ଆସୁଛି ନାନା ପାଟେକରଙ୍କ ‘ବନବାସ’

‘ଗଦର: ଏକ୍‌ ପ୍ରେମ କଥା’, ‘ଅପ୍‌ନେ’, ‘ଗଦର ୨’ ଆଦି ହିଟ୍‌ ଚଳଚ୍ଚିତ୍ରଗୁଡ଼ିକର ନିର୍ଦ୍ଦେଶନା ଦେଇଥିବା ଅନିଲ ଶର୍ମା ସୋମବାର ତାଙ୍କର ପରବର୍ତ୍ତୀ ଚଳଚ୍ଚିତ୍ର ସମ୍ପର୍କରେ ଘୋଷଣା କରିଛନ୍ତି। ଅନିଲ ଇନ୍‌ଷ୍ଟାଗ୍ରାମରେ ତାଙ୍କ ପରବର୍ତ୍ତୀ ଚଳଚ୍ଚିତ୍ର ‘ବନବାସ’ର ପ୍ରଥମ ପୋଷ୍ଟରକୁ ରିଲିଜ୍‌

୨୩ରୁ ୨୫ ଯାଏଁ ବନ୍ଦ ରହିବ ଅଙ୍ଗନବାଡି କେନ୍ଦ୍ର

ଭୁବନେଶ୍ୱର(ରାଜ୍ୟକାହାଣୀ) ବାତ୍ୟା ପ୍ରସ୍ତୁତି ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଜିଲା ପ୍ରଶାସନ ସହ ଯୋଗାଯୋଗରେ ଅଛୁ। ୨୫୦ଟି ରିଲିଫ ସେଣ୍ଟରର ବ୍ୟବସ୍ଥା କରାଯାଇଛି। ସବୁ ରିଲିଫ ସେଣ୍ଟରରେ ମହିଳା ପୋଲିସ ରହିବେ। ଜିଲା ପ୍ରଶାସନ

ରୁଷିଆ ଯିବା ପୂର୍ବରୁ ସାରା ବିଶ୍ୱକୁ ଏମିତି ବାର୍ତ୍ତା ଦେଲେ ପ୍ରଧାନମନ୍ତ୍ରୀ 

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜିଠୁ ରୁଷ୍‌‌ ଗସ୍ତରେ ଯାଉଛନ୍ତି। କାଜାନ୍‌‌ରେ ଆୟୋଜିତ ଷୋଡଶ ବ୍ରିକ୍ସ ସମ୍ମିଳନୀରେ ଯୋଗ ଦେବା ପାଇଁ ରୁଷ୍‌‌ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ନିମନ୍ତ୍ରଣ ରକ୍ଷା କରି ମୋଦୀ ଦୁଇ ଦିନିଆ ରୁଷ୍‌‌ ଗ୍ରସ୍ତରେ ଯାଇଛନ୍ତି। ସେ ସକାଳ ପ୍ରାୟ ୭.୪୦

୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍‌ ସହ ପର୍ଯ୍ୟାପ୍ତ ଔଷଧ ମହଜୁଦ ନିର୍ଦ୍ଦେଶ

ଭୁବନେଶ୍ୱର(ରାଜ୍ୟକାହାଣୀ) ସମ୍ଭାବ୍ୟ ବାତ୍ୟା ଓ ବାତ୍ୟା ପରବର୍ତ୍ତୀ ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ରାଜ୍ୟ ସ୍ବାସ୍ଥ୍ୟ ବିଭାଗର ଏକ ଉଚ୍ଚସ୍ତରୀୟ ବୈଠକ ଆଜି ଲୋକସେବା ଭବନରେ ଆଭାସୀ ଜରିଆରେ ଅନୁଷ୍ଠିତ ହୋଇଯାଇଛି। ବିଭାଗ ପକ୍ଷରୁ ରାଜ୍ୟର ସମସ୍ତ ସ୍ୱାସ୍ଥ୍ୟ ପ୍ରଶାସକଙ୍କୁ ବାତ୍ୟା,

ସବୁ ବନ୍ଦରକୁ ୧ ନମ୍ବର ବିପଦ ସଙ୍କେତ ଜାରି କରିଛି ପାଣିପାଗ ବିଭାଗ । 

ଭୁବନେଶ୍ୱର(ରାଜ୍ୟକାହାଣୀ) କାଲି ସକାଳ ସୁଦ୍ଧା ବାତ୍ୟାର ରୂପ ନେବ ଦାନା । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେବ ବାତ୍ୟା , ଉତ୍ତର ପଶ୍ଚିମ ଦିଗରେ ଗତିକରି ଭୀଷଣ ବାତ୍ୟାରେ ପରିଣତ ହେବ । ଆଜି ସନ୍ଧ୍ୟା ସୁଦ୍ଧା ଗଭୀର ଅବପାତର ରୂପ ନେବ । ଡିପ୍ରେସନ ଏବେ ପାରାଦୀପ ଉପକୂଳରୁ ୭୩୦

