‘ବିଷ୍ଣୋଇ ସମ୍ପ୍ରଦାୟକୁ କ୍ଷମା ମାଗନ୍ତୁ ସଲମାନ…’, କହିଲେ ପୂର୍ବତନ ପ୍ରେମିକା

ଅଭିନେତା ସଲମାନ ଖାନ୍‌ଙ୍କ ପୂର୍ବତନ ପ୍ରେମିକା ତଥା ଅଭିନେତ୍ରୀ ଓ ଆମେରିକୀୟ ମହିଳା ଅଧିକାରୀ କର୍ମୀ ସୋମି ଅଲ୍ଲୀ ଗୁରୁବାର ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମ ଇନ୍‌ଷ୍ଟାଗ୍ରାମରେ ଏକ ପୋଷ୍ଟ ମାଧ୍ୟମରେ ଗ୍ୟାଙ୍ଗ୍‌ଷ୍ଟର ଲରେନ୍ସ ବିଷ୍ଣୋଇଙ୍କୁ ଭିଡିଓ କଲ୍‌ ମାଧ୍ୟମରେ ଆଲୋଚନା ପାଇଁ ନିମନ୍ତ୍ରଣ

ଭରତପୁର ଥାନା ମାମଲା: ଟେଷ୍ଟ ରିପୋର୍ଟ ଆସିନି

ଭୁବନେଶ୍ୱର(ରାଜ୍ୟକାହାଣୀ)ଖୋଲିବ ଭରତପୁର ରାତିର ସତ! । ଭରତପୁର ଥାନା ମାମଲାରେ ଜଷ୍ଟିସ ଚିତ୍ତରଞ୍ଜନ ଦାସ କମିଶନଙ୍କ ନିକଟରେ ଉପସ୍ଥିତ ହେଲେ ଗୃହ ସଚିବ ଓ କ୍ରାଇମବ୍ରାଞ୍ଚ ADG । ଗୃହ ସଚିବ ସତ୍ୟବ୍ରତ ସାହୁ, ସ୍ଵତନ୍ତ୍ର ସଚିବ ଗୃହ ବିଭାଗ ରାଧାକୃଷ୍ଣ ଶର୍ମା, ADG କ୍ରାଇମ୍ ବ୍ରାଞ୍ଚ ବିନୟ

ଗାଁ ମଶାଣିରୁ ଖୋଳା ହେଲା ଶବ | କଫିନରୁ ବାହାରିଲା ମୃତଦେହ |

ଭୁବନେଶ୍ୱର(ରାଜ୍ୟକାହାଣୀ)ଅଙ୍ଗ ଚୋରି ଅଭିଯୋଗରେ ମଶାଣୀରୁ କବର ଖୋଳିଲା ପୁଲିସ। ଏଭଳି ଅଭାବନୀୟ ଘଟଣା କନ୍ଧମାଳ ଜିଲା ବାଲିଗୁଡା ଥାନା ଅନ୍ତର୍ଗତ ଟିକରବାଜୁ ଗାଁରେ ଦେଖିବାକୁ ମିଳିଛି।କଟକ ସଦର ଥାନା ଅଞ୍ଚଳରେ ଥିବା ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଗତ ବୁଧବାର ଗାଁର ବାବୁଲା

ବୃନ୍ଦାବତୀ ନିବାସର ବେସ୍‌ମେଣ୍ଟରେ ରହିବେ ଅଣପଞ୍ଜିକୃତ ହବିଷ୍ୟାଳି

ଭୁବନେଶ୍ୱର(ରାଜ୍ୟକାହାଣୀ)ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। କାର୍ତ୍ତିକରେ ପୁଣ୍ୟ ଅର୍ଜନ ପାଇଁ ପୁରୀରେ ଭିଡ ଲଗାଇଛନ୍ତି ହବିଷ୍ୟାଳି। ଏଥିପାଇଁ ଚଳଚଞ୍ଚଳ ହୋଇଉଠିଛି ଶ୍ରୀକ୍ଷେତ୍ର।ତେବେ ଅଣପଞ୍ଜିକୃତ ହବିଷ୍ୟାଳିଙ୍କୁ ଫେରିଯିବା ପାଇଁ ପ୍ରଶାସନ ପକ୍ଷରୁ କୁହାଯିବାକୁ ନେଇ ବିବାଦ ଆରମ୍ଭ

ଦିନିକିଆ ବୌଦ୍ଧ ଜିଲ୍ଲା ଗସ୍ତରେ ପୋଲିସ ମହାନିର୍ଦ୍ଦେଶକ ୱାଇ.ବି. ଖୁରାନିଆ ।

ଭୁବନେଶ୍ୱର(ରାଜ୍ୟକାହାଣୀ)ବୌଦ୍ଧ ଗସ୍ତରେ ପୋଲିସ ମହାନିର୍ଦ୍ଦେଶକ ୱାଇ.ବି ଖୁରାନିଆ । ଜିଲ୍ଲା ପୋଲିସ କାର୍ଯ୍ୟାଳୟରେ ଡିଜିପିଙ୍କ ସମୀକ୍ଷା ବୈଠକ ଆରମ୍ଭ । ମାଓ ଦମନ ଓ ଆଇନଶୃଙ୍ଖଳା ପରିସ୍ଥିତି ନେଇ ସମୀକ୍ଷା କରିଥିଲେ । ସେଠାରେ କର୍ମଚାରୀଙ୍କ ସହିତ ଆଲୋଚନା କରିଥିଲେ ଏବଂ ପରେ ବୌଦ୍ଧ

