SBI କ୍ରେଡିଟ୍ କାର୍ଡ ଓ ମ୍ୟୁଚୁଆଲ ଫଣ୍ଡର ନିୟମରେ ପରିବର୍ତନ 

ଦେଶର ବୃହତ୍ତମ ସରକାରୀ ବ୍ୟାଙ୍କ ସହିତ ଜଡିତ । ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ ନଭେମ୍ବର ୧ରୁ ୟୁଟିଲିଟି ବିଲ୍ ପେମେଣ୍ଟ ଏବଂ କ୍ରେଡିଟ୍ କାର୍ଡ ନିୟମରେ ପରିବର୍ତ୍ତନ କରିବାକୁ ଯାଉଛି। ୧ ରୁ ଆପଣଙ୍କୁ ଅନସେଫ SBI କ୍ରେଡିଟ୍ କାର୍ଡ ଉପରେ ପ୍ରତି ମାସରେ ୩.୭୫ ଟଙ୍କା

ଆମ୍ବ ଟାକୁଆ ଖାଇ ୨ ଜଣଙ୍କର ମୃତ୍ୟୁ, ୭ ଗୁରୁତର।

ଭୁବନେଶ୍ୱର(ରାଜ୍ୟକାହାଣୀ) ଆମ୍ବ ଟାକୁଆରେ ପ୍ରସ୍ତୁତ ଜାଉ ଖାଇ ୨ ଜଣଙ୍କ ମୃତ୍ୟୁ ଘଟିଛି। କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ଗଦାପୁର ପଞ୍ଚାୟତର ମଣ୍ଡିପଙ୍କା ଗାଁରେ ଏହି ଅଭାବନୀୟ ଘଟଣା ଘଟିଛି। ଏଥିରେ ଅନ୍ୟ କିଛି ଲୋକ ଗୁରୁତର ଅସୁସ୍ଥ ହୋଇପଡ଼ିଥିବା ସୂଚନା ମିଳିଛି।

ଧୀରେ ଧୀରେ ବଢିବ ଥଣ୍ଡା 

ଭୁବନେଶ୍ୱର(ରାଜ୍ୟକାହାଣୀ)ପୁଣି ଆସୁଛି ଲଘୁଚାପ । ଆସନ୍ତା ୬-୭ରେ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟିର ସମ୍ଭାବନା ରହିଛି । ଏହା ଘନୀଭୂତ ହୋଇ ସୁଦୃଶ୍ୟ ଲଘୁଚାପରେ ପରିଣତ ହୋଇପାରେ । ତେବେ ଏହା ଅଧିକ ଘନୀଭୂତ ହେବାର ସମ୍ଭାବନା କମ । ଏନେଇ ଭାରତୀୟ ପାଣିପାଗ ବିଭାଗ-ଆଇଏମଡିର ପରିବ୍ୟାପ୍ତ

ପୁଣି ବଢ଼ିଲା ଗ୍ୟାସ୍‌ ସିଲିଣ୍ଡର ଦାମ୍‌

ଦୀପାବଳି ପରେ ପରେ ପଡ଼ିଲା ମହଙ୍ଗା ମାଡ଼ । ବଢ଼ିଲା ଗ୍ୟାସ୍‌ ସିଲିଣ୍ଡର ଦର। ଗତ ମାସ ପରି ଚଳିତ ମାସ ବି ବଢ଼ିଛି କମର୍ସିଆଲ ଗ୍ୟାସ୍‌ ସିଲିଣ୍ଡର ଦାମ । ୧୯ କିଲୋଗ୍ରାମ ଗ୍ୟାସ୍‌ ଯୁକ୍ତ କମର୍ସିଆଲ ଏଲପିଜି ସିଲିଣ୍ଡରର ଦାମ୍‌ ୬୨ ଟଙ୍କା ଲେଖା ବଢ଼ିଛି । ଆଜିଠୁ ଏହି ନୂଆ ଦର ଲାଗୁ ହେବ । ଗତ

ଆଜି ଶ୍ରୀମନ୍ଦିରରେ ଦୀପାବଳି ପାଳନ ସହ ଅମାବାସ୍ୟା ନୀତି ହେବ। 

ଭୁବନେଶ୍ୱର(ରାଜ୍ୟକାହାଣୀ) ଶ୍ରୀମନ୍ଦିରରେ ଦୀପାବଳି ପାଳନ ସହ ଅମାବାସ୍ୟା ନୀତି ହେବ । ଏଥିସହ ପୟା ଶ୍ରାଦ୍ଧ ପକାଇ ଭକ୍ତମାନେ ବଡ଼ବଡ଼ିଆଙ୍କୁ କାଉଁରିଆ କାଠି ଜାଳିବେ । ପଞ୍ଜିକା-ପଞ୍ଜିକା ଭିତରେ ଅସାମଞ୍ଜସ୍ୟତା ଓ କ୍ୟାଲେଣ୍ଡରରୁ କ୍ୟାଲେଣ୍ଡରରେ ଭିନ୍ନ ଭିନ୍ନ ସୂଚନାରୁ କିଏ ଗତକାଲି

ଫେସବୁକ୍, ଇନଷ୍ଟାଗ୍ରାମ ଏବଂ ହ୍ବାଟ୍ସଆପ୍‌ ଭଳି ସୋସିଆଲ୍ ନେଟୱାର୍କିଂ ସାଇଟରେ ପୋଷ୍ଟ କରୁଥିଲେ ସାବଧାନ !

