ସ୍ୱର୍ଗଦ୍ୱାରରେ ଏଣିକି ଗଛ କାଠ ବଦଳରେ ଗୋବର କାଠ ବା ଘସିରେ ହେବ ଶବ ଦାହ।

ଭୁବନେଶ୍ୱର(ରାଜ୍ୟକାହାଣୀ)ପୁରୀ ସ୍ୱର୍ଗଦ୍ୱାରରେ ଏଣିକି କାଠ ବଦଳରେ ଗୋବର ଘସିରେ ହେବ ଶବଦାହ। ଏନେଇ ଯୋଜନା ପ୍ରସ୍ତୁତ ଚାଲିଥିବା ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ସୂଚନା ଦେଇଛନ୍ତି। ଏନେଇ ଯୋଜନା ପ୍ରସ୍ତୁତି କରୁଛି ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ

ପୁଣି ଓଡ଼ିଶାକୁ ଆସିବେ ୫ ବାଘୁଣୀ ।

ଭୁବନେଶ୍ୱର(ରାଜ୍ୟକାହାଣୀ)ମହାରାଷ୍ଟ୍ରରୁ ଓଡ଼ିଶାକୁ ଆସିବ ଆଉ ୫ ବାଘୁଣୀ ବର୍ତ୍ତମାନ ଶିମିଳିପାଳରେ ଗୋଟେ ବାଘୁଣୀ ଛଡାଯାଇଛି । ଖୁବ୍ କମ‌ ଦିନ ଭିତରେ ଶିମିଳିପାଳରେ ଆଉ ଗୋଟିଏ ବାଘୁଣୀ ଛଡା ଯିବା ପାଇଁ ବ୍ୟବସ୍ଥା କରାଯାଉଛି । ତେବେ ଗତ କାଲି ଯମୁନାର ସ୍ୱାସ୍ଥ୍ୟବସ୍ଥା ଦେଖି ନୂଆ ବାଘୁଣୀ

ମୋମୋ ଖାଇ ମହିଳା ମୃତ; ୨ଶିଶୁ ସମେତ ୨୦ ଚିିକିତ୍ସାଧୀନ

ମୋମୋଜ୍ ନେଲା ଜୀବନ । ମୋମୋଜ୍ ଖାଇ ଜଣେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା ବେଳେ ୨୦ରୁ ଅଧିକ ଲୋକେ ଅସୁସ୍ଥ ହୋଇଛନ୍ତି । ସମସ୍ତଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି । ଏକ ରାସ୍ତାକଡରେ ଥିବା ମୋମୋଜ୍ ଦୋକାନକୁ ଖାଇବା ପରେ ଏଭଳି ସ୍ଥିତି ଉପୁଜିଛି । ଏମାନେ ସମସ୍ତେ ସପ୍ତାହିକ

୨ଲକ୍ଷ ମୂଲ୍ୟର ବ୍ୟାଗ୍ ଧରି ଟ୍ରୋଲ ହେଲେ ପ୍ରସିଦ୍ଧ ପ୍ରବଚିକା 

ଆଧ୍ୟାତ୍ମିକ ପ୍ରବଚିକା ତଥା ଗାୟିକା ଜୟା କିଶୋରୀ ଏବେ ପୁଣିଥରେ ହେଉଛନ୍ତି ଟ୍ରୋଲ୍। ନିଜ ଅନୁଗାମୀମାନଙ୍କୁ ଧନସଂପତ୍ତି ଆହରଣର ମୋହରୁ ଦୂରରେ ରହି ଏକ ସରଳ ଜୀବନଯାପନ କରିବାକୁ ପରାମର୍ଶ ଦେଉଥିବା ପ୍ରବଚିକାଙ୍କର ଏକ ଭିଡିଓ ସୋଶାଲ ମିଡିଆରେ ଖୁବ ଭାଇରାଲ ହେଉଛି।ଜୟାଙ୍କ ଏକ ଭିଡିଓ ଭାଇରାଲ

ପାଟନା ମେଟ୍ରୋ ଟନେଲ କାମବେଳେ ୨ ଓଡ଼ିଆ ଶ୍ରମିକ ମୃତ

ଭୁବନେଶ୍ୱର(ରାଜ୍ୟକାହାଣୀ) ବିହାର ପାଟନାରେ ଦୁଇ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ବେଳେ ୬ ଆହତ ହୋଇଛନ୍ତି। ମେଟ୍ରୋ ଟନେଲ କାମ ବେଳେ ଅଘଟଣ ଘଟି ମୃତ୍ୟୁ ଘଟିଥିବା ନେଇ ରାଜ୍ୟ ଶ୍ରମ ମନ୍ତ୍ରୀ ଗଣେଶରାମ ସିଂ ଖୁଣ୍ଟିଆ ସ୍ପଷ୍ଟ କରିଛନ୍ତି। ଏହି ଘଟଣାକୁ ମନ୍ତ୍ରୀ ଦୁର୍ଭାଗ୍ୟଜନକ

