ନିଜ୍ଜାର ହତ୍ୟା ପାଇଁ ଶାହା ଦେଇଥିଲେ ନିର୍ଦ୍ଦେଶ,କାନାଡ଼ାର ଅଭିଯୋଗ

ନାଡାରେ ଶିଖ୍‌ ବିଚ୍ଛିନ୍ନତାବାଦୀ ନେତାମାନଙ୍କୁ ଟାର୍ଗେଟ କରିବା ପାଇଁ ହିଂସା, ଧମକ ଓ ଗୋଇନ୍ଦା ତଥ୍ୟ ସଂଗ୍ରହର ଏକ ଅଭିଯାନ ଚଳାଇବାକୁ ଭାରତର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ନିର୍ଦ୍ଦେଶ ଦେଇଥିବା ଓଟ୍ଟାଓ୍ବା ପକ୍ଷରୁ କୁହାଯାଇଛି। ଏହି ଅଭିଯୋଗ ଭାରତ-କାନାଡା ସମ୍ପର୍କରେ ଆହୁରି

ଧନ୍‌ତେରସ୍‌ ଅବସରରେ ମନ ପସନ୍ଦର ଅଳଙ୍କାର କିଣୁଛନ୍ତି ଗ୍ରାହକ

ଭୁବନେଶ୍ୱର(ରାଜ୍ୟକାହାଣୀ)ଦୀପାବଳି ପାଇଁ ଜୁଏଲରୀ ଦୋକାନରେ ଲାଗିଛି ଗ୍ରାହକଙ୍କ ଗହଳି । ସୁନା ଦୋକାନକୁ ଯାଇ ମନ ପସନ୍ଦର ଅଳଙ୍କାର କିଣୁଛନ୍ତି ଗ୍ରାହକ । ଏଥିପାଇଁ ବିଭିନ୍ନ ଜୁଏଲରୀ ସୋ’ରୁମ୍‌ ଆକର୍ଷଣୀୟ ଅଳଙ୍କାର ରଖିଛନ୍ତି । ଯଦି ସୁନା କିଣିବାକୁ ଯାଉଛନ୍ତି ନଜର ପକାନ୍ତୁ ଆଜି ଓଡ଼ିଶା

ସୀମାରେ ପହଞ୍ଚି ଯବାନମାନଙ୍କ ସହ ଦୀପାବଳି ପାଳିଛନ୍ତି ପ୍ରଧାନମନ୍ତ୍ରୀ 

ସାରା ଦେଶ ସହ ବିଶ୍ୱର ଅନେକ ସ୍ଥାନରେ ଦୀପାବଳିକୁ ଧୂମଧାମରେ ପାଳନ କରାଯାଉଛି । ଅନ୍ୟପଟେ ସେନାର ଯବାନ କିନ୍ତୁ ଏହି ଉତ୍ସବରେ ବି ସୀମାରେ ମୁତୟନ ରହି ନିଜ ଦାୟିତ୍ୱ ତୁଲାଉଛନ୍ତି । ଏହାରି ଭିତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରତିବର୍ଷ ପରି ଏଥର ବି ସେନାର ଯବାନଙ୍କ ମଧ୍ୟରେ ଦୀପାବଳି

ସ୍ୱାମୀ ସ୍ତ୍ରୀ କଳହକୁ ନେଇ ଜଳଭଣ୍ଡାରକୁ ଡେଇଁଲେ ମହିଳା

ଭୁବନେଶ୍ୱର(ରାଜ୍ୟକାହାଣୀ)ପାରିବାରିକ କହଳକୁ କେନ୍ଦ୍ର କରି ଗୁରୁବାର ଜଣେ ମହିଳା କୋରାପୁଟ ନିକଟ କୋଲାବ ଜଳଭଣ୍ଡାରକୁ ଡେଇଁ ନିଖୋଜ ଅଛନ୍ତି। ନିଖୋଜ ମହିଳା ହେଲେ ଚାନ୍ଦିନୀ ବିଶୋୟୀ। ନିଖୋଜ ଚାନ୍ଦିନୀଙ୍କ ଉଦ୍ଧାର ପାଇଁ ଅଗ୍ନିଶମ ବିଭାଗ ଉଦ୍ୟମ ଜାରି ରଖିଛି। ଆଜିର ଦିନରେ ବେସ୍ତ

ମୁଖ୍ୟମନ୍ତ୍ରୀ ଦୁଇ ଦିନିଆ କେନ୍ଦୁଝର ଜିଲା ଗସ୍ତରେ ଆସି ପହଞ୍ଚିଛନ୍ତି।

ଭୁବନେଶ୍ୱର(ରାଜ୍ୟକାହାଣୀ)ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଇ ଦିନିଆ କେନ୍ଦୁଝର ଜିଲା ଗସ୍ତରେ ଆସି ପହଞ୍ଚିଛନ୍ତି। ଏକ ସ୍ବତନ୍ତ୍ର ବିମାନରେ ଆସି ରାଇସୁଆଁ ଏୟାର ଷ୍ଟ୍ରିପ୍‌ରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ। ସେଠାରେ ପ୍ରଶାସନ ପକ୍ଷରୁ ତାଙ୍କୁ ଗାର୍ଡ ଅଫ୍‌ ଅନର ଦିଆଯାଇ ସ୍ବାଗତ

