ଅବସରପ୍ରାପ୍ତ ଆଇପିଏସ୍‍ ଅଫିସର ଡକ୍ଟର ଲଳିତ ଦାସ ହେଲେ ଓଡିଶା ସବର୍ଡିନେଟ୍‍ ଷ୍ଟାଫ୍‍ ସିଲେକ୍ସନ କମିଶନର ଅଧ୍ୟକ୍ଷ

Dr Lalit Das (IPS Retd) has been appointed as the Chairman of Odisha Subordinate Staff Selection Commission.Besides, Dr. Uddhaba Chandra Majhi (IAS Retd ) and Shri Saroj Kumar Mishra (OAS Retd) have been appointed as Members of the OSSSC.

‘ଦାନା’ ପାଇଁ ତିନିଦିନ ଶିମିଳିପାଳ ବନ୍ଦ ରହିବ 

ଭୁବନେଶ୍ୱର(ରାଜ୍ୟକାହାଣୀ) ସମ୍ଭାବ୍ୟ ବାତ୍ୟା ଦାନାକୁ ଦୃଷ୍ଟିରେ ରଖି ଶିମିଳିପାଳ ବ୍ୟାଘ୍ର ଅଭୟାରଣ୍ୟ କର୍ତ୍ତୃପକ୍ଷ ଆସନ୍ତା ୨୩ ତାରିଖରୁ ୨୫ ତାରିଖ ପର୍ଯ୍ୟନ୍ତ ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛନ୍ତି | ଏହି ସମୟରେ କୌଣସି ପର୍ଯ୍ୟଟକ ଆସିପାରିବେ ନାହିଁ ବୋଲି ଶିମିଳିପାଳ ବ୍ୟାଘ୍ର

କାଜନରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ବ୍ରିକ୍ସ ସମ୍ମିଳନୀ ୨୦୨୪ରେ ଯୋଗ ଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ରୁଷିଆର କଜାନରେ ପହଞ୍ଚିଛନ୍ତି। କଜାନରେ ପହଞ୍ଚିବା ପରେ ରୁଷୀୟ କଳାକାରମାନେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ କୃଷ୍ଣ ଭଜନ ଗାଇ ସ୍ବାଗତ କରିଥିଲେ। ‘ଭାରତ ମାତା କି ଜୟ’ ନାରାରେ ପୂରା ବିମାନ ବନ୍ଦର କମ୍ପିଥିଲା

ନଭେମ୍ବର ୧୫ରେ ରାଉରକେଲା ଆସିବେ ମୋଦି

ଭୁବନେଶ୍ୱର(ରାଜ୍ୟକାହାଣୀ) ନଭେମ୍ବର ୧୫ରେ ରାଉରକେଲା ଆସିବେ ପ୍ରଧାନମନ୍ତ୍ରୀ ମୋଦି। ଜନଜାତି ଗୌରବ ଦିବସ ଅବସରରେ ରାଉରକେଲା ଆସିବାର କାର୍ଯ୍ୟକ୍ରମ ରହିଛି। ଏକ ସ୍ବତନ୍ତ୍ର ବିମାନ ଯେଗେ ଆସି ସେ ଦିନ ୧୧ଟାରେ ଝାରସୁଗୁଡ଼ା ବିମାନ ବନ୍ଦରରେ ପହଞ୍ଚିବେ। ଏହି ଗସ୍ତକାଳରେ ସେ ଏକାଧିକ ପ୍ରକଳ୍ପର

ବାତ୍ୟା ପାଇଁ ୧୭୮ ଟ୍ରେନ ବାତିଲ

ଭୁବନେଶ୍ୱର(ରାଜ୍ୟକାହାଣୀ) ବାତ୍ୟା ‘ଦାନା’ପାଇଁ ବ୍ୟାପକ ଟ୍ରେନ ବାତିଲ କରାଯାଇଛି। ମୋଟ ୧୭୮ଟି ଟ୍ରେନ ବାତିଲ ନେଇ ରେଲୱେ ପକ୍ଷରୁ ସୂଚନା ଦିଆଯାଇଛି। ୨୩, ୨୪ ଏବଂ ୨୫ ମଧ୍ୟରେ ମୋଟ ୧୭୮ ଟ୍ରେନ ବାତିଲ ହୋଇଛି। ସେଥିମଧ୍ୟରୁ ଅପ ଟ୍ରେନ ୮୫ ଏବଂ ଡାଉନ ଟ୍ରେନ ୯୩ଟି

