ବିବାଦ ବଢିବା ପରେ କ୍ଷମା ମାଗିଲେ ଅଭିନେତା ବୁଦ୍ଧାଦିତ୍ୟ ମହାନ୍ତି । 

ଭୁବନେଶ୍ୱର(ରାଜ୍ୟକାହାଣୀ)କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ସାମାଜିକ ଗଣମାଧ୍ୟମରେ କରିଥିପା ପୋଷ୍ଟ ପାଇଁ କ୍ଷମା ପ୍ରାର୍ଥନା କରିଛନ୍ତି ଅଭିନେତା ବୁଦ୍ଧାଦିତ୍ୟ ମହାନ୍ତି। ବିବାଦ ପରେ ତୁରନ୍ତ ପୋଷ୍ଟ ହଟାଇଥିବା କହିଛନ୍ତି ବୁଦ୍ଧାଦିତ୍ୟ। ସୂଚନା ଥାଉକି, ଅଭିନେତା ବୁଦ୍ଧାଦିତ୍ୟ

ବାତ୍ୟା ମୁକାବିଲା ପାଇଁ ସ୍ବତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟରେ ଖୋଲିଲା ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍‌ ।

ଭୁବନେଶ୍ୱର(ରାଜ୍ୟକାହାଣୀ) ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ବାତ୍ୟାର ରୂପ ନେବା ପରେ ଆସନ୍ତା ୨୩ ତାରିଖ ଏବଂ ୨୪ ତାରିଖ ମଧ୍ୟରାତ୍ରରେ ସ୍ଥଳଭାଗ ଛୁଇଁବାର ସମ୍ଭାବନା ରହିଛି। ପାରାଦୀପ ଏବଂ ବାଲେଶ୍ଵର ମଧ୍ୟରେ ବାତ୍ୟା ‘ଦାନା’ ଲ୍ୟାଣ୍ଡଫଲ କରିପାରେ ବୋଲି ଭାରତୀୟ

ସାମ୍ଭାବ୍ୟ  ବାତ୍ୟା ‘ଦାନା’କୁ ନେଇ ସମସ୍ତ  ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ 

ଭୁବନେଶ୍ୱର(ରାଜ୍ୟକାହାଣୀ)ସାମ୍ଭାବ୍ୟ ବାତ୍ୟା ‘ଦାନା’କୁ ନେଇ ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ ହୋଇଛି। ତେବେ ରାଜସ୍ବ ମନ୍ତ୍ରୀ କହିଛନ୍ତି, ସ୍ଥିତିର ମୁକାବିଲା ପାଇଁ ସରକାର ପ୍ରସ୍ତୁତ ଅଚନ୍ତି। ଲୋକେ ଅଯଥାରେ ଭୟଭୀତ ହୁଅନ୍ତୁ ନାହିଁ।ଅନ୍ୟପକ୍ଷେ ଅତ୍ୟାବଶ୍ୟକୀୟ

ପ୍ରେମରେ କଣ୍ଟା ସାଜିଲେ ବାପା, ପ୍ରେମିକ ସହ ମିଶି ଏସିଡ୍‌ ପକାଇଲା ଝିଅ 

ଭୁବନେଶ୍ୱର(ରାଜ୍ୟକାହାଣୀ) ବାଲିଗୁଡା ବାପ ପୁଅଙ୍କୁ ଏସିଡ୍ ମାଡ଼ ଘଟଣାର ପର୍ଦ୍ଦାଫାସ । ସାମ୍ନାକୁ ଆସିଲା ବାପା-ପୁଅଙ୍କୁ ଏସିଡ୍ ମାଡ଼ର ସତ । ନିଜ ଜନ୍ମକଲା ଝିଅ ହିଁ ବାପା ଓ ଭାଇକୁ ଏସିଡ୍ ଆକ୍ରମଣ କରିଥିବା ଜଣାପଡିଛି। କାରଣ ଝିଅର ପ୍ରେମ ସମ୍ପର୍କରେ ବାଧା ସୃଷ୍ଟି କରୁଥିଲା ବାପା

ସବୁ ସ୍ପା ବୁଲିବ ପୋଲିସ, ଯାଞ୍ଚ କରିବ ଅନୈତିକ କାର୍ଯ୍ୟ

ଭୁବନେଶ୍ୱର(ରାଜ୍ୟକାହାଣୀ)ରାଜଧାନୀରେ ଖୋଲିଲାଣି ମାଳ ମାଳ ମସାଜ ସେଂଟର ଓ ସ୍ପା । ସ୍ପାରେ ଅନୈତିକ କାମ ଚାଲୁଥିବା ଭଳି ସଙ୍ଗୀନ ଅଭିଯୋଗ ଆସିବା ପରେ ଏବେ ଚଢାଉକୁ ପୁଣି ଥରେ ଜୋରଦାର କରାଯିବ । ସମସ୍ତ ଥାନା ଅଂଚଳରେ ଚଢ଼ାଉ କରିବା ପାଇଁ ଥାନାଧିକାରୀଙ୍କୁ ନିର୍ଦ୍ଦେଶ । ନାବାଳିକା