୭ଦିନିଆ ଲଣ୍ଡନ ଗସ୍ତରେ ଯିବେ ଉପ ମୁଖ୍ୟମନ୍ତ୍ରୀ 

ଭୁବନେଶ୍ୱର(ରାଜ୍ୟକାହାଣୀ) ଆସନ୍ତା ନଭେମ୍ବର 2 ତାରିଖରୁ 9 ତାରିଖ ପର୍ଯ୍ୟନ୍ତ ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ‘Tourism Odyssey: Strengthening ties with Diaspora and Industry Leaders” କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବା ପାଇଁ ସାତଦିନିଆ ଲଣ୍ଡନ ଗସ୍ତ

ରାଜଧାନୀରେ ନାବାଳିକାଙ୍କୁ ଗଣଦୁଷ୍କର୍ମ ଅଭିଯୋଗ

ଭୁବନେଶ୍ୱର(ରାଜ୍ୟକାହାଣୀ)ରାଜଧାନୀ ଭୁବନେଶ୍ୱରରେ ଲଜ୍ଜା। ଜଣେ ନାବାଳିକାଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ପୀଡ଼ିତାଙ୍କ ବାନ୍ଧବୀ ନାବାଳିକା ସହ ସମେତ ୫ ଜଣଙ୍କୁ ଗିରଫ କରିଛି ପୋଲିସ। ଏ ନେଇ-ଭୁବନେଶ୍ବର ଡିସିପି ପିନାକ ମିଶ୍ର ପ୍ରେସ୍‌ମିଟ୍‌ରେ ସୂଚନା ଦେଇଛନ୍ତି।ଖବର ଅନୁଯାୟୀ, ଗତ ୧୦

ଲଦାଖ ଏଲଏସିରେ ସୁଧୁରୁଛି ସ୍ଥିତି

କୂଟନୈତିକ ସ୍ତରରେ ଚୁକ୍ତି ପରେ ସୀମାରେ ଭାରତ ଓ ଚାଇନା ମଧ୍ୟରେ ସମ୍ପର୍କ ସୁଧାର ଆସିଛି। ଗୁରୁବାର ଦୁଇ ପକ୍ଷର ସୈନିକ ଦୀପାବଳି ଅବସରରେ ପରସ୍ପର ମିଠା ବିନିମୟ କରି ଶୁଭେଚ୍ଛା ଜଣାଇଛନ୍ତି। ଏଥିସହିତ ପ୍ରକୃତ ନିୟନ୍ତ୍ରଣ ରେଖା(ଏଲଏସି)ରେ ସଂଘର୍ଷ ହୋଇଥିବା ଡେପସାଙ୍ଗ ଏବଂ ଡେମଚୋକରେ

ବ୍ରିଟେନରୁ ଫେରିଲା ୧୦୨ ଟନ୍ ସୁନା

ଭାରତୀୟ ରିଜର୍ଭ ବ୍ୟାଙ୍କ କହିଛି କି ବ୍ରିଟେନରେ ଥିବା ବ୍ୟାଙ୍କ ଅଫ୍ ଲଣ୍ଡନରୁ ୧୦୨ ଟନ ସୁନା ଫେରାଇ ଆଣି ସୁରକ୍ଷିତ ସ୍ଥାନକୁ ପଠାଇଦିଆଯାଇଛି । ବିଦେଶୀ ମୁଦ୍ରାଭଣ୍ଡାରର ପ୍ରବନ୍ଧନର ନୂଆ ରିପୋର୍ଟ ମୁତାବକ ସେପ୍ଟେମ୍ବର ଶେଷ ସୁଦ୍ଧା ରିଜର୍ଭବ୍ୟାଙ୍କ ପାଖରେ ଥିବା ୮୫୫ ଟନ ସୁନା

କନ‌ଷ୍ଟେବଲ୍‌ ନିଯୁକ୍ତି ପାଇଁ ଆବେଦନର ସମୟସୀମା ୨୦୨୪ ନଭେମ୍ବର ୧୫ ପର୍ଯ୍ୟନ୍ତ ବୃଦ୍ଧି

ଭୁବନେଶ୍ୱର(ରାଜ୍ୟକାହାଣୀ)ରାଜ୍ୟର ବିଭିନ୍ନ ବାଟାଲିୟନ୍‌ରେ ସିପାହି/କନ‌ଷ୍ଟେବଲ୍‌ ନିଯୁକ୍ତି ପାଇଁ ଆବେଦନର ସମୟସୀମା ୨୦୨୪ ନଭେମ୍ବର ୧୫ ପର୍ଯ୍ୟନ୍ତ ବୃଦ୍ଧି କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସିପାହି/କନଷ୍ଟେବଲ୍‌ ପଦ ପାଇଁ ଧାର୍ଯ୍ୟ ସର୍ବାଧିକ ବୟସସୀମା ୬ ବର୍ଷ କୋହଳ ପ୍ରସଂଗ