ମୁଖ୍ୟମନ୍ତ୍ରୀ ଦୁଇ ଦିନିଆ କେନ୍ଦୁଝର ଜିଲା ଗସ୍ତରେ ଆସି ପହଞ୍ଚିଛନ୍ତି।

ଭୁବନେଶ୍ୱର(ରାଜ୍ୟକାହାଣୀ)ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଇ ଦିନିଆ କେନ୍ଦୁଝର ଜିଲା ଗସ୍ତରେ ଆସି ପହଞ୍ଚିଛନ୍ତି। ଏକ ସ୍ବତନ୍ତ୍ର ବିମାନରେ ଆସି ରାଇସୁଆଁ ଏୟାର ଷ୍ଟ୍ରିପ୍‌ରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ। ସେଠାରେ ପ୍ରଶାସନ ପକ୍ଷରୁ ତାଙ୍କୁ ଗାର୍ଡ ଅଫ୍‌ ଅନର ଦିଆଯାଇ ସ୍ବାଗତ

୭ଦିନିଆ ଲଣ୍ଡନ ଗସ୍ତରେ ଯିବେ ଉପ ମୁଖ୍ୟମନ୍ତ୍ରୀ 

ଭୁବନେଶ୍ୱର(ରାଜ୍ୟକାହାଣୀ) ଆସନ୍ତା ନଭେମ୍ବର 2 ତାରିଖରୁ 9 ତାରିଖ ପର୍ଯ୍ୟନ୍ତ ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ‘Tourism Odyssey: Strengthening ties with Diaspora and Industry Leaders” କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବା ପାଇଁ ସାତଦିନିଆ ଲଣ୍ଡନ ଗସ୍ତ

ରାଜଧାନୀରେ ନାବାଳିକାଙ୍କୁ ଗଣଦୁଷ୍କର୍ମ ଅଭିଯୋଗ

ଭୁବନେଶ୍ୱର(ରାଜ୍ୟକାହାଣୀ)ରାଜଧାନୀ ଭୁବନେଶ୍ୱରରେ ଲଜ୍ଜା। ଜଣେ ନାବାଳିକାଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ପୀଡ଼ିତାଙ୍କ ବାନ୍ଧବୀ ନାବାଳିକା ସହ ସମେତ ୫ ଜଣଙ୍କୁ ଗିରଫ କରିଛି ପୋଲିସ। ଏ ନେଇ-ଭୁବନେଶ୍ବର ଡିସିପି ପିନାକ ମିଶ୍ର ପ୍ରେସ୍‌ମିଟ୍‌ରେ ସୂଚନା ଦେଇଛନ୍ତି।ଖବର ଅନୁଯାୟୀ, ଗତ ୧୦

ଲଦାଖ ଏଲଏସିରେ ସୁଧୁରୁଛି ସ୍ଥିତି

କୂଟନୈତିକ ସ୍ତରରେ ଚୁକ୍ତି ପରେ ସୀମାରେ ଭାରତ ଓ ଚାଇନା ମଧ୍ୟରେ ସମ୍ପର୍କ ସୁଧାର ଆସିଛି। ଗୁରୁବାର ଦୁଇ ପକ୍ଷର ସୈନିକ ଦୀପାବଳି ଅବସରରେ ପରସ୍ପର ମିଠା ବିନିମୟ କରି ଶୁଭେଚ୍ଛା ଜଣାଇଛନ୍ତି। ଏଥିସହିତ ପ୍ରକୃତ ନିୟନ୍ତ୍ରଣ ରେଖା(ଏଲଏସି)ରେ ସଂଘର୍ଷ ହୋଇଥିବା ଡେପସାଙ୍ଗ ଏବଂ ଡେମଚୋକରେ

ବ୍ରିଟେନରୁ ଫେରିଲା ୧୦୨ ଟନ୍ ସୁନା

ଭାରତୀୟ ରିଜର୍ଭ ବ୍ୟାଙ୍କ କହିଛି କି ବ୍ରିଟେନରେ ଥିବା ବ୍ୟାଙ୍କ ଅଫ୍ ଲଣ୍ଡନରୁ ୧୦୨ ଟନ ସୁନା ଫେରାଇ ଆଣି ସୁରକ୍ଷିତ ସ୍ଥାନକୁ ପଠାଇଦିଆଯାଇଛି । ବିଦେଶୀ ମୁଦ୍ରାଭଣ୍ଡାରର ପ୍ରବନ୍ଧନର ନୂଆ ରିପୋର୍ଟ ମୁତାବକ ସେପ୍ଟେମ୍ବର ଶେଷ ସୁଦ୍ଧା ରିଜର୍ଭବ୍ୟାଙ୍କ ପାଖରେ ଥିବା ୮୫୫ ଟନ ସୁନା

