ଇସ୍ରାଏଲର ଏୟାର ଷ୍ଟ୍ରାଇକ୍‌ରେ ଟଳିଲା ହମାସ ମୁଖ୍ୟ ୟାହୟା ସିନଓ୍ୱାର।

ଗାଜାରେ ଇସ୍ରାଏଲୀ ସେନାର ଆକ୍ରମଣରେ ହମାସ୍‌ର ଶୀର୍ଷନେତା ୟାହୟା ସିନ୍‌ଓ୍ବରଙ୍କ ମୃତ୍ୟୁ ଘଟିଛି। ଇସ୍ରାଏଲ୍‌ କର୍ତ୍ତୃପକ୍ଷ ଏନେଇ ଗୁରୁବାର ରାତିରେ ସ୍ପଷ୍ଟ କରିଛନ୍ତି। ହମାସ ମୁଖ୍ୟ ୟାହୟା ସିନଓ୍ୱାର ନିହତ ହୋଇଥିବା ନେଇ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍‌ ନେତାନ୍ୟାହୁ

ଆଇନ ଜାଲରେ ଛନ୍ଦି ହେଲେ ମା’ ଦୁର୍ଗା

ରାପୃଷ୍ଠରେ ଅବତରଣ ପରେ ଧୁମଧାମରେ ହେଲା ମା’ ଦୁର୍ଗାଙ୍କ ପୂଜାର୍ଚ୍ଚନା । ମାତ୍ର ଜାଗାକୁ ନେଇ ଦେଖାଦେଇଥିବା ବିବାଦ ଯୋଗୁ ଲାଗୁ ହୋଇଛି ୧୪୪ ଧାରା। ଫଳରେ ୪ ଦିନ ପରେ ବି ହୋଇ ପାରୁନି ବିସର୍ଜନ କି ପାଣିକୁ ଯାଇ ପାରୁ ନାହାନ୍ତି ମା’ ।ଏପରି ଏକ ଅଭାବନୀୟ ଘଟଣା ଯାଜପୁର ଟାଉନ ଥାନା ରାମ୍ବାଗ

ବଙ୍ଗୋପସାଗରରେ ସୃଷ୍ଟି ହେବ କି ସାଇକ୍ଲୋନ ?

ଭୁବନେଶ୍ୱର(ରାଜ୍ୟକାହାଣୀ) ଅକ୍ଟୋବର ମାସ ଆସିଲେ, ସାଧାରଣ ମନରେ ବାତ୍ୟା ଭୟ ସଂଚାର ହୁଏ। ସମୁଦ୍ରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେଲା ମାତ୍ରେ ବାତ୍ୟା ଆଶଙ୍କା ସମସ୍ତଙ୍କୁ ବିଚଳିତ କରେ। ଏବେ ମଧ୍ୟ ସେମିତି କିଛି ଖବରକୁ ନେଇ ଗଣମାଧ୍ୟମରେ ଚର୍ଚ୍ଚା। ଆସନ୍ତା ୨୦ ତାରିଖ ବେଳକୁ ଉତ୍ତର

ବଦଳିଲେ ୭୦ରୁ ଅଧିକ ତହସିଲଦାର

ରାଜ୍ୟରେ ଓଏଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି ସରକାର। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ୧୧୮ଜଣ ଓଏଏସ୍‌ଙ୍କର ବଦଳି ହୋଇଛି। ଏଥିରେ ପ୍ରାୟ ୭୦ରୁ ଅଧିକ ତହସିଲଦାର ବଦଳିଛନ୍ତି। ତେବେ ଓଡ଼ିଶା ଅଧସ୍ତନ କର୍ମଚାରୀ ଚୟନ ଆୟୋଗ(ଓଏସଏସଏସସି)ଙ୍କ

ଅଭିଯୋଗ ଶୁଣାଣି ପାଇଁ ୧୮ ତାରିଖରୁ ପଞ୍ଜିକରଣ

ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ପାଇଁ ଆଗୁଆ ପଞ୍ଜିକରଣ ନିମନ୍ତେ ରାଜ୍ୟ ସରକାର ବ୍ୟବସ୍ଥା କରିଛନ୍ତି । ଅକ୍ଟୋବର ୨୧ ଓ ୨୮ତାରିଖ ଦୁଇ ସୋମବାରରେ ଦିନ ୧୧ଟାରୁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଜନଅଭିଯୋଗର ଶୁଣାଣି କରିବେ ।ପଞ୍ଜୀକୃତ ହୋଇଥିବା ଲୋକେ