କଟକରେ ଭୁଶୁଡିଲା ଖାନ୍‌ନଗର ଦଶହରାରେ ନିର୍ମିତ ତୋରଣ ।

ଭୁବନେଶ୍ୱର(ରାଜ୍ୟକାହାଣୀ)କଟକ ନେତାଜୀ ବସ୍‌ ଟର୍ମିନାଲ ନିକଟରେ ଏକ ଅଘଟଣ ଘଟିଛି। ଖପୁରିଆ ଖାନନଗର ଶିଳ୍ପାଞ୍ଚଳ ପୂଜା କମିଟି ପକ୍ଷରୁ ନିର୍ମାଣ ହୋଇଥିବା ଲାଇଟ ଗେଟ୍‌ ତୋରଣ ଶୁକ୍ରବାର ଅପରାହ୍ନରେ ହଠାତ୍‌ ଭୁଶୁଡି ପଡିଛି। ଖବର ପାଇ ପୁଲିସ ଓ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚିଛନ୍ତି।

ଚଳିତ ଆର୍ଥିକ ବର୍ଷରେ ରାଜ୍ୟରେ ଆୟୁଷ୍ମାନ ଭାରତ ଲାଗୁ ହେବ।

ଭୁବନେଶ୍ୱର(ରାଜ୍ୟକାହାଣୀ)‘ଚଳିତ ଆର୍ଥିକ ବର୍ଷ ଓଡ଼ିଶାରେ ଲାଗୁ ହେବ ଆୟୁଷ୍ମାନ ଭାରତ ଯୋଜନା । ରାଜ୍ୟର ନିଜସ୍ଵ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଓ ଆୟୁଷ୍ମାନ ଭାରତ ଯୋଜନା ପାଇଁ ମିଳିତ ଭାବେ ଗୋଟିଏ କାର୍ଡ ଜାରି ହେବ । ଆକଳନ ଅନୁଯାୟୀ ସାଢେ ୩ କୋଟି ଲୋକଙ୍କୁ ଏହି କାର୍ଡ ମିଳିବ। ଆୟୁଷ୍ମାନ

ଆଜିଠାରୁ ଆରମ୍ଭ ହୋଇଛି ମହାକାର୍ତ୍ତିକ ବ୍ରତ ।

ଆଜିଠାରୁ ଆରମ୍ଭ ହୋଇଛି ପବିତ୍ର ମହାକାର୍ତ୍ତିକ ବ୍ରତ। ଶ୍ରୀକ୍ଷେତ୍ରରେ ଥିବା ହବିଷ୍ୟାଳି ମାନେ ସଂକଳ୍ପ କରି ଆଜିଠାରୁ ଚଉଁରା ମୂଳେ ରାଧାଦାମୋଦର ପୂଜା ସହ ହବିଷ୍ୟ‌ ବ୍ରତ ପାଳନ‌ କରିବା ଆରମ୍ଭ କରିଛନ୍ତି। ତେବେ ଆଜି ସନ୍ଧ୍ୟାରେ ନରେନ୍ଦ୍ର କୋଣ ସ୍ଥିତ ବୃନ୍ଦାବତୀ ନିବାସ ଠାରେ

ଚଳନ୍ତା ଟ୍ରେନରେ ଚଢିବା ବେଳେ ଖସି ପଡ଼ି ମା’ ଓ ଶିଶୁ କନ୍ୟା ଗୁରୁତର

ଭୁବନେଶ୍ୱର(ରାଜ୍ୟକାହାଣୀ)ଚଳନ୍ତା ଟ୍ରେନରେ ଚଢିବା ବେଳେ ଘଟିଲା ଅଘଟଣ । ଟ୍ରେନ୍‌ରୁ ଖସି ପଡ଼ି ମା’ ଓ ଶିଶୁ କନ୍ୟା ଗୁରୁତର ହୋଇଛନ୍ତି। ଉଭୟଙ୍କ ହାତ ଓ ଗୋଡ଼ କଟିଯାଇଛି। ଏପରି ଏକ ହୃଦୟ ବିଦାରକ ଘଟଣା ଆଜି ସକାଳେ ରାୟଗଡ଼ା ଜିଲ୍ଲା ସିଙ୍ଗାପୁରୁ ରୋଡ଼ ରେଳ ଷ୍ଟେସନରେ ଘଟିଛି।ଉଭୟଙ୍କୁ ପ୍ରଥମେ

ପ୍ରକାଶ ପାଇଲା ୟୁଜିସି ନେଟ୍‌

ନ୍ୟାସନାଲ୍ ଟେଷ୍ଟିଙ୍ଗ ଏଜେନ୍ସି(ଏନଟିଏ) ପକ୍ଷରୁ ଗୁରୁବାର ୟୁଜିସି ନେଟ୍ ୨୦୨୪ ରେଜଲ୍ଟ ପ୍ରକାଶ ପାଇଛି। ଚଳିତ ବର୍ଷ ଜେଏଆର୍‌ଏଫ୍‌, ଆସିଷ୍ଟାଣ୍ଟ ପ୍ରେଫସର ଏବଂ ପିଏଚଡି ପାଇଁ ମୋଟ୍ ୧୧ଲକ୍ଷ ୨୧ହଜାର ୨୨୫ଜଣ ପରୀକ୍ଷାର୍ଥୀ ନାମ ପଞ୍ଜୀକରଣ କରିଥିଲେ। ପରୀକ୍ଷାଫଳ ସହିତ ବିଷୟ ଭିତ୍ତିକ କଟଅଫ