ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କିସ୍‍ର ୩ ଛାତ୍ର କୃତକାର୍ଯ୍ୟ

ଭୁବନେଶ୍ୱର(ରାଜ୍ୟକାହାଣୀ): ଓଡ଼ିଶା ଲୋକସେବା ଆୟୋଗ ପକ୍ଷରୁ ଅନୁଷ୍ଠିତ ୨୦୨୧-୨୨ ପ୍ରଶାସନିକ ସେବା ପରୀକ୍ଷା ଫଳ ଆଜି ପ୍ରକାଶ ପାଇଥିବା ବେଳେ ଏଥିରେ କିସ୍‍ର ୩ଜଣ ଛାତ୍ର କୃତକାର୍ଯ୍ୟ ହୋଇଛନ୍ତି । ସେମାନେ ହେଲେ ସୁନ୍ଦରଗଡ଼ର ବିଶ୍ୱନାଥ ରଞ୍ଜନ କିଷାନ, ନୂଆପଡ଼ାର ଫାଲ୍‍ଗୁନୀ ଶବର ଓ

ଗୁଣାତ୍ମକ ଶିକ୍ଷା ଓ ଗବେଷଣା କ୍ଷେତ୍ରରେ ଶିକ୍ଷା ଓ ଅନୁସନ୍ଧାନ ଆଗରେ-ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ

ଭୁବନେଶ୍ୱର(ରାଜ୍ୟକାହାଣୀ)ଉଚ୍ଚଶିକ୍ଷା କ୍ଷେତ୍ରରେ ବୈପ୍ଳବିକ ପରିବର୍ତନ ଆଣିଥିବା ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଭିନ୍ନ କ୍ଷେତ୍ରରେ ଓ ନୂତନ ସମସ୍ୟାକୁ ସାମ୍ନା କରିବା ନିମନ୍ତେ ଛାତ୍ରଛାତ୍ରୀମାନଙ୍କୁ ବୃତିଗତ ସ୍ତରରେ ପ୍ରସ୍ତୁତ କରିବାରେ ବ୍ୟସ୍ତ ରହିଛି । ସୋଆର ମୁଖ୍ୟ ଉଦେଶ୍ୟ ହେଉଛି

ସେତୁ ଯୋଜନା ବ୍ୟୟ ଅଟକଳ ୫୦ ରୁ ୧୦୦ କୋଟି ଟଙ୍କାକୁ ବୃଦ୍ଧି

ଭୁବନେଶ୍ୱର(ରାଜ୍ୟକାହାଣୀ)ସେତୁ ଯୋଜନାରେ ସ୍ବାଭିମାନ ଅଞ୍ଚଳରେ ଦ୍ରୁତ ପରିବର୍ତ୍ତନକୁ ଉପଲବ୍‌ଧି କରି ଚିତ୍ରକୋଣ୍ଡା ବ୍ଲକ୍‌ର ଅବଶିଷ୍ଟ ୯ ଗୋଟି ପଞ୍ଚାୟତ ଯଥା – ଆନ୍ଦ୍ରପାଲ୍ଲୀ, ପଣସପୁଟ, ଜୋଡାମ୍ବୋ, ରାଲିଗଡା, ପେପରମେଟଲା, ବଡପଦା, ଗଜଲମାମୁଣ୍ଡି, ଜନ୍ତ୍ରୀ ଓ ଧୁଳିପୁଟ ଏବଂ କୋରୁକୁଣ୍ଡା

ମଣିଷର ଶ୍ରେଷ୍ଠ ବନ୍ଧୁକୁ ମଧ୍ୟ ହୃଦ୍‌ଘାତ ହୁଏ

ଭୁବନେଶ୍ୱର(ରାଜ୍ୟକାହାଣୀ): ମଣିଷର ସବୁଠାରୁ ବିଶ୍ୱାସୀ ବନ୍ଧୁ କୁହାଯାଉଥିବା କୁକୁର ମାନଙ୍କର ମଧ୍ୟ ହୃଦ ସମସ୍ୟା ହୋଇଥାଏ, କିନ୍ତୁ କଥା କହି ପାରୁନଥିବାରୁ ସେମାନେ ନୀରବରେ ଯନ୍ତ୍ରଣା ସହିଥାନ୍ତି ।ଯଦିଓ ଅନେକ ଲୋକ ଘରେ ପୋଷା କୁକୁର ରଖିଥାନ୍ତି ସତ ମାତ୍ର ଜନ୍ତୁଟିର ହୃଦ୍ ସମସ୍ୟା

ଓଡ଼ିଶା ମୋଟରଯାନ ଡ୍ରାଇଭର ଓ କର୍ମଚାରୀ କଲ୍ୟାଣ ଯୋଜନା-୨୦୨୩କୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

?????????(???????????)???????????? ???? ???????? ??? ????? ??????? ??????? ? ???????? ?????? ?????-????? ??????? ??? ?????? ????? ????? ???????? ?????? ????? ??? ????? ??????, ??????? ? ?????? ??????? ?????? ???? ??? ?????? ????????