ସମ୍ମମ୍‌ରେ ପ୍ରଥମ ଜାତୀୟ ମେଡିକାଲ୍ ରେକର୍ଡ୍ସ ଦିବସ ପାଳିତ

ଭୁବନେଶ୍ୱର(ରାଜ୍ୟକାହାଣୀ) : ସମ୍ ଅଲ୍ଟିମେଟ୍ ମେଡିକେୟାରରେ ମଙ୍ଗଳବାର ପ୍ରଥମ ଜାତୀୟ ମେଡିକାଲ୍ ରେକର୍ଡ୍ସ ଦିବସ ପାଳିତ ହୋଇଯାଇଛି । ଚଳିତ ବର୍ଷ ହେଲ୍‌ଥ ରେକର୍ଡ୍ସ ଆସୋସିଏସନ୍ ଅଫ୍ ଇଣ୍ଡିଆ ପକ୍ଷରୁ ମେଡିକାଲ୍ ରେକର୍ଡ୍ସକୁ ଅଧିକ ଗୁରୁତ୍ୱ ଦିଆଯିବା ପରିପ୍ରେକ୍ଷୀରେ ସାରା ଦେଶରେ ଏହି

‘ସଷ୍ଟେନେବଲ ଏଗ୍ରିକଲ୍‌ଚର: ଥିଓରି ଆଣ୍ଡ ପ୍ରାକ୍‌ଟିସେସ’ ଉନ୍ମୋଚିତ

ଭୁବନେଶ୍ୱର(ରାଜ୍ୟକାହାଣୀ):“ସଷ୍ଟେନେବଲ ଏଗ୍ରିକଲ୍‌ଚର: ଥିଓରି ଆଣ୍ଡ ପ୍ରାକ୍ଟିସେସ୍‌” ଶୀର୍ଷକ ତଥା ଶ୍ରୀ ବିଦ୍ୟାଧର ମହାରଣା ଓ ପ୍ରଫେସର ସୁବୋଧ କୁମାର ସାହୁଙ୍କ ଦ୍ୱାରା ଲିଖିତ ଏକ ପୁସ୍ତକ ଗତ ରବିବାର ଦିନ ଏଠାରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଉନ୍ମୋଚିତ ହୋଇଛି ।ପୁସ୍ତକଟିକୁ ରାଜସ୍ୱ

ଅବ୍ୟବହୃତ ଶିଳ୍ପ ଜମିକୁ ପୁନଃବିକାଶ କରିବେ ରାଜ୍ୟ ସରକାର

ଭୁବନେଶ୍ୱର(ରାଜ୍ୟକାହାଣୀ)ଏକ ନିର୍ଦ୍ଧାରିତ ସମୟ ମଧ୍ୟରେ ଜନସାଧାରଣଙ୍କ ଅଭିଯୋଗର ସମାଧାନ କରିବା ଲାଗି ସିଏମଓ ଆଜି ଏକ ଉଚ୍ଚସ୍ତରୀୟ ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ଶିଳ୍ପ ଏବଂ ଭିତ୍ତିଭୂମି ପ୍ରକଳ୍ପର ସ୍ଥିତି ସମୀକ୍ଷା କରିଛନ୍ତି ରାଜ୍ୟ ସରକାର। ଏହି ସମୀକ୍ଷା ବୈଠକରେ ୫-ଟି ସଚିବ ଭି.କେ.

ସୌମ୍ୟଙ୍କୁ ଉପସଭାପତି ପଦରୁ ବହିଷ୍କାର କଲେ ବିଜେଡି ସୁପ୍ରିମୋ

ଭୁବନେଶ୍ୱର(ରାଜ୍ୟକାହାଣୀ):ବିଜେଡି ଉପସଭାପତି ପଦରୁ ବିଦା ହେଲେ ସୌମ୍ୟରଞ୍ଜନ ପଟ୍ଟନାୟକ। ତାଙ୍କୁ ବିଜେଡି ସଭାପତି ନବୀନ ପଟ୍ଟନାୟକ ପଦରୁ ବହିଷ୍କାର କରିଛନ୍ତି । ମହଙ୍ଗା ପଡ଼ିଲା ଦଳ ବିରୋଧୀ ମନ୍ତବ୍ୟ। ସୌମ୍ୟ ତାଙ୍କ ସମ୍ପାଦନାରେ ପରିଚାଳିତ ଖବରକାଗଜ ସମ୍ବାଦରେ ସଂପାଦକୀୟରେ ବିଜେଡି ଓ

ସୋଆରେ ଦୁଇ ଦିନିଆ ରାଜ୍ୟସ୍ତରୀୟ ସ୍କୁଲ ଚେସ୍: କୌସ୍ତଭ ଦାସ ଚାମ୍ପିଅନ

ଭୁବନେଶ୍ୱର(ରାଜ୍ୟକାହାଣୀ): ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ଆୟୋଜିତ ଦୁଇ ଦିନିଆ ଅଲ୍ ଓଡ଼ିଶା ସ୍କୁଲ୍ ଚେସ୍ ଚାମ୍ପିଅନ୍‌ସିପ ଶନିବାର ଉଦ୍‌ଯାପିତ ହୋଇଥିବା ବେଳେ ଏହି ପ୍ରତିଯୋଗିତାରେ ଚାମ୍ପିଅନ୍ ହୋଇଛନ୍ତି କୌସ୍ତଭ ଦାସ । ଭୁବନେଶ୍ୱର ସେଂଟ ଜାଭିୟର୍ସ ହାଇସ୍କୁଲ, କେଦାରଗୌରୀର ଛାତ୍ର

