବହନ ଯାନ ଚଳାଇପାରିବେ ବୋଲି ସର୍ବୋଚ୍ଚ ଅଦାଲତ ବୁଧବାର ଅନୁମତି ପ୍ରଦାନ କରିଛନ୍ତି। ମୁଖ୍ୟ ବିଚାରପତି ଡି.ୱାଇ.

ବିଦ୍ୟାଲକ୍ଷ୍ମୀ ଯୋଜନାରେ ଛାତ୍ରଛାତ୍ରୀଙ୍କୁ ମିଳିବ ୧୦ ଲକ୍ଷ ପର୍ଯ୍ୟନ୍ତ ଋଣ

ଦେଶର ପ୍ରତିଭାବାନ୍ ଛାତ୍ରଛାତ୍ରୀଙ୍କୁ ଅଧାରୁ ପାଠପଢ଼ା ଛାଡ଼ିବାକୁ ପଡ଼ିବ ନାହିଁ । କାରଣ କେନ୍ଦ୍ର ସରକାର ଛାତ୍ରଛାତ୍ରୀଙ୍କୁ ଆର୍ଥିକ ସହାୟତା ନିମନ୍ତେ ‘ପିଏମ୍ ବିଦ୍ୟାଲକ୍ଷ୍ମୀ ଯୋଜନା’ ଆରମ୍ଭ କରିଛନ୍ତି । ବୁଧବାର କେନ୍ଦ୍ର କ୍ୟାବିନେଟ୍ ଏହି ଯୋଜନାକୁ ଅନୁମୋଦନ କରିଛି । ଏହା ମାଧ୍ୟମରେ

ଆନ୍ଧ୍ରର ଜ୍ବାଇଁ ହେଲେ ଆମେରିକା ଉପରାଷ୍ଟ୍ରପତି

ଆମେରିକା ରାଷ୍ଟ୍ରପତି ନିର୍ବାଚନ ଶେଷ ହୋଇଛି। ଫଳାଫଳ ଘୋଷଣା ହେବା ପରେ ବିଜୟୀ ହୋଇଛନ୍ତି ରିପବ୍ଲିକାନ ପାର୍ଟି ପ୍ରାର୍ଥୀ ତଥା ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ। ସେହିପରି ଉପରାଷ୍ଟ୍ରପତି ପ୍ରାର୍ଥୀ ହୋଇଥିବା ଜେ.ଡି. ଭାନ୍ସ ମଧ୍ୟ ବିଜୟୀ ହୋଇଛନ୍ତି। ଗତ ଥରର ନିର୍ବାଚନରେ ଭାରତୀୟ

ସନ୍ଧ୍ୟା ସୁଦ୍ଧା ବିଭିନ୍ନ ଜିଲ୍ଲାକୁ ଅନଲାଇନରେ ପଠାଯିବ ବାତ୍ୟା ‘ଦାନା’ କ୍ଷୟକ୍ଷତି ଟଙ୍କା । 

ଭୁବନେଶ୍ୱର(ରାଜ୍ୟକାହାଣୀ) ସନ୍ଧ୍ୟା ସୁଦ୍ଧା ବିଭିନ୍ନ ଜିଲ୍ଲାକୁ ଅନଲାଇନରେ ପଠାଯିବ ବାତ୍ୟା ‘ଦାନା’ କ୍ଷୟକ୍ଷତି ଟଙ୍କା । ବାତ୍ୟା ଓ ପରବର୍ତ୍ତୀ ବନ୍ୟା କ୍ଷୟକ୍ଷତିରେ ଚୂଡାନ୍ତ ରିପୋର୍ଟ ଅନୁଯାୟୀ ୪୨୩ କୋଟି ୫୫୩ ଲକ୍ଷ ଟଙ୍କା ପ୍ରଦାନ କରାଯିବ । ୭ଦିନ ଭିତରେ ଜିଲ୍ଲାପାଳ ଦେବେ

