ରାଜଧାନୀରେ ପୁଣି ଠାବ ହେଲା ସେକ୍ସ ରାକେଟ୍ । 

ଭୁବନେଶ୍ୱର(ରାଜ୍ୟକାହାଣୀ) ରାଜଧାନୀରେ ପୁଣି ଠାବ ହେଲା ସେକ୍ସ ରାକେଟ୍ । ଭୁବନେଶ୍ୱରରେ ଏକ ସେଲୁନ୍ ଆଣ୍ଡ ସ୍ପା ନାଁରେ ଭିତରେ ଚାଲିଥିବା ସେକ୍ସ ରାକେଟ୍ ଠାବ କରିଛି ପୋଲିସ୍ । ରବି ଟକିଜ୍ ଛକର ଏକ ସେଲୁନ୍ ଆଣ୍ଡ୍ ସ୍ପାରେ ପୋଲିସର ରେଡ୍ ପରେ ଏଭଳି କାଣ୍ଡ ସାମ୍ନାକୁ ଆସିଛି ।

ପ୍ରଚଣ୍ଡ ଶବ୍ଦରେ ଥରିଲା ସାରା ମୟୂରଭଞ୍ଜ । 

ଭୁବନେଶ୍ୱର(ରାଜ୍ୟକାହାଣୀ) ପ୍ରଚଣ୍ଡ ଶବ୍ଦରେ ଥରିଲା ସାରା ମୟୂରଭଞ୍ଜ । ଗତକାଲି ସନ୍ଧ୍ୟାରେ ୧୨୦ ମିନିଟ୍ ଧରି ଥରହର ହେଲା । ୭ ମିନିଟ୍‌ରେ ଆଜି ୪୪୧୫ ଥର ବଜ୍ରପାତ ହୋଇଥିବା ଦାମିନି ଆପ୍ ରେକର୍ଡ କରିଥିଲା । ବଜ୍ରପାତର ଶବ୍ଦ ଏତେ ଜୋର୍ ଥିଲା ଯେ ଲୋକେ ଘରେ କବାଟ କିଳି ଦେଇଥିଲେ । ଜିଲ୍ଲା

ରାଜଧାନୀର ପାଣି ପବନରେ ବିଷ !

ବିଷ ବଳୟରେ ରାଜଧାନୀ ଦିଲ୍ଲୀ। ଦୀପାବଳି ପୂର୍ବରୁ ଡରାଇଲାଣି ପ୍ରଦୂଷଣ। ବିଷାକ୍ତ ହୋଇଗଲାଣି ବାୟୁ। ଚାରିଆଡେ ଢ଼ାଙ୍କି ହୋଇଗଲାଣି ଧୂଆଁର ମୋଟା ଚାଦର।ଶନିବାର ସକାଳେ ଦିଲ୍ଲୀରେ ବାୟୁର ଗୁଣବତ୍ତା ନିମ୍ନସ୍ତରକୁ ଖସିଆସିଛି। ବିଭିନ୍ନ ଅଞ୍ଚଳରେ ଏୟାର କ୍ୱାଲିଟି ଇଣ୍ଡେକ୍ସ ୩୦୦ ପାର୍‌

ସାପକୁ ବେକରେ ଗୁଡ଼ାଇ ଡାକ୍ତରଖାନାରେ ପହଁଚିଲେ ବ୍ୟକ୍ତି 

ବିହାରର ଜଣେ ବ୍ୟକ୍ତିଙ୍କୁ ଦୁନିଆର ସବୁଠୁ ବିଷଧର ସାପ ଭାବେ ବିବେଚନା କରାଯାଉଥିବା ଚନ୍ଦନ ମନ୍ଦନ ବୁଢା ଚୋଟ ମାରିବା ପରେ ତାକୁ ବେକରେ ଗୁଡ଼ାଇ ଡାକ୍ତରଖାନାରେ ପହଞ୍ଚିଛନ୍ତି। ଲୁଙ୍ଗି ଓ ଗଞ୍ଜି ପିନ୍ଧିଥିବା ବ୍ୟକ୍ତିଙ୍କ ବେକରେ ବୁଢା ସାପକୁ ଦେଖି ଡାକ୍ତରଖାନାରେ ରୋଗୀଙ୍କଠାରୁ ଆରମ୍ଭ କରି

ଟ୍ରେନରେ ବାଣ ନେଲେ ୩ ବର୍ଷ ଜେଲ

ଭୁବନେଶ୍ୱର(ରାଜ୍ୟକାହାଣୀ) ଦୀପାବଳି ପାଖେଇ ଆସୁଥିବାରୁ ବାଣଜନିତ ସମ୍ଭାବ୍ୟା ବିପଦକୁ ଏଡାଇବା ଲାଗି ପୂର୍ବତଟ ରେଳପଥ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇଛି। ଟ୍ରେନରେ ବାଣ ଓ ଅନ୍ୟାନ୍ୟ ଦହନଶୀଳ ସାମଗ୍ରୀର ବେଆଇନ ପରିବହନକୁ ବାରଣ କରାଯାଇଛି। ଟ୍ରେନରେ କୌଣସି ପ୍ରକାରର ଆତସବାଜି ଓ ଫୋଟକା

