ରାଜ୍ୟର ସମସ୍ତ ସରକାରୀ ସ୍କୁଲରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିବାକୁ ବିଭାଗ ପକ୍ଷରୁ ନିର୍ଦ୍ଦେଶ

ଭୁବନେଶ୍ୱର(ରାଜ୍ୟକାହାଣୀ)ରାଜ୍ୟର ସମସ୍ତ ସରକାରୀ ସ୍କୁଲରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିବାକୁ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ପୂର୍ବରୁ ଏନେଇ ଅନେକଥର ନିର୍ଦ୍ଦେଶ ଦିଆଯାଇଥିଲେ ହେଁ ତାହା ଠିକ୍ ଭାବେ କାର୍ଯ୍ୟକାରୀ ହୋଇପାରି ନଥିଲା।ତେବେ ପୂର୍ବରୁ ସୁରକ୍ଷା ଲାଗି ସ୍କୁଲର

ବିବାଦରେ ଛନ୍ଦିହେଲେ ବରଗଡ଼ ଧନୁଯାତ୍ରାର କଂସ

ବିଶ୍ବ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରାରେ କଂସ ଭୂମିକାରେ ଅଭିନୟ କରିଥିବା କଳାକାର ହୃଷିକେଶ ଭୋଇ ଙ୍କ ନାମରେ ସାଂଘାତିକ ଅଭିଯୋଗ । ପେଶାରେ ମହାପ୍ରୟାଣ ଗାଡି ଡ୍ରାଇଭର ଭାବେ କାମ କରୁଥିବା ହୃଷିକେଶଙ୍କ ବିରୋଧରେ ବରଗଡ଼ ସିଡିଏମଓ ନିରୁପମ ଷଡ଼ଙ୍ଗୀଙ୍କ ଦ୍ବାରା ତଦନ୍ତ ପ୍ରକ୍ରିୟା ଆରମ୍ଭ

ଦିଲ୍ଲୀରେ ଓଡ଼ିଆ ଯୁବତୀଙ୍କ ଦୁଷ୍କର୍ମ ଘଟଣାରେ ବିଭିନ୍ନ ଦିଗ ଉପରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

ଭୁବନେଶ୍ୱର(ରାଜ୍ୟକାହାଣୀ)ଦିଲ୍ଲୀରେ ଓଡ଼ିଆ ଯୁବତୀଙ୍କ ଦୁଷ୍କର୍ମ ଘଟଣାରେ ବିଭିନ୍ନ ଦିଗ ଉପରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା। ପୀଡିତାଙ୍କ ସ୍ୱାସ୍ଥ୍ୟବସ୍ଥା ଓ ଦିଲ୍ଲୀ ପୋଲିସର ତଦନ୍ତର ଅଗ୍ରଗତି ସମ୍ପର୍କରେ ଆଲୋଚନା କଲେ ମୋହନ ମାଝୀ । ଅଭିଯୁକ୍ତଙ୍କୁ ଗିରଫ ପାଇଁ ଦିଲ୍ଲୀ ପୁଲିସ ସହ

ମହାପ୍ରଭୁଙ୍କ ଆନନ୍ଦ ବଜାରରେ ମହାପ୍ରସାଦ ଚଢା ଦର

ଭୁବନେଶ୍ୱର(ରାଜ୍ୟକାହାଣୀ)କାର୍ତ୍ତିକ ମାସରେ ମହାପ୍ରସାଦର ଆବଶ୍ୟକତା ବଢିବ। ହେଲେ ଏବେଠାରୁ ମହାପ୍ରସାଦ ଓ ଶୁଖିଲି ଭୋଗର ଦର ଭକ୍ତଙ୍କ ମନରେ ଛନକା ପଶେଇଲାଣି। ୭ ବର୍ଷ ତଳର ନିଷ୍ପତ୍ତି ଅନୁସାରେ ଶ୍ରୀମନ୍ଦିରରେ କେବଳ ଗୋଟିଏ ବ୍ରାଣ୍ଡ ଅର୍ଥାତ ଓମଫେଡର ଶୁଦ୍ଧ ଘିଅ ବ୍ୟବହାର କରାଯାଇପାରିବ ।