ଓଡ଼ିଶା ସିଭିଲ ସର୍ଭିସେସ (ପ୍ରିଲିମିନାରୀ) ପରୀକ୍ଷା-୨୦୨୩ ପାଇଁ ଆଜି ତାରିଖ ଘୋଷଣା ହୋଇଛି 

ଭୁବନେଶ୍ୱର(ରାଜ୍ୟକାହାଣୀ) ୨୦୨୩ ଓଏଏସ ପ୍ରିଲିମ ଟେଷ୍ଟ ପାଇଁ ତାରିଖ । ଡିସେମ୍ବର ୧୫ ତାରିଖ ରବିବାର ହେବ ପ୍ରିଲିମ ପରୀକ୍ଷା । ପ୍ରିଲିମ ପରୀକ୍ଷା ତାରିଖ ଘୋଷଣା କଲା ଓପିଏସସି ।ଏହି ପରୀକ୍ଷା ପାଇଁ ସଂପୂର୍ଣ୍ଣ ସୂଚୀ ପରବର୍ତ୍ତୀ ସମୟରେ ପ୍ରକାଶ କରାଯିବ ବୋଲି ଓପିଏସ୍‌ସି ପକ୍ଷରୁ ଜାରି

୨୦୨୭ ସୁଦ୍ଧା ସମାପ୍ତ ହେବ ଭୁବନେଶ୍ୱର ମେଟ୍ରୋ କାର୍ଯ୍ୟ

ଭୁବନେଶ୍ୱର(ରାଜ୍ୟକାହାଣୀ)୨୦୨୭ ଡିସେମ୍ବର ସୁଦ୍ଧା ଭୁବନେଶ୍ୱର ମେଟ୍ରୋ ରେଳ କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ଭୂମିରୁ ୧୩ ମିଟର ଉଚ୍ଚରେ ଏହି ଟ୍ରେନ୍‌ଗୁଡ଼ିକ ଚଳାଚଳ କରିବ। ରାଜଧାନୀର ରାଜମହଲ, ଜୟଦେବ ବିହାର ଏବଂ ବାରଙ୍ଗରେ ଉଚ୍ଚତା ଅଧିକ ରହିବ। ୩ କୋଚ ବିଶିଷ୍ଟ ୧୩ ଟି ମେଟ୍ରୋ ଟ୍ରେନ

ମୋ ବସରେ ରହିବ ସ୍ପିଡ ଲିମିଟ୍

ଭୁବନେଶ୍ୱର(ରାଜ୍ୟକାହାଣୀ)ବିଭିନ୍ନ ସ୍ଥାନରେ ମୋ ବସର ଦୁର୍ଘଟଣା ପରେ ପଦକ୍ଷେପ । ଏଥର ମୋ ବସ୍ ସ୍ପିଡ୍ ରେ ଲାଗିବ ଲଗାମ୍ । ଆଉ ଚଲାଇ ପାରିବେନି ମନ ଇଚ୍ଛା ଗାଡ଼ି। ସବୁ ଗାଡିରେ ସ୍ପିଡ ଗଭର୍ଣ୍ଣର ରହିବ । ଲାଇସେନ୍ସ ଥିବା ଅଭିଜ୍ଞ ଡ୍ରାଇଭରଙ୍କୁ ଗାଡି ଚାଳନା ଅନୁମତି ।

ରଙ୍ଗ ବେରଙ୍ଗର ଶଗଡ ସଜାଇ ବାବା ହରିସହଦେବଙ୍କ ଦର୍ଶନ କରିଛନ୍ତି ଚାଷୀ

ଭୁବନେଶ୍ୱର(ରାଜ୍ୟକାହାଣୀ)ଶଗଡ଼ିଆ ଗୀତ ସାଙ୍ଗକୁ ରଙ୍ଗ ବେରଙ୍ଗର ଶଗଡ଼ ଓ ବଳଦର ସାଜସଜା ଯିଏ ବି ଯାଉଛି ରାଜରାସ୍ତାରେ ଅଟକିଯାଇ ମୋବାଇଲରେ ସୁନ୍ଦର ଚିତ୍ର ଉତୋଳନ କରୁଛି । ପୁରୀ ଭୁବନେଶ୍ୱର ଜାତୀୟ ରାଜପଥ ସାକ୍ଷୀଗୋପାଳ ନିକଟରେ ଦେଖିବାକୁ ମିଳିଛି ଏହି ସୁନ୍ଦର ଦୃଶ୍ୟ । ପୁରୀ ସଦର ଅଂଚଳ