ସଂସଦର ବଜେଟ୍ ଅଧିବେଶନ ଜାନୁଆରୀ ୩୧ରୁ ଆରମ୍ଭ ହେବ ।

ଜାନୁଆରୀ ୩୧ ତାରିଖରୁ ଆରମ୍ଭ ହେଉଛି ସଂସଦର ଏହି ବଜେଟ ଅଧିବେଶନ। ସଂସଦ ବଜେଟ ଅଧିବେଶନର ପ୍ରଥମ ଦିନରେ ମିଳିତ ଅଧିବେଶନକୁ ସମ୍ବୋଧିତ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ ଲଗାତାର ନିଜର ଅଷ୍ଟମ ବଜେଟ୍ ଉପସ୍ଥାପନ କରିବେ । ସଂସଦ ବଜେଟ୍

ମାଓବାଦୀଙ୍କ ସୁଡ଼ଙ୍ଗ ଉଦ୍ଧାର, ଟପ୍ ମାଓନେତା ଖସିଯାଇଥିବା ବେଳେ ମାଓ ସାମଗ୍ରୀ ଜବତ

ଭୁବନେଶ୍ୱର(ରାଜ୍ୟକାହାଣୀ) ଛତିଶଗଡ଼ ବିଜାପୁର ଜିଲ୍ଲାରେ ବିରାଟ ବଙ୍କର ଠାବ ହୋଇଛି । ସେହି ସାହାଯ୍ୟରେ ଖସିଯାଇଛି ଟପ୍ ମାଓନେତା ହିଡମା । ପୋଲିସ ଏନକାଉଣ୍ଟରରେ ୧୨ ମାଓବାଦୀଙ୍କ ନିହତ ପରେ ସର୍ଚ୍ଚ ଅପରେସନ ଚାଲିଥିଲା । ଏହି ସମୟରେ ଏକ ବଙ୍କର ଠାବ ହୋଇଛି । ବଙ୍କର୍

ରାଜ୍ୟରେ ଶୀତ ଜାରି ରହିବ । 

ଭୁବନେଶ୍ୱର(ରାଜ୍ୟକାହାଣୀ) ରାଜ୍ୟରେ ଶୀତ ଜାରି ରହିବ । ବିଶେଷ କରି ଆସନ୍ତା ୭ ଦିନ ମଧ୍ୟରେ କଟକ ଓ ଭୁବନେଶ୍ୱରରେ ରାତିର ତାପମାତ୍ରା ପ୍ରାୟ ୧୧ରୁ ୧୩ ଡିଗ୍ରୀ ସେଲସିୟସ ହେବାର ସମ୍ଭାବନା ରହିଛି ବୋଲି ଭାରତ ପାଣିପାଗ ବିଭାଗ (ଆଇଏମଡି) ଶୁକ୍ରବାର ସୂଚନା ଦେଇଛି। ଜି ଉଦୟଗିରିରେ ରାତି

ଓଡ଼ିଶାକୁ ଏକ ଯୌତୁକ ମୁକ୍ତ ରାଜ୍ୟ କରିବାକୁ ନିର୍ଦ୍ଦେଶ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(ରାଜ୍ୟକାହାଣୀ) ଯୌତୁକ ଏକ ପରମ୍ପରା ନୁହେଁ, ସଂସ୍କୃତି ନୁହେଁ କି ବ୍ୟକ୍ତିଗତ ବ୍ୟାପାର ନୁହେଁ – ଏହା ଏକ ସାମାଜିକ ବ୍ୟାଧି । ଯୌତୁକ ନିଷେଧ ଆଇନ ୧୯୬୧ ପ୍ରଣୟନର ୬୦ ବର୍ଷ ପରେ ମଧ୍ୟ ସମାଜରେ ଏବେ ବି ଯୌତୁକ ଦିଆନିଆ ହଉଛି ବୋଲି ଏକଦିବସୀୟ ଯୌତୁକ ନିଷେଧ ଆଇନ ୧୯୬୧ ଉପ ଜିଲାପାଳ

‘ନବ ଦାସଙ୍କୁ ହତ୍ୟା କରିନାହାଁନ୍ତି  ଗୋପାଳ’ ।  ଗୋପାଳ ଓକିଲଙ୍କ ବଡ ବୟାନ

ଭୁବନେଶ୍ୱର(ରାଜ୍ୟକାହାଣୀ) ନବଦାସ ହତ୍ୟା ଘଟଣାରେ ନୂଆମୋଡ। ପୂର୍ବତନ ମନ୍ତ୍ରୀ ନବଦାସ ହତ୍ୟାକାଣ୍ଡରେ ସାମ୍ନାକୁ ଆସିଲା ଚାଞ୍ଚଲ୍ୟକର ତଥ୍ୟ। ଘଟଣାକୁ ନେଇ ଅଭିଯୁକ୍ତ ପୋଲିସ ଏଏସଆଇ ଗୋପାଳ ଦାସଙ୍କ ଓକିଲ ନରେଶ ନାୟକ ଦେଇଛନ୍ତି ବଡ଼ ସୂଚନା। ଗୋପାଳ ଦାସଙ୍କ ଗୁଳିରେ ପୂର୍ବତନ