ଗର୍ଭ ଯନ୍ତ୍ରଣାରେ କର୍ମଚାରୀ  ଛଟପଟ :  ଛାଡିଲେନି ସିଡିପିଓ

ଭୁବନେଶ୍ୱର(ରାଜ୍ୟକାହାଣୀ) କେନ୍ଦ୍ରାପଡା , ଡେରାବିଶ ବ୍ଲକ ମହିଳା ଓ ଶିଶୁ ସମନ୍ୱିତ ବିଭାଗରୁ ଆସିଛି ଏଭଳି ଏକ ଅଭିଯୋଗ । ଯେଉଁଠି ଗର୍ଭବତୀଙ୍କ ସୁରକ୍ଷା ପାଇଁ ସରକାରଙ୍କ ପକ୍ଷରୁ ଅନେକ ପଦକ୍ଷେପ ନିଆଯାଉଛି । କର୍ମ କ୍ଷେତ୍ରରେ ବି ଗର୍ଭବତୀଙ୍କ ଚିକିସ୍ଛା ,

ଆଜିଠୁ ଖୋଲିଲା ଶିମିଳିପାଳ ଅଭୟାରଣ୍ୟ

ଭୁବନେଶ୍ୱର(ରାଜ୍ୟକାହାଣୀ) ବାତ୍ୟା ‘ଦାନା’ ଯିବା ପରେ ଆଜିଠୁ ପୁଣି ଖୋଲିଲା ଶିମିଳିପାଳ ଅଭୟାରଣ୍ୟ । ଫଳରେ ପୁଣି ଥରେ ଶିମିଳିପାଳରେ ପର୍ଯ୍ୟଟକଙ୍କ ସମାଗମ ଆରମ୍ଭ ହୋଇ ଯାଇଛି |ଆଜି ପାଗ ଶୁଖିଲା ହେବା ପରେ ଶିମିଳିପାଳକୁ ଖୋଲିବା ସହ ପର୍ଯ୍ୟଟକଙ୍କୁ ପ୍ରବେଶ ପାଇଁ ଅନୁମତି ପ୍ରଦାନ କରାଯାଇଛି

୧ ଦିନ ପରେ ବି ଶବ ସତ୍କାର ପାଇଁ ମିଳୁନି ଜାଗା

ଭୁବନେଶ୍ୱର(ରାଜ୍ୟକାହାଣୀ) ନବରଙ୍ଗପୁର ଜିଲ୍ଲା ପଣ୍ଡିକୋଟ ଗାଁରେ ଘଟିଛି ଏକ ଅଭାବନୀୟ ଘଟଣା । ମୃତକ ହେଲେ ପଣ୍ଡିକୋଟ ଗାଁର ଡୋମୁ ଜାନୀ । ଗତକାଲି ସକାଳେ ତାଙ୍କ ମୃତ୍ୟୁ ହୋଇଥିବା ବେଳେ ଏଯାଏ ମୃତଦେହ ଘରେ ପଡ଼ି ରହିଛି।ଶବ ଦାହ ପାଇଁ ରାଜି ହେଉ ନାହାନ୍ତି ଗ୍ରାମବାସୀ। ଧର୍ମ ପରିବର୍ତ୍ତନ

ରାସ୍ତାରେ ପଡିଲା ପେଟି ପେଟି ମଦ: ବୋହିଲେ ଲୋକେ

ଭୁବନେଶ୍ୱର(ରାଜ୍ୟକାହାଣୀ)ଓଲଟିଲା ମଦ ବୋଝେଇ ଟ୍ରକ । ପେଟି ପେଟି ବିଦେଶୀ ମଦ ବୋହିନେଲେ ଲୋକେ । କଟକ ଜିଲ୍ଲା ସାଲେପୁର- ନନ୍ଦୋଲଗଡା ଭାତପଡା ନିକଟରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି । ସନ୍ଧ୍ୟାରେ ଭାତପଡ଼ା ନିକଟରେ ମଦ ବୋଝେଇ ଗାଡ଼ି ସହ ଏକ ପିକ ଅପ୍ ଭ୍ୟାନ ମୁହାଁମୁହିଁ ଧକ୍କା

୧୯୯୯ ମସିହା ମହାବାତ୍ୟା କୁ ପୁରିଛିି ୨୫ ବର୍ଷ । 

ଭୁବନେଶ୍ୱର(ରାଜ୍ୟକାହାଣୀ) ୧୯୯୯ ମସିହା ଆଜିର ଦିନରେ ଓଡିଶା ଦେଖିଥିଲା ମହାବାତ୍ୟା। ଆଜି ବି ସେଦିନ କଥା ମନେ ପଡିଲେ ଲୋମ ଟାଙ୍କରୀ ଉଠେ। ଏଭଳି ସ୍ଥିତି ହେବ ବୋଲି କେହି କେବେ ଭାବିନଥିଲେ। ମହାବାତ୍ୟାର ତାଣ୍ଡବରେ କିଏ ନିଜ ପରିବାର ଲୋକଙ୍କ ହରାଇଥିଲା ତ ଆଉ କିଏ ନିଜ ବନ୍ଧୁ ପରିଜନଙ୍କୁ।