ଓଡିଶାକୁ ବାତ୍ୟା ଆସିବା ସମ୍ଭାବନା କମ କିନ୍ତୁ ପ୍ରବଳ ବର୍ଷା ହୋଇପାରେ 

ଭୁବନେଶ୍ୱର(ରାଜ୍ୟକାହାଣୀ) ଆସନ୍ତା ୨୦ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୨୨ତାରିଖ ସୁଦ୍ଧା କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇପାରେ। ଲଘୁଚାପ ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସହିତ ଅଧିକ

୩ଟି ନୂଆ ବାଟାଲିୟନ ଗଠନକୁ ମଞ୍ଜୁରୀ

ଭୁବନେଶ୍ୱର(ରାଜ୍ୟକାହାଣୀ) ରାଜ୍ୟରେ ନକ୍ସଲ ମୁକାବିଲା ପାଇଁ ଅବସରପ୍ରାପ୍ତ ସେନା ଓ କେନ୍ଦ୍ରୀୟ ପୁଲିସ ଫୋର୍ସର ଯବାନମାନଙ୍କୁ ନିୟୋଜିତ କରାଯିବ । ଏଥିପାଇଁ ରାଜ୍ୟ ସରକାର ୩୦୦୯ଜଣ ସେନା ଯବାନ ଓ ଅଫିସରଙ୍କୁ ନେଇ ୩ଟି ସ୍ୱତନ୍ତ୍ର ବାଟାଲିୟନ ଗଠନ କରିବାକୁ ନିଷ୍ପତ୍ତି ନେଇଛନ୍ତି ।ପ୍ରତ୍ୟେକ

ଶ୍ରୀମନ୍ଦିର ସୁପରଭାଇଜରଙ୍କୁ ଆକ୍ରମଣ: ପନ୍ତି ବଡୁ ସେବକ ନିଲମ୍ବିତ

ଭୁବନେଶ୍ୱର(ରାଜ୍ୟକାହାଣୀ)ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ତଥା ସିନିଅର ସୁପରଭାଇଜର ବକ୍ସି ରାମଚନ୍ଦ୍ର ପ୍ରତିହାରୀଙ୍କୁ ଆକ୍ରମଣ ଘଟଣାରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ଶ୍ରୀମନ୍ଦିର ପ୍ରଶାସନ। ଏହି ଘଟଣାରେ ସମ୍ପୃକ୍ତି ଅଭିଯୋଗରେ ପନ୍ତିବଡ଼ୁ ସେବକ ଚନ୍ଦନ ସାମନ୍ତରା ନିଲମ୍ବିତ

ବାଲ୍ୟ ବିବାହକୁ ନେଇ ସୁପ୍ରିମକୋର୍ଟ କ୍ଷୁବ୍ଧ

ଦେଶରେ ହେଉଥିବା ବାଲ୍ୟ ବିବାହକୁ ନେଇ ସୁପ୍ରିମକୋର୍ଟ କ୍ଷୁବ୍ଧ। ଏହି ପ୍ରସଙ୍ଗକୁ ନେଇ ସର୍ବୋଚ୍ଚ ଅଦାଲତ ଅସନ୍ତୋଷ ବ୍ୟକ୍ତ କରିବା ସହ ଗାଇଡଲାଇନ୍‌ ଜାରି କରିଛନ୍ତି।ବାଲ୍ୟ ବିବାହ ନିଷେଧ ଆଇନକୁ ବ୍ୟକ୍ତିଗତ ଆଇନ ଦ୍ୱାରା ବନ୍ଦ କିମ୍ବା ପ୍ରତିରୋଧ କରାଯାଇପାରିବ ନାହିଁ ବୋଲି ଆଜି ସର୍ବୋଚ୍ଚ

ସୋଆ ଗବେଷକଙ୍କ ଦ୍ୱାରା ବିକଶିତ ଔଷଧୀୟ ସୂତ୍ର ବ୍ୟବସାୟିକରଣ ନିମନ୍ତେ ପ୍ରସ୍ତୁତ

ଭୁବନେଶ୍ୱର(ରାଜ୍ୟକାହାଣୀ) , ଅକ୍ଟୋବର ୧୮ : ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଗବେଷକଙ୍କ ଦ୍ୱାରା ବିକଶିତ ହୋଇଥିବା ଏକ ଅଭିନବ ଔଷଧୀୟ ସୂତ୍ର ଯାହା ନିମନ୍ତେ ଗତ ବର୍ଷ ନ୍ୟାସ୍‌ନାଲ୍ ରିସର୍ଚ୍ଚ ଡେଭଲପ୍‌ମେଂଟ କର୍ପୋରେସନ୍ (ଏନଆର୍‌ଡିସି) ସହିତ ସୋଆ ବୈଷୟିକ ଅନୁମତି ନିମନ୍ତେ ବୁଝାମଣା