ମନୁ ଭାକର ଏବଂ ଡି ଗୁକେଶଙ୍କୁ ମିଳିଲା ଖେଳରତ୍ନ ଆଓ୍ବାର୍ଡ

ଜାତୀୟ ଖେଳ ପୁରସ୍କାର ସମାରୋହରେ ରାଷ୍ଟ୍ରପତି ଭବନରେ ଆୟୋଜିତ ହୋଇଛି । ସମାରୋହରେ ପ୍ରମୁଖ ଖେଳାଳିଙ୍କୁ ସମ୍ମାନିତ କରାଯାଇଛି । ଏହି ଅବସରରେ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ମେଜର ଧ୍ୟାନଚାନ୍ଦ ଖେଳରତ୍ନ ପୁରସ୍କାର ଦୁଇ ଅଲମ୍ପିକ୍ସ ପଦକ ବିଜେତାକୁ ପ୍ରଦାନ କରିଛନ୍ତି । ପ୍ୟାରିସ୍

ଆସନ୍ତା ଜାନୁଆରୀ ୨୦ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ୱର(ରାଜ୍ୟକାହାଣୀ) ଆଗାମୀ ଜାନୁଆରୀ ୨୦ ତାରିଖ ଅର୍ଥାତ୍ ସୋମବାର ଦିନ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ଏନେଇ ରାଜ୍ୟ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।ଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଥିବାରୁ

ଏଣିକି ପାଟନାରୁ ସିଧାସଳଖ ଭୁବନେଶ୍ୱରକୁ ଉଡ଼ିବ ବିମାନ

ଭୁବନେଶ୍ୱର(ରାଜ୍ୟକାହାଣୀ) ଏଣିକି ପାଟନାରୁ ଭୁବନେଶ୍ୱରକୁ ସିଧାସଳଖ ଉଡ଼ିବ ବିମାନ । ଏନେଇ ଏୟାର ଇଣ୍ଡିଆ ଏକ୍ସପ୍ରେସ୍ ଏୟାରଲାଇନ୍ସ ଗୁରୁବାର ଏକ X ପୋଷ୍ଟରେ ଏହା ସୂଚନା ଦେଇଛି। ଏଥି ସହିତ କେବଳ ଭୁବନେଶ୍ୱର ନୁହେଁ ପାଟନାରୁ ବେଙ୍ଗାଲୁରୁ ଏବଂ ହାଇଦ୍ରାବାଦକୁ ବିମାନ ସେବା ଆରମ୍ଭ କରିଛି

ନନ୍ଦନକାନନରେ ଜଳହସ୍ତୀ ଶାବକ ଜନ୍ମ

ଭୁବନେଶ୍ୱର(ରାଜ୍ୟକାହାଣୀ) ପ୍ରାଣୀଉଦ୍ୟାନର ୬୨ ନମ୍ବର ଖୁଆଡ଼ରେ ରହୁଥିବା ଜଳହସ୍ତୀ ଏକ ଶାବକ ଜନ୍ମ ଦେଇଛି।ସଦ୍ୟ ଜନ୍ମିତ ଶାବକର ଲିଙ୍ଗ ନିରୂପଣ ହୋଇ ନ ଥିବା ସୂଚନା ମିଳିଛି। ସାଧାରଣତଃ ଏହି ପ୍ରଜାତିର ଜଳହସ୍ତୀ ଆଫ୍ରିକା ମହାଦେଶର ନଦୀ ଓ ହ୍ରଦରେ ଦଳବଦ୍ଧ ଭାବେ ରହଥାନ୍ତି।ଏହି ନବଜାତ

ସିଙ୍ଗାପୁର ସହ ରାଜ୍ୟ ସରକାରଙ୍କ MoU ସ୍ୱାକ୍ଷରିତ ହେବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(ରାଜ୍ୟକାହାଣୀ) ସିଙ୍ଗାପୁର ରାଷ୍ଟ୍ରପତି ଥର୍‍ମନ ସନ୍‍ମୁଗ୍‍ରତ୍ନମ ଆଜି ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି । ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କୁ ଭବ୍ୟ ସ୍ୱାଗତ କରିଛନ୍ତି ।ଏହି ଦୁଇ ଦିନ ମଧ୍ୟରେ ସିଙ୍ଗାପୁର