ଆଜିକାଲି ସବୁ ପ୍ରକାରେ ଚେଷ୍ଟା କରିବା ପରେ ସାଇବର ଠକ ବିଫଳ ହେବା ପରେ ଠକେଇର ନୂଆ ରାସ୍ତା ବାଛିଛନ୍ତି । ସେମାନେ ସୋସିଆଲ ମିଡିଆ ଆକାଉଣ୍ଟରୁ ୟୁଜରଙ୍କ ଫଟୋ ନେଇ ଫେକ୍‌ ବା ନକଲି ଆକାଉଣ୍ଟ ତିଆରି କରୁଛନ୍ତି । ଏହାପରେ ଉକ୍ତ ବ୍ୟକ୍ତିଙ୍କ ବନ୍ଧୁ ପରିଜନଙ୍କୁ ଟଙ୍କା ମାଗୁଛନ୍ତି । ଏଣୁ

ନିଜ୍ଜାର ହତ୍ୟା ପାଇଁ ଶାହା ଦେଇଥିଲେ ନିର୍ଦ୍ଦେଶ,କାନାଡ଼ାର ଅଭିଯୋଗ

ନାଡାରେ ଶିଖ୍‌ ବିଚ୍ଛିନ୍ନତାବାଦୀ ନେତାମାନଙ୍କୁ ଟାର୍ଗେଟ କରିବା ପାଇଁ ହିଂସା, ଧମକ ଓ ଗୋଇନ୍ଦା ତଥ୍ୟ ସଂଗ୍ରହର ଏକ ଅଭିଯାନ ଚଳାଇବାକୁ ଭାରତର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ନିର୍ଦ୍ଦେଶ ଦେଇଥିବା ଓଟ୍ଟାଓ୍ବା ପକ୍ଷରୁ କୁହାଯାଇଛି। ଏହି ଅଭିଯୋଗ ଭାରତ-କାନାଡା ସମ୍ପର୍କରେ ଆହୁରି

ଧନ୍‌ତେରସ୍‌ ଅବସରରେ ମନ ପସନ୍ଦର ଅଳଙ୍କାର କିଣୁଛନ୍ତି ଗ୍ରାହକ

ଭୁବନେଶ୍ୱର(ରାଜ୍ୟକାହାଣୀ)ଦୀପାବଳି ପାଇଁ ଜୁଏଲରୀ ଦୋକାନରେ ଲାଗିଛି ଗ୍ରାହକଙ୍କ ଗହଳି । ସୁନା ଦୋକାନକୁ ଯାଇ ମନ ପସନ୍ଦର ଅଳଙ୍କାର କିଣୁଛନ୍ତି ଗ୍ରାହକ । ଏଥିପାଇଁ ବିଭିନ୍ନ ଜୁଏଲରୀ ସୋ’ରୁମ୍‌ ଆକର୍ଷଣୀୟ ଅଳଙ୍କାର ରଖିଛନ୍ତି । ଯଦି ସୁନା କିଣିବାକୁ ଯାଉଛନ୍ତି ନଜର ପକାନ୍ତୁ ଆଜି ଓଡ଼ିଶା

ସୀମାରେ ପହଞ୍ଚି ଯବାନମାନଙ୍କ ସହ ଦୀପାବଳି ପାଳିଛନ୍ତି ପ୍ରଧାନମନ୍ତ୍ରୀ 

ସାରା ଦେଶ ସହ ବିଶ୍ୱର ଅନେକ ସ୍ଥାନରେ ଦୀପାବଳିକୁ ଧୂମଧାମରେ ପାଳନ କରାଯାଉଛି । ଅନ୍ୟପଟେ ସେନାର ଯବାନ କିନ୍ତୁ ଏହି ଉତ୍ସବରେ ବି ସୀମାରେ ମୁତୟନ ରହି ନିଜ ଦାୟିତ୍ୱ ତୁଲାଉଛନ୍ତି । ଏହାରି ଭିତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରତିବର୍ଷ ପରି ଏଥର ବି ସେନାର ଯବାନଙ୍କ ମଧ୍ୟରେ ଦୀପାବଳି

ସ୍ୱାମୀ ସ୍ତ୍ରୀ କଳହକୁ ନେଇ ଜଳଭଣ୍ଡାରକୁ ଡେଇଁଲେ ମହିଳା

ଭୁବନେଶ୍ୱର(ରାଜ୍ୟକାହାଣୀ)ପାରିବାରିକ କହଳକୁ କେନ୍ଦ୍ର କରି ଗୁରୁବାର ଜଣେ ମହିଳା କୋରାପୁଟ ନିକଟ କୋଲାବ ଜଳଭଣ୍ଡାରକୁ ଡେଇଁ ନିଖୋଜ ଅଛନ୍ତି। ନିଖୋଜ ମହିଳା ହେଲେ ଚାନ୍ଦିନୀ ବିଶୋୟୀ। ନିଖୋଜ ଚାନ୍ଦିନୀଙ୍କ ଉଦ୍ଧାର ପାଇଁ ଅଗ୍ନିଶମ ବିଭାଗ ଉଦ୍ୟମ ଜାରି ରଖିଛି। ଆଜିର ଦିନରେ ବେସ୍ତ