‘ଭୂତ’ ମାରିଦେଲା ନିଜ ଗର୍ଭବତୀ ପ୍ରେମିକକୁ ….

ଦିଲ୍ଲୀର ଜଣେ ଯୁବକ ତାଙ୍କର ଗର୍ଭବତୀ ପ୍ରେମିକାଙ୍କୁ ତାଙ୍କର ଦୁଇ ସାହାଯ୍ୟକାରୀଙ୍କ ଦ୍ୱାରା ହତ୍ୟା କରିଥିବା ଅଭିଯୋଗ ହୋଇଛି। ୨୦ ବର୍ଷୀୟ ସୋନିଙ୍କୁ ହତ୍ୟା କରିଥିବା ଯୁବକର ନାଁ ସଲିମ ଓରଫ ସଞ୍ଜୁ। ଏହି ହତ୍ୟାକାଣ୍ଡ ଅତ୍ୟନ୍ତ ଚତୁରତାର ସହ କାର୍ଯ୍ୟକାରୀ କରାଯାଇଥିଲା। ସଲିମ ପ୍ରଥମେ

ରତନଙ୍କ ରତ୍ନ: ରୋଷେୟା ଓ ପୋଷା କୁକୁର ବି ପାଇବେ ଭାଗ

ଭୁବନେଶ୍ୱର (ରାଜ୍ୟକାହାଣୀ)ସେ ମଣିଷ ଯେତିକି ବଡ଼ ଥିଲେ, ତାଙ୍କ ହୃଦୟ ଥିଲା ତାଠାରୁ ଅଧିକ ବିଶାଳ। କୋଟି କୋଟି ଟଙ୍କାର ମାଲିକ ହୋଇ ବି ସାଧାରଣ ଲୋକଙ୍କ ପ୍ରତି ତାଙ୍କର ଥିଲା ଅନେକ ଆତ୍ମୀୟତା। ହଁ ଆମେ କହୁଛୁ ବିଶିଷ୍ଠ ଶିଳ୍ପପତି ରତନ ଟାଟାଙ୍କ କଥା। ଆଉ ଚର୍ଚ୍ଚା ଏବେ ରତନ ଟାଟାଙ୍କ ଶେଷ

କ୍ଷୟକ୍ଷତି ଆକଳନ ପାଇଁ ଜିଲ୍ଲାପାଳ ଓ ୪ ବିଭାଗକୁ ନିର୍ଦ୍ଦେଶ

ଭୁବନେଶ୍ୱର(ରାଜ୍ୟକାହାଣୀ) ୩ ପିଇଓଙ୍କ ସମେତ ଜଣେ ଆରଆଇଙ୍କୁ ନିଲମ୍ବିତ କଲେ ସରକାର। ନିଲମ୍ବିତ ନେଇ ସୂଚନା ଦେଲେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ । ଲୋକଙ୍କୁ କାଟୁ କଥା କହି ୪ ନିଲମ୍ବିତ । ବାତ୍ୟା ସମୟରେ କାର୍ଯ୍ୟ ଅବହେଳା ପାଇଁ ୪ ନିଲମ୍ବିତ । ଏହା ମଧ୍ୟ ମନ୍ତ୍ରୀ କହିଛନ୍ତି ଯେ

ରାଜଧାନୀ ଭୁବନେଶ୍ୱରରେ ବାଘ ଆତଙ୍କ । 

ଭୁବନେଶ୍ୱର(ରାଜ୍ୟକାହାଣୀ) ଭୁବନେଶ୍ୱର ବିମାନବନ୍ଦର ନିକଟରେ ବୁଲୁଛି ବାଘ । ବିମାନବନ୍ଦର ନିକଟ ଡମ୍ପିଂ ୟାର୍ଡ ନିକଟରେ ବାଘ ବୁଲୁଥିବାର ଦେଖିବାକୁ ମିଳିଛି । ଡମ୍ପିୟାର୍ଡ ଭିତରେ ଏକ କଳରାପତରିଆ ବାଘ ବୁଲୁଥିବାର ସୂଚନା ମିଳିଛି । ସ୍ଥାନୀୟ ଅଞ୍ଚଳରେ ବାଘର ପାଦ ଚିହ୍ନ ମଧ୍ୟ ରହିଛି । ସକାଳ

ଗୁଣବର୍ତ୍ତା ପରୀକ୍ଷାରେ ବିଫଳ କ୍ୟାଲସିୟମ ଓ ଭିଟାମିନ ଡିଥ୍ରୀ

କେନ୍ଦ୍ରୀୟ ଔଷଧ ନିୟାମକ ପ୍ରାଧିକରଣ ବିଭିନ୍ନ ଔଷଧର ଗୁଣବତ୍ତା ନେଇ ସେପ୍ଟେମ୍ବର ମାସର ରିପୋର୍ଟ ଜାରି କରିଛି । ଏହି ମାନକ ପରୀକ୍ଷାରେ ୪୯ଟି ମେଡିସିନ୍ ଫେଲ୍ ମାରିଛି । ଏଥିରେ କ୍ୟାଲସିୟମ୍, ଭିଟାମିନ୍ ଡି-୩ ସମେତ କଫ୍ ସିରପ୍, ମଲ୍ଟିଭିଟାମିନ୍ ଏବଂ ଆଣ୍ଟି ଏଲର୍ଜି ଔଷଧ ସାମିଲ୍