ଜାତୀୟ ଶିକ୍ଷା ନୀତି ପାଇଁ ଟାସ୍କ ଫୋର୍ସ ପୁନର୍ଗଠନ କରାଯାଇଛି

ଭୁବନେଶ୍ୱର(ରାଜ୍ୟକାହାଣୀ) ଜାତୀୟ ଶିକ୍ଷା ନୀତି-୨୦୨୦କୁ ଓଡ଼ିଶାରେ କାର୍ଯ୍ୟକାରୀ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ଆଜି ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଏକ ଟାସ୍କଫୋର୍ସ ପୁର୍ନଗଠନ ସହ ୬ଟି ଥିମେଟିକ୍ ସବକମିଟି ଗଠନ କରାଯାଇଛି । ରାଜ୍ୟରେ ଜାତୀୟ ଶିକ୍ଷାନୀତି

କୋଟଗଡ ବନାଞ୍ଚଳରେ ବାଘ ଆତଙ୍କ:  ଲୋକେ ଭୟଭିତ

ଭୁବନେଶ୍ୱର(ରାଜ୍ୟକାହାଣୀ) କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ ବ୍ଲକ ବନାଞ୍ଚଳର ସାର୍ତ୍ତୁଲ ପଞ୍ଚାୟତ ରେ ଗତ ୫ ଦିନ ହେଲା ବାଘ ଆତଙ୍କ ଯୋଗୁଁ ଲୋକେ ଭୟରେ ଘରୁ ପଦାକୁ ବାହାରୁନଥିବା ଖବର ମିଳିଛି l ସୂଚନା ଯୋଗ୍ୟ ଯେ, ଗତ ଶନିବାର ଦିନ ଉକ୍ତ ଗ୍ରାମର କିଛି

ପରିସ୍ରାରେ ଅଟା ଚକଟି ଖୁଆଉଥିଲେ ଚାକରାଣୀ, ଗିରଫ ପରେ କହିଲେ ସତକଥା

ଅଟାରେ ପରିସ୍ରା ଗୋଳାଇ କରୁଥିଲେ ରୁଟି । ଯେଉଁ ଘରେ କାମ କରୁଥିଲେ, ସେହି ଘର ଲୋକଙ୍କୁ ଖୁଆଉଥିଲେ। ଗାଜିଆବାଦର ଏହି ଘଟଣା ଚର୍ଚ୍ଚାର ବିଷୟ ପାଲଟିଥିବା ବେଳେ କେଉଁ କାରଣରୁ ଏଭଳି ଅଭାବନୀୟ କାଣ୍ଡ ଭିଆଉଥିଲେ ସେନେଇ ଚାକରାଣୀ ମୁହଁ ଖୋଲିଛନ୍ତି।ସହାୟିକା ଜଣକ ୮ ବର୍ଷ ଧରି ଜଣଙ୍କ ଘରେ କାମ

ସୁନ୍ଦରପଦାରେ ଫେକ କଲ ସେଣ୍ଟର ଠାବ ଘଟଣା କୁ ନେଇ କୋଲକାତା ଯିବ ପୋଲିସ।

ଭୁବନେଶ୍ୱର(ରାଜ୍ୟକାହାଣୀ) ଭୁବନେଶ୍ବର ସୁନ୍ଦରପଦାରେ ଫେକ୍ କଲ୍ ସେଣ୍ଟର ଠାବ ମାମଲାରେ କୋଲକାତା ଯିବ କମିଶନରେଟ୍ ପୁଲିସ୍। ୬ ଅଭିଯୁକ୍ତଙ୍କୁ ୫ ଦିନିଆ ରିମାଣ୍ଡ ପାଇଁ ଆବେଦନ ହୋଇଛି। ଅନୁମତି ମିଳିବା ପରେ କୋଲକାତାକୁ ସ୍ବତନ୍ତ୍ର ପୁଲିସ୍ ଟିମ୍ ପହଞ୍ଚି ତଦନ୍ତ କରିବ। ସାଇଣ୍ଟଫିକ ଓ

ଶୁକ୍ରବାର ଅପରାହ୍ନ ୨ଟାରୁ ଶନିବାର ୨ଟା ପର୍ଯ୍ୟନ୍ତ ପାନୀୟ ଜଳ ଯୋଗ ବନ୍ଦ ରହିବ।

ଭୁବନେଶ୍ୱର(ରାଜ୍ୟକାହାଣୀ)ରାଜଧାନୀ ଭୁବନେଶ୍ୱରରେ ଅଧିକାଂଶ ଅଞ୍ଚଳରେ ୨୪ ବନ୍ଦ ରହିବ ପାନୀୟ ଜଳ ଯୋଗାଣ। ଶୁକ୍ରବାର ଅପରାହ୍ନ ୨ଟାରୁ ଶନିବାର ୨ଟା ପର୍ଯ୍ୟନ୍ତ ପାନୀୟ ଜଳ ଯୋଗ ବନ୍ଦ ରହିବ। ମୁଖ୍ୟ ଜଳ ଯୋଗାଣ ପାଇପ୍‌ ମରାମତି ଯୋଗୁ ମୁଣ୍ଡଳିରୁ ଜଳ ଯୋଗାଣ ବନ୍ଦ ରହିବ। ଜଳ ଯୋଗାଣ ବନ୍ଦ