ଆସୁଛି ବାତ୍ୟା ‘ଦାନା’।ଏହି ୪  ଜିଲ୍ଲାକୁ ରେଡ୍‌ ୱାର୍ଣ୍ଣିଂ ଜାରି କରାଯାଇଛି ।  

ଭୁବନେଶ୍ୱର(ରାଜ୍ୟକାହାଣୀ)କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ବଳ ଗୋଟାଉଛି ସମ୍ଭାବ୍ୟ ବାତ୍ୟା ‘ଦାନା’। ସୃଷ୍ଟ ଘୂର୍ଣ୍ଣିବଳୟ ଆସନ୍ତା ୨୪ଘଣ୍ଟା ମଧ୍ୟରେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଉତ୍ତର ଆଣ୍ଡାମାନ ସାଗରରେ ଏକ ଲଘୁଚାପରେ ପରିଣତ ହୋଇପାରେ। ପରବର୍ତ୍ତୀ ସମୟରେ

ଏବେ ଦିବ୍ୟାଙ୍ଗଙ୍କ ଘରେ ପହଞ୍ଚିବ କଣ୍ଟ୍ରୋଲ ସାମଗ୍ରୀ ।

ଭୁବନେଶ୍ୱର(ରାଜ୍ୟକାହାଣୀ) ଏବେ ଦିବ୍ୟାଙ୍ଗ ରାସନ୍ କାର୍ଡଧାରୀଙ୍କ ଘରେ ପହଂଚିବ ରାସନ୍ ସାମଗ୍ରୀ । ଆଉ ସେମାନଙ୍କୁ ଡିଲର ପଏଣ୍ଟକୁ ଆସିବା ଆବଶ୍ୟକ ପଡ଼ିବ ନାହିଁ । ଏନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ସୂଚନା ଦେଇଛନ୍ତି। କଟକରେ ସମୀକ୍ଷା ବୈଠକ ପରେ ଏହି ସୂଚନା ଦେଇଛନ୍ତି

୨୪ ତାରିଖରେ ଓଡ଼ିଶା ଉପକୂଳରେ ମାଡ଼ ହେବ ବାତ୍ୟା ‘ଦାନା’ । 

ଭୁବନେଶ୍ୱର(ରାଜ୍ୟକାହାଣୀ) ଓଡ଼ିଶା ପୁଣି ଅକ୍ଟୋବରରେ ଆଉ ଏକ ସାମୁଦ୍ରିକ ଝଡ଼କୁ ସାମ୍ନା କରିବାକୁ ଯାଉଛି। ପ୍ରାକୃତିକ ବିପର୍ଯ୍ୟୟ ବାତ୍ୟାରେ ଯୁଝି ହୋଇ ପଡୁଥିବା ଓଡ଼ିଶା ପାଇଁ କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ବଳ ଗୋଟାଉଛି ସମ୍ଭାବ୍ୟ ବାତ୍ୟା ‘ଦାନା’। ଗୁରୁବାର ସକାଳେ ଏହା

ବଜେଟ ଅନୁଦାନ ରାଶି ଖର୍ଚ୍ଚ କରିବାରେ ସରକାର ଫେଲ

ଭୁବନେଶ୍ୱର (ରାଜ୍ୟକାହାଣୀ): ୨୦୦୨୪-୨୫ ଆର୍ଥିକ ବର୍ଷର ୬ମାସରୁ ଉର୍ଧ୍ଵ ସମୟ ବିତିଗଲାଣି , ହେଲେ ବିଭିନ୍ନ ବିଭାଗକୁ ବଜେଟରୁ ମିଳିଥିବା ପାଣ୍ଠିରୁ ଏଯାବତ ୭୦% ଅର୍ଥ ଖର୍ଚ୍ଚ କରିବାରେ ବିଭାଗ ଫେଲ ମାରିଥିବା ଜଣାପଡିଛି । ଚଳିତ ବର୍ଷ ବଜେଟ ଅନୁମୋଦନ ବିିଳମ୍ବିତ ହୋଇଥିବା ବେଳେ ବଜେଟ

ବିଜୟା ରାହତକର ଜାତୀୟ ମହିଳା ଆୟୋଗର ଅଧ୍ୟକ୍ଷା ନିଯୁକ୍ତ

କେନ୍ଦ୍ର ସରକାର ବିଜୟା କିଶୋର ରାହଟକରଙ୍କୁ ଜାତୀୟ ମହିଳା ଆୟୋଗର ନୂତନ ଚେୟାରମ୍ୟାନ ଭାବରେ ନିଯୁକ୍ତ କରିଛନ୍ତି। ରେଖା ଶର୍ମାଙ୍କ ସ୍ଥାନରେ ବିଜୟା କିଶୋର ରାହଟକରଙ୍କୁ ଜାତୀୟ ମହିଳା ଆୟୋଗ (ଏନସିଡବ୍ଲ୍ୟୁ) ର ନବମ ଅଧ୍ୟକ୍ଷ ଭାବେ ନିଯୁକ୍ତି ଦିଆଯାଇଛି।ଶ୍ରୀମତୀ ରାହତକର ମହାରାଷ୍ଟ୍ର ରାଜ୍ୟ