ବାତ୍ୟା ‘ଦାନା’ ଯୋଗୁଁ ଚାନ୍ଦବାଲିରେ ସର୍ବାଧିକ ବର୍ଷା

ଭୁବନେଶ୍ୱର(ରାଜ୍ୟକାହାଣୀ) ବାତ୍ୟା ‘ଦାନା’ ଯୋଗୁଁ ବାଲେଶ୍ୱର ଜିଲ୍ଲାରେ ଉପୁଜିଛି ବନ୍ୟା ସ୍ଥିତି। ଲଗାଣ ବର୍ଷା ହେତୁ ପାଣି ଉଛୁଳି ପରିସ୍ଥିତି ଧୀରେ ଧୀରେ ଅଣାୟତ୍ତ ହେବାକୁ ଲାଗିଛି। ପାଣି ପ୍ରଖର ସ୍ରୋତରେ ପ୍ରବାହିତ ହେବାରୁ ବାଲେଶ୍ୱର ଜିଲ୍ଲାର ୧୦ ଗାଁ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇ

ଭାରତ-ଚୀନ୍ ସୀମା ବୁଝାମଣା: ୨୯ ସୁଦ୍ଧା ସେନା ପ୍ରତ୍ୟାହାର

ପୂର୍ବ ଲଦାଖର ୨ ଫ୍ରିକ୍ସନ ପଏଣ୍ଟ ଡେମ୍‌ଚୋକ୍‌ ଏବଂ ଡେପ୍‌ସାଙ୍ଗରେ ୪ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ଲାଗି ରହିଥିବା ବିବାଦରେ ପଡ଼ିବ ପୂର୍ଣ୍ଣଚ୍ଛେଦ। ଭାରତ ଓ ଚାଇନା ଏହି ଦୁଇ ସୀମାନ୍ତ ଅଞ୍ଚଳରୁ ସେନା ପ୍ରତ୍ୟାହାର ଆରମ୍ଭ କରିଛନ୍ତି। ଆସନ୍ତା ୨୯ ତାରିଖ ସୁଦ୍ଧା ଏହି ପ୍ରକ୍ରିୟା

ଦାନା ପ୍ରଭାବରେ ବର୍ଷା ଆଣିବ ଶୀତ

ଭୁବନେଶ୍ୱର(ରାଜ୍ୟକାହାଣୀ) ବାତ୍ୟା ଦାନା ପ୍ରଭାବରେ ମାସ ଶେଷ ଯାଏ ପାଗ ମେଘୁଆ ରହିବ। ବିଭିନ୍ନ ସ୍ଥାନରେ କାଁ ଭାଁ ବର୍ଷା ହେବ। ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟା ସ୍ଥିତି ପରେ ପାଗ ଥଣ୍ଡା ପଡ଼ିଯାଇଛି । ଗତ ୨ଦିନ ଧରି ରାତି ବେଳା ସାମାନ୍ୟ ଥଣ୍ଡା

ପିଠାଖାଇ ଗଣବଳାତ୍କାର ଓ ଭିଡିଓ ପ୍ରଘଟ ଘଟଣା : ୩ ଅଭିଯୁକ୍ତ ଅଟକ

ଭୁବନେଶ୍ୱର(ରାଜ୍ୟକାହାଣୀ) ନୟାଗଡ଼ ପୋଲିସ ଜିଲାର ଫତେଗଡ଼ ଥାନା ଅନ୍ତର୍ଗତ ପିଠାଖାଇ ସଂରକ୍ଷିତ ଜଙ୍ଗଲ ଅଞ୍ଚଳରେ ଜଣେ କଲେଜ ଛାତ୍ରୀଙ୍କୁ ଗଣବଳାତ୍କାର କରାଯାଇଛି। ଏହି ସମୟରେ ଛାତ୍ରୀଙ୍କ ପୁରୁଷ ବନ୍ଧୁଙ୍କୁ ଅଭିଯୁକ୍ତମାନେ ଗଛରେ ବାନ୍ଧି ତାଙ୍କ ସାମ୍ନାରେ ଏହି ଜଘନ୍ୟକାଣ୍ଡ ଘଟାଇଛନ୍ତି।

ଲଜିଷ୍ଟିକ ଗାଡି ସହ ୨୦ କେଜି ସୁନା ଜବତ । 

ଭୁବନେଶ୍ୱର(ରାଜ୍ୟକାହାଣୀ) ବାରିପଦାରେ ୧୫ କେଜିରୁ ଅଧିକ ସୁନା ଅଳଙ୍କାର ଜବତ । ବାରିପଦା ଜିଏସ୍‌ଟି ପକ୍ଷରୁ ଚଢାଉ କରି ଏତେ ପରିମାଣର ସୁନା ଜବତ ହୋଇଛି । ଏହାସହିତ ଏହି ଘଟଣାରେ ବ୍ୟବହୃତ ଲଜିଷ୍ଟିକ୍‌ ଗାଡ଼ି ସହ ୩ ଜଣଙ୍କୁ ମଧ୍ୟ ଅଟକ ରଖାଯାଇଛି । ମୟୂରଭଞ୍ଜ ଜିଲ୍ଲା ବାରିପଦା ବ୍ଲକ୍‌ରେ