ୱାର୍ଲଡ ଟୁରିଜିମ ମାର୍କେଟ(ଡବ୍ଲଟିଏମ)ରେ ଝଲସିଲା ଓଡ଼ିଶା ପର୍ଯ୍ୟଟନ

ଭୁବନେଶ୍ୱର(ରାଜ୍ୟକାହାଣୀ)ବିଶ୍ୱ ଦରବାରରେ ଓଡ଼ିଶା ପର୍ଯ୍ୟଟନକୁ ଏକ ସ୍ୱତନ୍ତ୍ର ପରିଚୟ ଦେଇ ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ଲଣ୍ଡନ ଏକ୍ସେଲ ସେଣ୍ଟରରେ ଅନୁଷ୍ଠିତ ୱାର୍ଲï ଟୁରିଜିମ ମାର୍କେଟ(ଡବ୍ଲଟିଏମ)- ୨୦୨୪ରେ ଓଡ଼ିଶା ପାଭିଲିୟନକୁ ଉଦ୍‌ଘାଟନ କରିଛନ୍ତି ।

ଶ୍ରୀଶ୍ରୀ କୃଷ୍ଣବଳରାମ ଓ ଶ୍ରୀଶ୍ରୀ ଗୌର ନିତାଇଙ୍କୁ ନେଇ ରଥଯାତ୍ରା କରିବ ଇସ୍କନ

ଭୁବନେଶ୍ୱର(ରାଜ୍ୟକାହାଣୀ) ଗଜପତିଙ୍କ ଚେତାବନୀ ପରେ ଚେତିଲା ଇସ୍କନ । ରଥଯାତ୍ରା କରି ଚଳାଇଥିବା ପ୍ରସ୍ତୁତିର କଲା ପରିବର୍ତ୍ତନ । ଗଜପତିଙ୍କ ଚେତାବନୀ ଓ ଚାରିଆଡୁ ବିରୋଧ ପରେ ନୂଆ ଡ୍ରାମା ଆରମ୍ଭ କରିଛି ଇସ୍କନ । ଏବେ ମହାପ୍ରଭୁଙ୍କ ରଥଯାତ୍ରା ପରିବର୍ତ୍ତେ ଶ୍ରୀଶ୍ରୀ ନିତାଇ ଗୌର ଓ

ଟ୍ରମ୍ପ ହେବେ ରାଷ୍ଟ୍ରପତି! ଶୁଭେଚ୍ଛା ଜଣାଇଲେ ମୋଦି

ଆମେରିକା ନିର୍ବାଚନ ଜିତିଲେ ଡୋନାଲ୍ଡ ଟ୍ରମ୍ପ । ଭାରତୀୟ ବଂଶୋଦ୍ଭବ ତଥା ରାଷ୍ଟ୍ରପତି ପ୍ରାର୍ଥୀ କମଲା ହାରିସଙ୍କୁ ହରେଇ ଟ୍ରମ୍ପ ଆଉ ଥରେ ରାଷ୍ଟ୍ରପତି ହେବା ପକ୍କା ହେଇଛି । ଅନ୍ତର୍ଜାତୀୟ ଗଣମାଧ୍ୟମରେ ଏନେଇ ଖବର ପ୍ରକାଶ ପାଇଛି । ଆମେରିକାର ୪୭ତମ ରାଷ୍ଟ୍ରପତି ହେବାକୁ ଯାଉଥିବା

ହାତୀଙ୍କ ସୁରକ୍ଷା ପାଇଁ ଅଧିକ ଜଙ୍ଗଲ ସୃଷ୍ଟି କରିବେ ସରକାର

ଭୁବନେଶ୍ୱର(ରାଜ୍ୟକାହାଣୀ)ହାତୀଙ୍କ ସୁରକ୍ଷା ପାଇଁ ଅଧିକ ଜଙ୍ଗଲ ସୃଷ୍ଟି କରିବେ ସରକାର । ରାଜ୍ୟରେ ଜଙ୍ଗଲ ତୁଳନାରେ ଅଧିକ ହାତୀ ଅଛନ୍ତି । ତେଣୁ ବନବିଭାଗ ଅଧିକ ଜଙ୍ଗଲ ସୃଷ୍ଟି କରିବ ବୋଲି କହିଛନ୍ତି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମସିଂ ଖୁଣ୍ଟିଆ । ଅଧିକ ଜଙ୍ଗଲ ସୃଷ୍ଟି କରିବା ପାଇଁ

ସଲମାନ ଖାନଙ୍କ ବିରୋଧରେ ସୋମୀ ଅଲ୍ଲୀଙ୍କ ସଂଗୀନ ଅଭିଯୋଗ । 

ଅଭ‌ିନେତ୍ରୀ ସୋମୀ ଅଲି ନିକଟରେ ରେଡିଟ୍‌ରେ ତାଙ୍କ ଫ୍ୟାନ୍‌ମାନଙ୍କ ସହ ଏଏମ୍‌ଏ (ଆସ୍କ ମି ଏନିଥିଙ୍ଗ୍‌) ସେସନ୍‌ରେ କଥା ହେବାବେଳେ ସଲମାନ ଖାନ୍‌ଙ୍କ ସହ ତାଙ୍କର ପୂର୍ବ ସମ୍ପର୍କ ସଂକ୍ରାନ୍ତରେ ମୁହଁ ଖୋଲିଛନ୍ତି। ସେ କାହିଁକି ଫିଲ୍ମ ଇଣ୍ଡଷ୍ଟ୍ରି ଛାଡ଼ିଲେ ବୋଲି ତାଙ୍କୁ ଜଣେ ରେଡିଟ ୟୁଜର

