୮ କୋଟି ପାଇଁ  ସ୍ତ୍ରୀ ପୋଛି ଦେଲା ନିଜ ସିନ୍ଦୂର।

ନିଜ ହାତରେ ସ୍ତ୍ରୀ ପୋଛି ଦେଲା ନିଜ ସିନ୍ଦୂର। ୮ କୋଟି ପାଇଁ ଫିକା ପଡ଼ିଗଲା ସିନ୍ଦୂରର ରଙ୍ଗ। ସ୍ୱାମୀଙ୍କୁ ଛାଡ଼ିଲାନି। ହତ୍ୟା କରି ୮୦୦ କିଲୋମିଟର ଦୂରରେ ନେଇ ଜାଳିଦେଲା। ଏଭଳି କିଛି ଭୟଙ୍କର ହତ୍ୟାକାଣ୍ଡ ଘଟିଛି ତେଲଙ୍ଗାନାରେ। ଅକ୍ଟୋବର ୮ରେ ବେଙ୍ଗାଳୁରୁ କୋଡାଗୁରୁ ଏକ ପୋଡା ଶରୀରର

ବିବାଦକୁ ଆସିଲା ଶିଳ୍ପା ସେଟ୍ଟୀଙ୍କ ଲିଙ୍ଗରାଜ ମନ୍ଦିର ଭିତରର ଫଟୋ ।

ଭୁବନେଶ୍ୱର(ରାଜ୍ୟକାହାଣୀ)ଶ୍ରୀଲିଙ୍ଗରାଜ ମନ୍ଦିର ଭିତରେ ଫଟୋ ଉଠାଇ ବିବାଦରେ ଫସିଛନ୍ତି ବଲିଉଡ୍‌ ଅଭିନେତ୍ରୀ ଶିଳ୍ପା ସେଟ୍ଟୀ। ସୋମବାର ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଭୁବନେଶ୍ୱର ଆସିଥିବା ଶିଳ୍ପା ଲିଙ୍ଗରାଜ ମନ୍ଦିରକୁ ଦର୍ଶନ କରିବାକୁ ଯାଇଥିଲେ। ତେବେ ସେ ମନ୍ଦିର ଭିତରେ ଫଟୋ ଉଠାଇବା

ନଭେମ୍ବର ୧ରେ ବନ୍ଦ ହେବ ୧୦୮ ଆମ୍ବୁଲାନ୍ସ ସେବା

ଭୁବନେଶ୍ୱର(ରାଜ୍ୟକାହାଣୀ) ରାସ୍ତାକୁ ଓହ୍ଲାଇବେ ଆମ୍ବୁଲାନ୍ସ କର୍ମଚାରୀ । ୧ରୁ ଗଡ଼ିବନି ୧୦୮ ଆମ୍ବୁଲାନ୍ସ ସେବା । ସମାନ କାମକୁ ସମାନ ଦରମା ନ ଦେଲେ ୩୦ତାରିଖରୁ ୧୦୮ର ଆମ୍ବୁଲାନ୍ସର ଜିପିଏସ ବଟନ୍ ବନ୍ଦ କରି ରୋଗୀ ସେବା ନଯୋଗାଇବା ନେଇ ଚେତାବାନୀ ଦେଇଛନ୍ତି ରାଜ୍ୟ ୧୦୮

ନିର୍ମାଣ ହେବ C295 ପରିବହନ ଜାହାଜ; ଟାଟା ସହ ଏୟାରବସର ଚୁକ୍ତି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ପେନ୍‌ ପ୍ରଧାନମନ୍ତ୍ରୀ ପେଡ୍ରୋ ସାଞ୍ଚେଜ ମିଳିତ ଭାବେ ଭଦୋଦରାସ୍ଥିତ ଟାଟା ଆଡଭାନ୍ସ ସିଷ୍ଟମ ଲିମିଟେଡ୍‌ (TASL) କ୍ୟାମ୍ପସ୍‌ରେ C-295 ବିମାନ ନିର୍ମାଣ ପାଇଁ ଟାଟା ବିମାନ କମ୍ପ୍ଲେକ୍ସ ଉଦ୍‌ଘାଟନ କରିଛନ୍ତି।୫୬ଟି ବିମାନ ନିର୍ମାଣ ପାଇଁ ଭାରତ ଏବଂ

କମୁଛି ମାଟି ଦୀପର ଚାହିଦା, ଚିନ୍ତାରେ କୁମ୍ଭାର ପରିବାର

ଭୁବନେଶ୍ୱର(ରାଜ୍ୟକାହାଣୀ) କିଛି ଦିନ ପରେ ଆସୁଛି ଦୀପାବଳି। ଏଥି ପାଇଁ ବଜାରରେ ଭଳିକି ଭଳି ଦୀପ ବିକ୍ରି ହେଉଛି। କିନ୍ତୁ ମାଟି ଦୀପ ତୁଳନାରେ କସମେଟିକ ଦୀପର ଚାହିଦା ଅଧିକ ବଢ଼ିବାରେ ଲାଗିଛି। ଫଳରେ କୌଳିକ ବୃତ୍ତି ଆପଣାଇ ପରିବାର ଚଳାଇବା କୁମ୍ଭାର ପରିବାର ପାଇଁ କାଠିକର ପାଠ ହୋଇପଡିଛି।

