କେନ୍ଦୁଝରରେ ପ୍ରତିଷ୍ଠା ହେବ ମେଗା ଷ୍ଟିଲ୍ ପ୍ଲାଣ୍ଟ । 

ଭୁବନେଶ୍ୱର(ରାଜ୍ୟକାହାଣୀ)ଖଣିଜ ସଂପଦରେ ପରିପୂର୍ଣ୍ଣ କେନ୍ଦୁଝରରେ ବଡ଼ କାରଖାନା ହେବାର ଆଶା ଦେଖାଦେଇଛି। କେନ୍ଦୁଝର ଜିଲ୍ଲାରେ ମେଗା ଷ୍ଟିଲ୍‌ ପ୍ଲାଣ୍ଟ ହେବ। ଜେଏସ୍‌ଡବ୍ଲ୍ୟୁ ଓ ପୋସ୍କୋର ମିଳିତ ସହଯୋଗରେ ଏହି ମେଗା ଷ୍ଟିଲ କାରଖାନା ନିର୍ମାଣ ହେବ। ତେବେ ପୂର୍ବରୁ ଜେ ଏସ ଡବ୍ଲ୍ୟୁ

ବାରରେ କେବଳ ଗୀତ ଗାଇବା ଓ ବାଜିବାକୁ ଅନୁମତି ଦିଆଯାଇଛି। 

ଭୁବନେଶ୍ୱର(ରାଜ୍ୟକାହାଣୀ) ବାରରେ କେବଳ ଗୀତ ଗାଇବା ଓ ବାଜିବାକୁ ଅନୁମତି ଦିଆଯାଇଛି। ମାତ୍ର ନୃତ୍ୟକୁ ସଂପୂର୍ଣ୍ଣ ନିଷିଦ୍ଧ କରାଯାଇଛି। ଅବକାରୀ ବିଭାଗ ପକ୍ଷରୁ ଅଣାଯାଇଥିବା ଏହି ଗାଇଡଲାଇନର ଉଲଂଘନ କଲେ ଲାଇସେନ୍ସଧାରୀଙ୍କ ଲାଇସେନ୍ସ ବାତିଲ କରାଯିବ ବୋଲି ଆଜି ଆଇନ ମନ୍ତ୍ରୀ

ମହାକାଳ ମନ୍ଦିରରେ  ଭେଣ୍ଡିଂ ମେସିନରୁ ବାହାରିବ ପ୍ରସାଦ ପ୍ୟାକେଟ୍ ।

ଭେଣ୍ଡିଂ ମେସିନରୁ ବାହାରିବ ପ୍ରସାଦ ପ୍ୟାକେଟ୍ । ପ୍ରସାଦ ପାଇଁ ଆଉ ଛିଡାହେବାକୁ ପଡିବନି ଲମ୍ୱା ଲାଇନ୍‌ରେ । କେବଳ କ୍ୟୁଆର କୋଡ ସ୍କାନ କରି ପେମେଣ୍ଟ କଲେ ବାହାରିବ ଲଡୁ ପ୍ୟାକେଟ । ମଧ୍ୟପ୍ରଦେଶର ଉଜ୍ଜେୟନସ୍ଥିତ ମହାକାଳେଶ୍ୱର ମନ୍ଦିରରେ ହେବାକୁ ଯାଉଛି ଏପରି ବ୍ୟବସ୍ଥା ।

ବାତିଲ ହେଲା ଇସ୍କନର ଅଦିନିଆ ରଥଯାତ୍ରା

ଭୁବନେଶ୍ୱର(ରାଜ୍ୟକାହାଣୀ) ଆମେରିକା ହଷ୍ଟନରେ ଅଦିନିଆ ରଥଯାତ୍ରାକୁ ବାତିଲ କଲା ଇସ୍କନ । ହଷ୍ଟନରେ ଇସ୍କନ ପକ୍ଷରୁ ନଭେମ୍ବର ୩ରେ ସ୍ନାନଯାତ୍ରା ଓ ନଭେମ୍ବର ୯ରେ ହେବାକୁ ଥିବା ରଥଯାତ୍ରାକୁ ନେଇ ବିବାଦ ବଢ଼ିଥିଲା । ଜଗନ୍ନାଥ ପ୍ରେମୀ ଓ ପୁରୀ ସେବାୟତଙ୍କ ପକ୍ଷରୁ ତୀବ୍ର

ଅଯୋଗ୍ୟ ହିତାଧ୍‌କାରୀ କେମିତି ଟଙ୍କା ପାଇବେ ସେଥି ପାଇଁ ଗାଇଡଲାଇନ୍ ଆସିବ

ଭୁବନେଶ୍ୱର(ରାଜ୍ୟକାହାଣୀ) ସୁଭଦ୍ରା ଯୋଜନାରେ ତିଆରି ହେବ ନୂଆ ଗାଇଡ ଲାଇନ । ଅଯୋଗ୍ୟ ହିତାଧ୍‌କାରୀ କେମିତି ଟଙ୍କା ପାଇବେ ଏବଂ କିଭଳି ପୁଣି ଥରେ ସୁଭଦ୍ରା ଯୋଜନାରେ ସାମିଲ ହେବେ ସେନେଇ ନୂଆ ଗାଇଡ ଲାଇନ ଆସିବ । । ଦିନ ୩ଟା ରେ ଏନେଇ ବସିବ ବିଭାଗର ବଡ଼

