ବାତ୍ୟା ‘ଦାନା’ ଯୋଗୁଁ ଚାନ୍ଦବାଲିରେ ସର୍ବାଧିକ ବର୍ଷା
ଭୁବନେଶ୍ୱର(ରାଜ୍ୟକାହାଣୀ) ବାତ୍ୟା ‘ଦାନା’ ଯୋଗୁଁ ବାଲେଶ୍ୱର ଜିଲ୍ଲାରେ ଉପୁଜିଛି ବନ୍ୟା ସ୍ଥିତି। ଲଗାଣ ବର୍ଷା ହେତୁ ପାଣି ଉଛୁଳି ପରିସ୍ଥିତି ଧୀରେ ଧୀରେ ଅଣାୟତ୍ତ ହେବାକୁ ଲାଗିଛି। ପାଣି ପ୍ରଖର ସ୍ରୋତରେ ପ୍ରବାହିତ ହେବାରୁ ବାଲେଶ୍ୱର ଜିଲ୍ଲାର ୧୦ ଗାଁ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇ!-->…