ଓଏଏସ୍‌ ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର।

ଭୁବନେଶ୍ୱର(ରାଜ୍ୟକାହାଣୀ) ଓଏଏସ୍‌ ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର। କ୍ରୀଡା ଓ ଯୁବ ସେବା ବିଭାଗର ଯୁଗ୍ମ ସଚିବ ଶୈଳେନ୍ଦ୍ର କୁମାର ଜେନାଙ୍କୁ ମିଶନ ଶକ୍ତି ଯୁଗ୍ମ ସଚିବ ଭାବେ ଦାୟିତ୍ୱ ମିଳିଛି। ସେହିପରି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଯୁଗ୍ମ ସଚିବ ମମତା ବାରିକଙ୍କୁ ଓଡ଼ିଶା

ପ୍ରତିଷ୍ଠା ହେବ ଭିଜିଲାନ୍ସ ଫରେନ୍‌ସିକ୍ ବିଜ୍ଞାନ ଅନୁଷ୍ଠାନ

ଭୁବନେଶ୍ୱର(ରାଜ୍ୟକାହାଣୀ) ରାଜ୍ୟରେ ପ୍ରତିଷ୍ଠା ହେବ ଭିଜିଲାନ୍ସ ଫୋରେନସିକ ବିଜ୍ଞାନ ଅନୁଷ୍ଠାନ । ଏଥିରେ ୮ଜଣ ଏସପି , ୮ ଜଣ ଏଏସପି , ୨୪ ଡିଏସପି କାର୍ଯ୍ୟ କରିବେ । ଏହା ସହିତ ୨୪ ସାଇବର ଏକ୍ମପର୍ଟ, ଚାଟାର୍ଡ ଆକାଉଣ୍ଟ , ବ୍ୟାଙ୍କ ଏକ୍ସପର୍ଟ ରହିବେ

ବାଣ ବିକ୍ରି ପାଇଁ  ଆସିଲା ଗାଇଡଲାଇନ

ଭୁବନେଶ୍ୱର(ରାଜ୍ୟକାହାଣୀ) ବାଣ ବିକ୍ରି ପାଇଁ ଗାଇଡଲାଇନ ଜାରି କଲା କମିଶନରେଟ ପୁଲିସ । ସୁପ୍ରିମକୋର୍ଟଙ୍କ ନିୟମ ଅନୁସାରେ ବାଣ ଫୁଟାଯିବ । ବିପଦ ଜନକ ବାଣ ଫୁଟା ଓ ବିକ୍ରି ଉପରେ କଟକଣା ଜାରି । କୌଣସି ଦୋକାନରେ ୩୦୦ କେଜିରୁ ଅଧିକ ବାଣ ରଖିପାରିବେ ନାହିଁ ।

ମଠ ମନ୍ଦିର ସୁରକ୍ଷା ପାଇଁ ସରକାର ଆଣିବେ ଏକ ନୂଆ ଯୋଜନା

ଭୁବନେଶ୍ୱର(ରାଜ୍ୟକାହାଣୀ) ମଠ ମନ୍ଦିର ସୁରକ୍ଷା ପାଇଁ ଏଣିକି ସରକାର ଏକ ନୂଆ ଯୋଜନା ଆଣିବାକୁ ଯାଉଛନ୍ତି। ଏହି ଯୋଜନାର ନାଁ ‘ଦେବାଳୟ ଯୋଜନା’। ନୂଆ ଯୋଜନା ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୋମବାର ସୂଚନା ଦେଇଛନ୍ତି। ଆଇନ ମନ୍ତ୍ରୀ କହିଛନ୍ତି, ଯେଉଁ ମଠ ମନ୍ଦିରଗୁଡ଼ିକରେ

ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଓଡିଶାର ପାଗ ମୁଖ୍ୟତଃ  ଶୁଖିଲା ରହିବ 

ଭୁବନେଶ୍ୱର(ରାଜ୍ୟକାହାଣୀ) ବାତ୍ୟା ଦାନା ଓଡିଶା ଛାଡିବା ପରେ ରାତିର ପାରଦ ତଳକୁ ଖସିଛି । ଦିନର ତାପମାତ୍ରାରେ ମଧ୍ୟ କିଛିଟା ତଫାତ ପରିଲକ୍ଷତ ହୋଇଛି । ମେଧୁଆ ପାଗ ଲାଗି ରହିଥିବାରୁ ଆଜି ଅଧିକାଂଶ ସ୍ଥାନରେ ଦିନର ତାପମାତ୍ରାରେ