ବାତ୍ୟା ଛନକା: ବଜାରରେ କଳାବଜାରୀ ଆରମ୍ଭ

ଭୁବନେଶ୍ୱର(ରାଜ୍ୟକାହାଣୀ)ବାତ୍ୟା ଆଶଙ୍କାରେ ପରିଵା ଵଜାରରେ ଲୋକଙ୍କ ବେଶ୍ ଭିଡ ଦେଖିବାକୁ ମିଳୁଛି। କଟକ ଛତ୍ରଵଜାର ଅର୍ବାନ ହାଟରେ ଲୋକମାନେ ଵ୍ୟସ୍ତ ଵିଵ୍ରତ ହୋଇ ଆଳୁ, ପିଆଜ ଓ ଅନ୍ୟାନ୍ୟ ପରିଵା କିଣୁଥିବା ଦେଖାଯାଇଛି। ତେବେ ଅଧିକାଂଶ ପରିଵା ଦର ନିୟନ୍ତ୍ରଣରେ ଥିବା ବେଳେ ଆଳୁ,ପିଆଜ

ସମ୍ଭାବ୍ୟ ବାତ୍ୟା ’‘ଦାନା’ କୁ ଦୃଷ୍ଟିରେ ପୁରୀ ଛାଡ଼ି ପଳାଉଛନ୍ତି ପର୍ଯ୍ୟଟକ।

ଭୁବନେଶ୍ୱର(ରାଜ୍ୟକାହାଣୀ)ସମ୍ଭାବ୍ୟ ବାତ୍ୟା ’‘ଦାନା’ କୁ ଦୃଷ୍ଟିରେ ପୁରୀ ଛାଡ଼ି ପଳାଉଛନ୍ତି ପର୍ଯ୍ୟଟକ। ଆଜି ସକାଳେ କିଛି ପର୍ଯ୍ୟଟକମାନେ ନିଜ ନିଜ ସ୍ଥାନକୁ ଫେରି ଯାଇଛନ୍ତି। ସମ୍ଭାବ୍ୟ ବାତ୍ୟା ‘ଦୃଷ୍ଟିରେ ରଖି ପୁରୀରୁ ପର୍ଯ୍ୟଟକମାନଙ୍କୁ ଫେରିଯିବାକୁ ଗତକାଲି ରାଜ୍ୟ ସରକାର

ଅବପାତରେ ପରିଣତ ହେଲା ସୁଦୃଶ୍ୟ ଲଘୁଚାପ,ଗୁରୁବାର ରାତିରୁ ଶୁକ୍ରବାର ସକାଳେ ଲ୍ୟାଣ୍ଡଫଲ

ଭୁବନେଶ୍ୱର(ରାଜ୍ୟକାହାଣୀ) ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଆହୁରି ଘନୀଭୂତ ହୋଇ ମଙ୍ଗଳବାର ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଅବପାତରେ ପରିଣତ ହୋଇଛି। ବର୍ତମାନ ଏହା ପାରାଦ୍ୱୀପ ଠାରୁ ଦକ୍ଷିଣପୂର୍ବ ଦିଗରେ ୭୩୦ କିମି ଦୂରତାରେ କେନ୍ଦ୍ରୀଭୂତ ଅଛି। ଆସନ୍ତାକାଲି ୨୩

ନକଲି କନିଆଁ  ଶିଶୁପାଳ ହୋଇ ଫେରିଲେ ବର। 

ଭୁବନେଶ୍ୱର(ରାଜ୍ୟକାହାଣୀ)କନିଆଁ ଖୋଜୁ ଖୋଜୁ ଠକ ହାବୁଡ଼ରେ ପଡ଼ିଗଲେ ଯୁବକ। ବିବାହ ପାଇଁ ଝିଅ ଦେଖାଇ ତଳି ତଳାନ୍ତ କରିଦେଲେ। ଏପରି ଏକ ଠକ ଗ୍ୟାଙ୍ଗ ରାଜଧାନୀ ଭୁବନେଶ୍ୱରରେ ବୁଲୁଛନ୍ତି। ଠକାମୀରେ ଶିକାର ହୋଇଥିବା ଯୁବକ ଏନେଇ ଭରତପୁର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି।ଭଦ୍ରକ ଅଞ୍ଚଳର

ମୁଖ୍ୟଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଭୁବନେଶ୍ୱର(ରାଜ୍ୟକାହାଣୀ) ମୁଖ୍ୟଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବୈତରଣୀ ବେସିନର ମୁଖ୍ୟଯନ୍ତ୍ରୀ କୈଳାସ ଚନ୍ଦ୍ର ସାହୁଙ୍କ ଘରେ ଆଜି ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି।ଭୁବନେଶ୍ବର, ପୁରୀ, କଟକ, ଯାଜପୁର, କେନ୍ଦୁଝରରେ ଏକକାଳୀନ ରେଡ୍