କନ‌ଷ୍ଟେବଲ୍‌ ନିଯୁକ୍ତି ପାଇଁ ଆବେଦନର ସମୟସୀମା ୨୦୨୪ ନଭେମ୍ବର ୧୫ ପର୍ଯ୍ୟନ୍ତ ବୃଦ୍ଧି

ଭୁବନେଶ୍ୱର(ରାଜ୍ୟକାହାଣୀ)ରାଜ୍ୟର ବିଭିନ୍ନ ବାଟାଲିୟନ୍‌ରେ ସିପାହି/କନ‌ଷ୍ଟେବଲ୍‌ ନିଯୁକ୍ତି ପାଇଁ ଆବେଦନର ସମୟସୀମା ୨୦୨୪ ନଭେମ୍ବର ୧୫ ପର୍ଯ୍ୟନ୍ତ ବୃଦ୍ଧି କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସିପାହି/କନଷ୍ଟେବଲ୍‌ ପଦ ପାଇଁ ଧାର୍ଯ୍ୟ ସର୍ବାଧିକ ବୟସସୀମା ୬ ବର୍ଷ କୋହଳ ପ୍ରସଂଗ

ହେଡଫୋନ ଲଗେଇ ଟ୍ରାକ୍‌ରେ ବସିଥିଲେ ଛାତ୍ର ଆଉ ପରେ….

ମୋବାଇଲ ମାନିଆ ହେଲା କାଳ। ଅକାଳରେ ଚାଲିଗଲା ଜଣେ ଯୁବକଙ୍କ ଜୀବନ । ହେଡଫୋନ୍‌ ଦେଇ ଯୁବକଜଣକ ରେଲୱେ ଟ୍ରାକ୍‌ରେ ମୋବାଇଲ ଦେଖୁଥିବା ବେଳେ ମାଡ଼ିଗଲା ଟ୍ରେନ୍‌ । ଏପରି ଏକ ଅଘଟଣ ମଧ୍ୟପ୍ରଦେଶ ରାଜଧାନୀ ଭୋପାଳରେ ଘଟିଛି|ମୃତକ ୨୦ ବର୍ଷୀୟ ମାନରାଜ ତୋମାର ବୋଲି ଜଣାଯାଇଛି। ସେ ଜଣେ ବିବିଏ

୮୨ ବର୍ଷରେ ଓଡ଼ିଆରେ ଏମ୍‌ଏ ପାସ୍‌ କଲେ ଗୋପୀନାଥ

ଭୁବନେଶ୍ୱର(ରାଜ୍ୟକାହାଣୀ) ପାଠ ପଢ଼ିବାର ବୟସସୀମା ନ ଥାଏ। ସେଥିପାଇଁ ଦୃଢ଼ ଇଚ୍ଛାଶକ୍ତି ଓ ମନୋବଳର ଆବଶ୍ୟକତା ଅଛି। ବୟସ ଯେତେ ବି ହେଉ କୌଣସି ପ୍ରତିବନ୍ଧକ ସୃଷ୍ଟି କରି ପାରେନାହିଁ ବୋଲି ପ୍ରମାଣିତ କରିଛନ୍ତି କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ମେଘପୁର ଗାଁର ୮୨ ବର୍ଷୀୟ ଗୋପୀନାଥ

ନଭେମ୍ବର ୧ରୁ  ୭ ମାସ ଧରି ଅଲିଭ୍‌ରିଡ୍‌ଲେ କଇଁଛ ପାଇଁ କଟକଣା 

ଭୁବନେଶ୍ୱର(ରାଜ୍ୟକାହାଣୀ) ନଭେମ୍ବର ୧ରୁ ଆରମ୍ଭ ହେଉଛି ଅଲିଭ ରିଡ୍‌ଲେ କଇଁଛ ଲାଗି କଟକଣା ଆରମ୍ଭ ହେବ। ବିରଳ ଅଲିଭ୍‌ ରିଡ୍‌ଲେଙ୍କ ଅନ୍ତୁଡ଼ିଶାଳ ଭାବେ ୧୪୩୭ ବର୍ଗ କି.ମି. ପରିମିତ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ସମେତ ଧାମରା ମୁହାଣରୁ ଦେବୀ ମୁହାଣ ଯାଏ ୧୬୦ କି.ମି. ପର୍ଯ୍ୟନ୍ତ ଲାଗିବ

ଶଙ୍କରାଚାର୍ଯ୍ୟଙ୍କ ନିଷ୍ପତ୍ତି ମାନୁନାହାନ୍ତି,ଆଜି ଦୀପାବଳି ପାଳିଲେ ଅଶୁଭ! 

କୁମାର ପୂର୍ଣ୍ଣିମା ପରେ ପୁଣିଥରେ କାଳୀପୂଜା ଓ ଦୀପାବଳି ଅମାବାସ୍ୟା ପାଳନକୁ ନେଇ ଦ୍ୱନ୍ଦ୍ୱ ଦେଖିବାକୁ ମିଳିଛି। ଚଳିତବର୍ଷ ପାଞ୍ଜି ଓ କ୍ୟାଲେଣ୍ଡରରେ ଅନେକ ଗୁରୁତର ତ୍ରୁଟି ଓ ଦ୍ୱନ୍ଦ୍ୱ ରହିଛି। ଚଳିତବର୍ଷ ଦୀପାବଳି ଅମାବାସ୍ୟା ପାଳନ ଓ ପୟାଶ୍ରାଦ୍ଧ ପାଳନକୁ ନେଇ ଦ୍ୱନ୍ଦ୍ୱ ଉପୁଜୁଥିବା