ହିତାଧିକାରୀଙ୍କୁ ମିଳିବ ୩ ମାସର ଆଗୁଆ ଚାଉଳ, ଖାଦ୍ୟ ସୁରକ୍ଷା ଯୋଜନାରେ ସାମିଲ ହେବେ ବାଦ୍‌ ପଡିଥିବା ଶ୍ରମିକ

ଭୁବନେଶ୍ୱର(ରାଜ୍ୟକାହାଣୀ) ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନରେ ସାଧାରଣ ବଣ୍ଟନ ବ୍ୟବସ୍ଥାର ସମୀକ୍ଷା କରି ହିତାଧିକାରୀଙ୍କୁ ତିନି ମାସର ଆଗୁଆ ଚାଉଳ ପ୍ରଦାନ କରିବା ପାଇଁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗକୁ ନିର୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

୫୭ ନୂଆ ଏନ୍‌ଏସି ପ୍ରସ୍ତାବ ପାଇଁ  ସମ୍ପୂର୍ଣ୍ଣ ତଥ୍ୟ ଦେବାକୁ ଜିଲାପାଳଙ୍କୁ ଚିଠି

ଭୁବନେଶ୍ୱର(ରାଜ୍ୟକାହାଣୀ) ରାଜ୍ୟରେ ପ୍ରସ୍ତାବିତ ନୂତନ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି) ପାଇଁ ରାଜ୍ୟ ସରକାର ୨୩ ଜିଲାରୁ ସବିଶେଷ ତଥ୍ୟ ଆହ୍ବାନ କରିଛନ୍ତି। ଜନସଂଖ୍ୟାଠାରୁ ଆରମ୍ଭକରି ସମସ୍ତ ତଥ୍ୟ ଦେବାକୁ ନଗର ଉନ୍ନୟନ ବିଭାଗ ପକ୍ଷରୁ ସମ୍ପୃକ୍ତ ଜିଲାର ଜିଲାପାଳଙ୍କୁ ଚିଠି ଲେଖିବା

ଏକ ଘରୋଇ ଟିଭି ଚ୍ୟାନେଲର ଷ୍ଟୁଡିଓରେ ଲାଗିଲା ନିଆଁ

ଭୁବନେଶ୍ୱର(ରାଜ୍ୟକାହାଣୀ)ଖୋର୍ଦ୍ଧା ଜିଲ୍ଲା ସାରୁଅସ୍ଥିତ ଓଡ଼ିଶା ଟେଲିଭିଜନ ନେଟୱର୍କ ଷ୍ଟୁଡିଓରେ ଗତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏ । ସର୍ଟ ସର୍କିଟରୁ ନିଆଁ ଲାଗିଥିବା ଅନୁମାନ କରାଯାଉଛି । ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ସମ୍ପତି ପୋଡି ପାଉଁଶ ହୋଇଯାଇଛି । ଆଜି ଭୋରରୁ

ଜନତାଙ୍କ ଭଲ ପାଇଁ ସମସ୍ତ ପ୍ରକାର ବ୍ୟକ୍ତିଗତ ସମ୍ପତ୍ତି ଦଖଲ କରିପାରିବେ ନାହଁ ସରକାର

ସୁପ୍ରିମକୋର୍ଟ ଏକ ଐତିହାସିକ ରାୟରେ କହିଛନ୍ତି ଯେ ସମ୍ବିଧାନ ଅନୁଯାୟୀ ସରକାରଙ୍କର ବ୍ୟକ୍ତିଗତ ସମ୍ପତ୍ତିର ସମସ୍ତ ସମ୍ବଳକୁ ସାଧାରଣ ହିତ ପାଇଁ ଅଧିକାର କରିବାର ଅଧିକାର ନାହିଁ। ପ୍ରଧାନ ବିଚାରପତି ଡି.ୱାଇ ଚନ୍ଦ୍ରଚୂଡ଼ଙ୍କ ନେତୃତ୍ୱରେ ଗଠିତ ୯ ଜଣ ବିଚାରପତିଙ୍କ ସାମ୍ବିଧାନିକ ଖଣ୍ଡପୀଠ

 ପୁଣି ଲରେନ୍ସ ବିଷ୍ଣୋଇଙ୍କ ନାଁରେ ଆସିଲା ଧମକ

ବଲିଉଡ ଅଭିନେତା ସଲମାନ ଖାନ ପୁଣିଥରେ ଲରେନ୍ସ ବିଷ୍ଣୋଇଙ୍କ ନାମରେ ଏକ ଧମକ ପାଇଛନ୍ତି। ପୋଲିସ ସୂତ୍ରରୁ ପ୍ରକାଶ ଯେ ମୁମ୍ବାଇ ପୋଲିସର ଟ୍ରାଫିକ କଣ୍ଟ୍ରୋଲ ସେଲ ଲରେନ୍ସଙ୍କ ନାମରେ ଏକ ଧମକପୂର୍ଣ୍ଣ ବାର୍ତ୍ତା ପାଇଛି। ତେବେ ଫୋନ କଲର ସତ୍ୟତା କେତେ ରହିଛି, ଏନେଇ ଯାଞ୍ଚ କରୁଛି