୨୦୩୬ ଅଲିମ୍ପିକ୍ସ ଆୟୋଜନ ପାଇଁ ଦାବି ଉପସ୍ଥାପନ କଲା ଭାରତ । 

ଅଲିମ୍ପିକ୍ସ ୨୦୨୪ ପ୍ୟାରିସରେ ଖେଳାଯାଇଥିଲା । ଏହା ପରେ ୨୦୨୮ର ଅଲିମ୍ପିକ୍ସ ଯୁକ୍ତରାଷ୍ଟ୍ରର ଲସ ଆଞ୍ଜେଲସରେ ଖେଳାଯିବ । ଏହା ପରେ ୨୦୩୨ ଆୟୋଜନ ପାଇଁ ଦେଶ ଏବଂ ସହର ମଧ୍ୟ ଚୟନ କରାସରିଛି। କିନ୍ତୁ ଏପର୍ଯ୍ୟନ୍ତ ସ୍ଥିର ହୋଇନାହିଁ ଯେ ୨୦୩୬ରେ ଅଲିମ୍ପିକ କେଉଁଠାରେ ଅନୁଷ୍ଠିତ ହେବ। ଆସନ୍ତା

କଟକ ବାଲିଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି

ଭୁବନେଶ୍ୱର(ରାଜ୍ୟକାହାଣୀ) ଉତ୍କଳୀୟ ନୌବାଣିଜ୍ୟ ପରମ୍ପରାର ପ୍ରତୀକ ଐତିହାସିକ କଟକ ବାଲିଯାତ୍ରାକୁ ଅନ୍ତର୍ଜାତୀୟ ଐତିହ୍ୟ ମାନ୍ୟତା ଦେବାକୁ ରାଜ୍ୟ ସରକାର ପ୍ରୟାସ କରୁଛନ୍ତି। ସେନେଇ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ କାର୍ଯ୍ୟାରମ୍ଭ କରୁଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି

ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି କନ୍ଧମାଳ ଜିଲ୍ଲାର ପ୍ରକୃତି

ଭୁବନେଶ୍ୱର(ରାଜ୍ୟକାହାଣୀ)ଚଳିତ ବର୍ଷ ଶୀତ ଆସିବାର ବିଳମ୍ବ ହୋଇଛି । ବିଷେଷକରି କନ୍ଧମାଳ ଜିଲାରେ ବିଳମ୍ୱରେ ଆସିଛି ଶୀତ । ଦୀପାବଳୀ ଅମାବାସ୍ୟା ଠାରୁ ଶୀତ ଆସିଛି । ଆଉ ଶୀତ ଆସିବାକ୍ଷଣି ଦେଖାଯାଇଛି ତୁଷାରର ଧଳା ଆସ୍ତରଣ। ବର୍ଷା ଛାଡିବା ଆକାଶ ମେଘ ମୁକ୍ତ ହୋଇ ନୀଳ ଆକାଶରେ ପରିଣତ ହେବା

ଆମେରିକା ରାଷ୍ଟ୍ରପତି ନିର୍ବାଚନ ଫଳାଫଳ; ମ୍ୟାଜିକ୍ ନମ୍ବର ମୁହାଁ ରିପବ୍ଲିକାନ୍ ପାର୍ଟି

ବିଶ୍ବର ସବୁଠୁ ପାୱାରଫୁଲ ଦେଶ ଆମେରିକା ନିର୍ବାଚନ ଶେଷ ହୋଇଛି। ପ୍ରାରମ୍ଭିକ ଫଳାଫଳ ଅନୁସାରେ ହାରିସଙ୍କ ଆଗରେ ରହିଛନ୍ତି ଟ୍ରମ୍ପ । ୨୭୦ ମ୍ୟାଜିକ୍ ନମ୍ବର ନିକଟତର ହେଉଛି ରିପବ୍ଲିକାନ ପାର୍ଟି । ଡୋନାଲ୍ଡ ଟ୍ରମ୍ପ ୧୯୮ ଇଲେକ୍ଟ୍ରୋରାଲ୍ କଲେଜ ସହ ଆଗରେ ରହିଥିବାବେଳେ କମଲା ହାରିସ୍ ମାତ୍ର

ଭିଜିଲାନ୍ସ ଜାଲରେ ଇଡକୋ ଜୁନିୟର ମ୍ୟାନେଜର।

ଭୁବନେଶ୍ୱର(ରାଜ୍ୟକାହାଣୀ) ଭିଜିଲାନ୍ସ ଜାଲରେ ଇଡକୋ ଜୁନିଅର ମ୍ୟାନେଜର। ଇଡକୋ ଜୁନିଅର ମ୍ୟାନେଜର ବିଜୟ କୁମାର ଉଦୟସିଂହ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ ହୋଇଛି । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ଭାବରେ ୬ଟି ସ୍ଥାନରେ ଚଢାଉ ଜାରି ରହିଛି। ଭୁବନେଶ୍ଵର,