ଭିନ୍ନକ୍ଷମ ବିଦ୍ୟାଳୟର ଅବ୍ୟବସ୍ଥାକୁ ନେଇ ରାଜ୍ୟପାଳଙ୍କ ତଦନ୍ତ ନିର୍ଦ୍ଦେଶ

ଭୁବନେଶ୍ୱର(ରାଜ୍ୟକାହାଣୀ):ବାଲେଶ୍ଵର ଜିଲ୍ଲାର ମିଶନ୍ କମ୍ପାଉଣ୍ଡ ଭିନ୍ନକ୍ଷମ ବିଦ୍ୟାଳୟଟି ବିଭିନ୍ନ ଅବ୍ୟବସ୍ଥା ନେଇ ଗତି କରୁଥିବା ନେଇ ଅଭିଯୋଗ ହୋଇଛି। ଏଠାରେ ଦୃଷ୍ଟିହୀନ,ବଧିର, ମାନସିକ ଅନଗ୍ରସର ୮୬ ଛାତ୍ର ଛାତ୍ରୀ ମାନେ ରହି ପାଠ ପଢ଼ୁଛନ୍ତି। ବିଦ୍ୟାଳୟ ଟି ୧୯୮୭ ମସିହା ଠାରୁ

ଲଳିତକଳା ପୀଠର ୬୭ତମ ବାର୍ଷିକ ଉତ୍ସବ

ଭୁବନେଶ୍ୱର(ରାଜ୍ୟକାହାଣୀ):ଲଳିତକଳା ପୀଠର ୬୭ତମ ବାର୍ଷିକ ଉତ୍ସବ ଜୟଦେବ ଭାବନାରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ହୋଇଥିବା ଦିବସବ୍ୟାପୀ କାର୍ଯ୍ୟକ୍ରମରେ ଯୋଗଦେଇ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗର ନିର୍ଦ୍ଦେଶକ ଦିଲ୍ଲୀପ ରାଉତରାୟ ପୂର୍ବାହ୍ନରେ ନୃତ୍ୟ ପ୍ରତିଯୋଗିତାକୁ

ସୋଆ ଓଡ଼ିଶାର ପ୍ରଥମ ୫ ଜି କ୍ୟାମ୍ପସ୍

ଭୁବନେଶ୍ୱର(ରାଜ୍ୟକାହାଣୀ): ଓଡ଼ିଶାର ପ୍ରଥମ ଶିକ୍ଷାନୁଷ୍ଠାନ ଭାବେ ବୁଧବାର ଶିକ୍ଷା ଓ ଅନୁସନ୍ଧାନ (ସୋଆ)କୁ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ରିଲାୟନ୍ସ ଜିଓ ଦ୍ୱାରା ପ୍ରଥମ ଥର ପାଇଁ ଟ୍ରୁ ୫ ଜି କ୍ୟାମ୍ପସ୍‌ର ମାନ୍ୟତା ପ୍ରଦାନ କରାଯାଇଛି ।ଶିକ୍ଷା, ସ୍ୱାସ୍ଥ୍ୟ, କୃଷି ଓ ଶିଳ୍ପ କ୍ଷେତ୍ରରେ

ଭାରତର ଚନ୍ଦ୍ର ବିଜୟ

ନୂଆଦିଲ୍ଲୀ(ରାଜ୍ୟକାହାଣୀ): ୧୪୦ କୋଟି ଭାରତୀୟଙ୍କ ଛାତି ଗର୍ବରେ ଫୁଲି ଯାଇଛି । ମହାକାଶ ଗବେଷଣାରେ ଇତିହାସ ରଚିଛି ଆମ ଦେଶ । ବିଶ୍ୱର ପ୍ରଥମ ଦେଶ ଭାବେ ଚନ୍ଦ୍ରର ଦକ୍ଷିଣ ମେରୁରେ ଓହ୍ଲାଇଛି ଭାରତ । ଚନ୍ଦ୍ରର ଦକ୍ଷିଣ ମେରୁରେ ସଫ୍ଟ ଲ୍ୟାଣ୍ଡିଂ କରିଛି ଚନ୍ଦ୍ରଯାନ-୩ । ପୃଥିବୀ ପୃଷ୍ଠରୁ

ସୋଆ ପ୍ରତିଷ୍ଠାତାଙ୍କ ସହ ଆରଏସ୍‌ଏସ୍ ସମ୍ପର୍କ ପ୍ରମୁଖଙ୍କ ସୌଜନ୍ୟମୂଳକ ସାକ୍ଷାତ

ଭୁବନେଶ୍ୱର(ରାଜ୍ୟକାହାଣୀ):ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ ନାୟକଙ୍କୁ ସୋମବାର ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘ (ଆରଏସଏସ)ର ଅଖିଳ ଭାରତୀୟ ସମ୍ପର୍କ ପ୍ରମୁଖ ଶ୍ରୀଯୁକ୍ତ ରାମଲାଲ । ତାଙ୍କ ସହିତ ଆରଏସଏସର