ଭୁଲ ତଥ୍ୟ ତଥା ସୂଚନା ଦେଉଛି Wikipedia। 

ଭୁଲ ତଥ୍ୟ ତଥା ସୂଚନା ଦେଉଛି Wikipedia। ଏଭଳି ଏକାଧିକ ଅଭିଯୋଗ ଆସିବା ପରେ ଉଇକିପିଡ଼ିଆ ଉପରେ ବର୍ଷିଛନ୍ତି କେନ୍ଦ୍ର ସରକାର। ଏଥିସହ ତାକୁ ନୋଟିସ ପଠାଇ ଏହି ଅଭିଯୋଗ ଉପରେ ଜବାବ ମାଗିଛନ୍ତି।ପକ୍ଷପାତିତା ଏବଂ ଭୁଲ ତଥ୍ୟ ଦେଉଥିବା ନେଇ ଉଇକିପିଡ଼ିଆ ବିରୋଧରେ ଅନେକ ଅଭିଯୋଗ ହୋଇଛି। ସୂତ୍ର

ଅଦିନିଆ ରଥଯାତ୍ରା ପ୍ରସଙ୍ଗରେ ଗଜପତି ମହାରାଜାଙ୍କୁ ସମର୍ଥନ ଜଣାଇଲେ ଆଇନ ମନ୍ତ୍ରୀ

ଭୁବନେଶ୍ୱର(ରାଜ୍ୟକାହାଣୀ) ମେଘନାଦ ପାଚେରୀକୁ ନେଇ ଆଇନ୍ ମନ୍ତ୍ରୀ ପ୍ରତିକ୍ରିୟା ରଖି କହିଛନ୍ତି, ପାଚେରୀରେ ଥିବା ଫାଟ ଅନେକ ଦିନର। ବିଭିନ୍ନ ସମୟରେ ବିଭିନ୍ନ ପ୍ରକାରର ଏଭିକ୍ସନ ସମୟରେ ଏହି ଫାଟ ହୋଇଛି। ଏ ନେଇ ଏଏସଆଇ କୁ ଚିଠି ଲେଖା ହୋଇଥିଲା । ତେବେ ସେ ଫାଟର ଗୋଟିଏ

ଓଡ଼ିଶାରେ ଯେତିକି ହାତୀ ରହି ପାରିବା କଥା ତାହାଠୁ ୪୦୦ ଅଧିକ ହାତୀ ଅଛନ୍ତି ।

ଭୁବନେଶ୍ୱର(ରାଜ୍ୟକାହାଣୀ) ରାଜ୍ୟରେ ହାତୀ ମୃତ୍ୟୁ ତଦନ୍ତ ପାଇଁ ମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ବନ୍ୟପ୍ରାଣୀ ପିସିସିଏଫ୍ ସୁଶାନ୍ତ ନନ୍ଦ ପ୍ରତିକ୍ରିୟା ରଖିଛନ୍ତି । ଓଡ଼ିଶାରେ ହାତୀଙ୍କ ପାଇଁ ସ୍ଥାନ ଅଭାବ । ଯେତିକି ହାତୀ ରହି ପାରିବା କଥା ତାହାଠୁ ୪୦୦ ଅଧିକ ଅଛନ୍ତି ।ସେ ଆହୁରି

ଜାତୀୟ ଉତ୍ସବ ଭାବେ ଆୟୋଜିତ ହେବ ହରେକୃଷ୍ଣ ମହତାବଙ୍କ ଜୟନ୍ତୀ 

ଭୁବନେଶ୍ୱର(ରାଜ୍ୟକାହାଣୀ)ଜାତୀୟ ଉତ୍ସବ ହେବ ହରେକୃଷ୍ଣ ମହତାବଙ୍କ ଜୟନ୍ତୀ । ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଉତ୍କଳ କେଶରୀ ଡକ୍ଟର ହରେକୃଷ୍ଣ ମହତାବଙ୍କ ୧୨୫ତମ ଜୟନ୍ତୀ ଜାତୀୟ ଉତ୍ସବ ଭାବେ ଆୟୋଜନ କରାଯିବ । ଆୟୋଜନ କରିବାକୁ ଭାରତ ସରକାର ନିଷ୍ପତ୍ତି ନେଇଛନ୍ତି ।ଓଡ଼ିଶାର କିମ୍ବଦନ୍ତୀ

ଯାତ୍ରାରେ ଅପସଂସ୍କୃତି ଓ କୁପରମ୍ପରାକୁ ପ୍ରଶ୍ରୟ ଦିଆଯିବ ନାହିଁ: ଆଇନ ମନ୍ତ୍ରୀ

ଭୁବନେଶ୍ୱର(ରାଜ୍ୟକାହାଣୀ) ଯାତ୍ରା କମିଟି ମହାସଂଘର କର୍ମକର୍ତ୍ତାମାନେ ଆଜି ବିଭିନ୍ନ ଦାବି ନେଇ ଆଇନ ମନ୍ତ୍ରୀଙ୍କୁ ଭେଟିଛନ୍ତି। ଯାତ୍ରାକୁ ପ୍ରୋତ୍ସାହନ ବଦଳରେ ବ୍ୟବସାୟୀକରଣ କରୁଥିବାରୁ ଯାତ୍ରା ଅନୁଷ୍ଠାନକୁ ଯାତ୍ରା ପରିବେଷଣ ପାଇଁ ଏକ ସ୍ବତନ୍ତ୍ର ନିୟମ ପ୍ରସ୍ତୁତ କରିବା ସହ