୧୪ ଜିଲ୍ଲାରେ ତିନି ଦିନ କଲେଜ ଓ ବିଶ୍ଵ ବିଦ୍ୟାଳୟ ବନ୍ଦ

ଭୁବନେଶ୍ୱର(ରାଜ୍ୟକାହାଣୀ) ବଙ୍ଗୋପସାଗରେ ଦାନା ବାନ୍ଧୁଛି ସମ୍ଭାବ୍ୟ ବାତ୍ୟା ‘ଦାନା’। ଏହାର ପ୍ରଭାବ ଓଡ଼ିଶା ଉପରେ ପଡ଼ିବାର ଆଶଙ୍କା ଥିବାରୁ ରାଜ୍ୟ ସରକାର କଲେଜ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। ବାତ୍ୟା ପାଇଁ ଆସନ୍ତା ୨୩ରୁ ୨୫ ଅକ୍ଟୋବର ଯାଏ କଲେଜ ଏବଂ ବିଶ୍ୱବିଦ୍ୟାଳୟଗୁଡ଼ିକ

କଂସ ଚରିତ୍ରରେ ଅଭିନୟ କରିଥିବା ହୃଷିକେଶ ଭୋଇ ଚାକିରିରୁ ନିଲମ୍ବିତ

ଭୁବନେଶ୍ୱର(ରାଜ୍ୟକାହାଣୀ) ବରଗଡର ବିଶ୍ୱପ୍ରସିଦ୍ଧ ଧନୁଯାତ୍ରାରେ କଂସ ଭୂମିକାରେ ଅଭିନୟ କରିଥିବା ହୃଷିକେଶ ଭୋଇ ଚାକିରିରୁ ନିଲମ୍ବିତ ହୋଇଛନ୍ତି । ହୃଷିକେଶ ମହାପ୍ରୟାଣ ଗାଡ଼ିରେ ଗାଇସିଲଟକୁ ମୃତଦେହ ନେବା ପାଇଁ ମୃତକଙ୍କ ପରିବାର ଠାରୁ ୩ ହଜାର ଟଙ୍କା ଆଣିଥିଲେ ବୋଲି ଅଭିଯୋଗ ହୋଇଥିଲା

ବବିତା ଫୋଗାଟଙ୍କ ଇସାରାରେ ହୋଇଥିଲା ଆନ୍ଦୋଳନ

କୁସ୍ତିଯୋଦ୍ଧା ଏବଂ ବିଜେପି ପୂର୍ବତନ ସାଂସଦ ତଥା କୁସ୍ତି ମହାସଂଘ (WFI)ର ପୂର୍ବତନ ସଭାପତି ବ୍ରିଜଭୂଷଣ ଶରଣ ସିଂହଙ୍କ ମଧ୍ୟରେ ଚାଲି ଆସିଥିବା ବିବାଦ ନୂଆ ମୋଡ଼ ନେଇଛି। ଏକ ଜାତୀୟ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ଚାଞ୍ଚଲ୍ୟକର ବୟାନ ଦେଇଛନ୍ତି ରେସଲର ସାକ୍ଷୀ ମଲିକ।ବିଜେପି ନେତା ବବିତା

ବୈତରଣୀ ମୁହାଣରେ ବୁଡ଼ିଗଲା ଡଙ୍ଗା, ୧୦ ମତ୍ସ୍ୟଜୀବୀ ଉଦ୍ଧାର

ଭୁବନେଶ୍ୱର(ରାଜ୍ୟକାହାଣୀ) ଭଦ୍ରକ ଧାମରାଇ ମନ୍ଦିର ନିକଟ ବୈତରଣୀ ମୁହାଣରେ ଅଘଟଣ ।ମାଛଧରା ବେଳେ ବୁଡିଗଲା ବୋଟ୍‌ । ଯାହାଫଳରେ ବୋଟ୍‌ରେ ଥିବା ୬ ଜଣ ପାଣିରେ ବୁଡିଯାଇଥିଲେ । ସମସ୍ତଙ୍କୁ ଉଦ୍ଧାର କରାଯାଇଥିବା ସୂଚନା ମିଳିଛି ।ବାତ୍ୟା ଖବର ଶୁଣି ମତ୍ସ୍ୟଜୀବୀମାନେ କୂଳକୁ ଫେରୁଥିଲେ। ମାତ୍ର

ସତ ହେଲା ପଞ୍ଜିକା ଗଣନା

ଭୁବନେଶ୍ୱର(ରାଜ୍ୟକାହାଣୀ)ପଞ୍ଜିକା କରିଛି ପାଣିପାଗର ଗଣନା। ସତ ହେଉଛି ଭବିଷ୍ୟବାଣୀ। ଚଳିତବର୍ଷ ଅକ୍ଟୋବରରେ ବାତ୍ୟା ନେଇ ପୂର୍ବରୁ ଅସଲି ଖଡ଼ୀରତ୍ନ ପଞ୍ଜିକାରେ ଗଣନା କରାଯାଇଛି। ଏପରିକି କେଉଁ ତାରିଖରେ ବାତ୍ୟା ହେବ ଏବଂ କେଉଁ କେଉଁ ଅଞ୍ଚଳ ପ୍ରଭାବିତ ହେବ ତାହା ମଧ୍ୟ ପଞ୍ଜିକାରେ ଗଣନା