ଶ୍ରୀମନ୍ଦିର ରତ୍ନଭଣ୍ଡାରରେ ଗୁପ୍ତ କୋଠରୀ ବା ସୁଡଙ୍ଗ ନାହିଁ: ପୃଥ୍ବୀରାଜ ହରିଚନ୍ଦନ

ଭୁବନେଶ୍ୱର(ରାଜ୍ୟକାହାଣୀ) ରତ୍ନଭଣ୍ଡାରକୁ ନେଇ ଆସିଲା ବଡ ଖବର । ରତ୍ନଭଣ୍ଡାର ଭିତରେ ନାହିଁ କୌଣସି ବି ସୁଡଙ୍ଗ କିମ୍ବା ଗୁପ୍ତ କୋଠରୀ । ତେବେ ଜିପିଆର ସର୍ଭେ ପରେ ପ୍ରାରମ୍ଭିକ ଆଲୋଚନାରୁ ଏହା ଜଣାପଡିଛି । ଆଉ ଚୂଡାନ୍ତ ରିପୋର୍ଟ ଆସିବା ପରେ ଏନେଇ ସ୍ପଷ୍ଟ ହେବ ବୋଲି ସୂଚନା ଦେଇଛନ୍ତି

ନଭେମ୍ବରରେ ୧୩ ଦିନ ବ୍ୟାଙ୍କ ଛୁୁଟି

ନଭେମ୍ବରରେ ପର୍ବ, ଆରବିଆଇର ନିର୍ଦ୍ଦେଶାବଳୀ ଅନୁଯାୟୀ ମାସର ୪ଟି ରବିବାର ବ୍ୟତୀତ ବ୍ୟାଙ୍କଗୁଡିକ ମାସର ଦ୍ୱିତୀୟ ଏବଂ ଚତୁର୍ଥ ଶନିବାରରେ ପୂର୍ବ ପରି ବନ୍ଦ ରହିବ। ଏଠାରେ ଦେଶର ବିଭିନ୍ନ ରାଜ୍ୟର ପର୍ବ ପର୍ବାଣୀ ସହ ସମସ୍ତ ୧୩ ଛୁଟିଦିନର ତାଲିକା ଉପରେ ନଜର ପକାନ୍ତୁ, ବ୍ୟାଙ୍କ ଛୁଟିଦିନରେ,

ଆଖିବୁଜିଲେ ପ୍ରଧାନମନ୍ତ୍ରୀଙ୍କ ଅର୍ଥନୈତିକ ପରାମର୍ଶଦାତା

ଦେଶର ଜଣାଶୁଣା ଅର୍ଥଶାସ୍ତ୍ରୀ, ତଥା ପ୍ରଧାନମନ୍ତ୍ରୀଙ୍କ ଆର୍ଥିକ ପରାମର୍ଶଦାତା ପରିଷଦର ଚେୟାରମ୍ୟାନ୍ ବିବେକ ଦେବରାୟଙ୍କ ପରଲୋକ । ୬୯ ବର୍ଷ ବୟସରେ ତାଙ୍କର ପରଲୋକ ଘଟିଛି । ଦେବ୍ରୋ ରାମକୃଷ୍ଣ ମିଶନ ବିଦ୍ୟାଳୟ (ନରେନ୍ଦ୍ରପୁର), ପ୍ରେସିଡେନ୍ସି କଲେଜ (କୋଲକାତା), ଦିଲ୍ଲୀ ସ୍କୁଲ ଅଫ

ସ୍କ୍ରବ୍ ଟାଇଫସରେ ଜଣେ ଚାଷୀଙ୍କର ମୃତ୍ୟୁ ଘଟିଛି। 

ଭୁବନେଶ୍ୱର(ରାଜ୍ୟକାହାଣୀ) ସ୍କ୍ରବ୍ ଟାଇଫସରେ ଜଣେ ଚାଷୀଙ୍କର ମୃତ୍ୟୁ ଘଟିଛି। ମୃତ ଚାଷୀ ଜଣଙ୍କ ହେଲେ ଲେକ୍ରୁ ସାହୁ (୫୮)। ଏପରି ଘଟଣା ଘଟିଛି ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଳକ ଆଖିଦାଦର ଗାଁରେ |ସେ ନିଜ ଧାନ ଚାଷରେ ସାର ସିଞ୍ଚନ କରିବା ପାଇଁ ବିଲକୁ ଯାଇଥିଲେ

ଖୋଲିଲା କୁଳଡିହା ଅଭୟାରଣ୍ୟ

ଭୁବନେଶ୍ୱର(ରାଜ୍ୟକାହାଣୀ) ପ୍ରକୃତିପ୍ରେମୀ ଓ ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର । ବର୍ଷା ଋତୁ ପାଇଁ ପର୍ଯ୍ୟଟକଙ୍କ ସୁରକ୍ଷା ଦୃଷ୍ଟିରୁ ଗତ ଜୁନ୍ ୧୫ ତାରିଖରୁ ବନ୍ଦ ରହିଥିଲା କୁଳଡିହା ଅଭୟାରଣ୍ୟ । ପୁଣି ପର୍ଯ୍ୟଟନ ଋତୁ ଆସିବାରୁ ପ୍ରତ୍ୟେକ ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ନଭେମ୍ବର ୧