ସୁପ୍ରିମକୋର୍ଟରେ ‘ଲେଡି ଅଫ୍ ଜଷ୍ଟିସ’ର ନୂଆ ମୂର୍ତ୍ତି

ଆଉ ‘ଅନ୍ଧ’ ହୋଇ ରହିବନି ଭାରତୀୟ ଆଇନ। ନ୍ୟାୟଦେବୀଙ୍କ ଆଖିରୁ ହଟିଲା କଳାପଟି, ହାତରେ ଖଣ୍ଡା ବଦଳରେ ଧରିଲେ ସମ୍ବିଧାନ। ସୁପ୍ରିମକୋର୍ଟଙ୍କ ପ୍ରଧାନ ବିଚାରପତି ଜଷ୍ଟିସ୍ ଡି.ଓ୍ୱାଇ.ଚନ୍ଦ୍ରଚୂଡ଼ଙ୍କ ପରାମର୍ଶରେ ନ୍ୟାୟଦେବୀଙ୍କ ସ୍ୱରୂପକୁ ବଦଳାଇ ଦିଆଯାଇଛି। ପ୍ରଧାନ ବିଚାରପତିଙ୍କ ବିଚାରରେ,

ବିରୋଧୀ ଦଳ ନେତାଙ୍କ କାର୍ଯ୍ୟାଳୟରେ ନବୀନ ପଟ୍ଟନାୟକ ଙ୍କ ୭୮ ତମ ଜୟନ୍ତୀ 

ଭୁବନେଶ୍ୱର(ରାଜ୍ୟକାହାଣୀ) ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ୭୮ ବର୍ଷ ପୂର୍ଣ୍ଣ କରିଛନ୍ତି. ଏହି ଅବସରରେ ଦଳୀୟ ନେତା ତଥା ସମାଜ ର ବିଭିନ୍ନ ବର୍ଗ ର ଲୋକ ଛାତ୍ର ଛାତ୍ରୀ ନବୀନ ନିବାସ କୁ ଯାଇ ଶ୍ରୀ ପଟ୍ଟନାୟକ ଙ୍କୁ ଜନ୍ମ ଦିନ

ପୂରା ପୁରୀ ସହରକୁ ଜଗିବ ସିସିଟିଭି। ସିସିଟିଭି ନଜରରେ ରହିବ ଶ୍ରୀକ୍ଷେତ୍ର। 

ଭୁବନେଶ୍ୱର(ରାଜ୍ୟକାହାଣୀ) ପୁରୀ ପାଇଁ ଖୁବ୍‌ଶୀଘ୍ର କାର୍ଯ୍ୟକାରୀ ହେବ ସିସିଟିଭି ଯୋଜନା। ଶ୍ରୀମନ୍ଦିର, ବଡ଼ଦାଣ୍ଡ, ସମୁଦ୍ରକୂଳ, ସମସ୍ତ ପ୍ରବେଶ ପଥରେ ସିସିଟିଭି ଲାଗିବ। ଏନେଇ ରାଜ୍ୟ ସରକାରଙ୍କୁ ଅନୁମୋଦନ ପାଇଁ ପଠାଯାଇଥିବା ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ କହିଛନ୍ତି।ସହରର

ପୁଣି ଟୁଙ୍ଗୁରୁ ଭୋଳ ଗିରଫ

ଭୁବନେଶ୍ୱର(ରାଜ୍ୟକାହାଣୀ) କିଛିଦିନ ପୂର୍ବେ ନିଜ ପ୍ରେମ କାହାଣୀକୁ ନେଇ ଚର୍ଚ୍ଚାରେ ଥିବା ଟୁଙ୍ଗୁର ଭୋଳ ଏବେ ପୁଣି ଅଡ଼ୁଆରେ। ଟୁଙ୍ଗୁରୁକୁ ଗିରଫ କରିଛି ଭରତପୁର ଥାନା ପୁଲିସ। ଚୋରି ମାମଲାରେ ଗିରଫ ହୋଇଛି ଟୁଙ୍ଗୁରୁ।ତା ନିକଟରୁ ପୋଲିସ ଗୋଟିଏ ଓ୍ଵେଲଡିଂ ମେସିନ, ଗୋଟିଏ କଟର ଏବଂ କପର

ପୁଲିସ୍‌ ଗାଡ଼ି ଭାଙ୍ଗିଲେ, ଦୁଇ ASIଙ୍କୁ ନିର୍ଦ୍ଧୁମ ପିଟିଲେ

ଭୁବନେଶ୍ୱର(ରାଜ୍ୟକାହାଣୀ) ତାତିଲେ ଗାଁ ଲୋକେ। ୩ ଡକାୟତଙ୍କ ସମେତ ପୁଲିସ୍‌କୁ ଗୋଡ଼ାଇ ଗୋଡ଼ାଇ ପିଟିଲେ। ପୁଲିସ୍‌ ଗାଡ଼ିକୁ ଭାଙ୍ଗିଲେ। ଯେଉଁଥିପାଇଁ ରଣକ୍ଷେତ୍ର ପାଲଟିଲା ସୂଚନା ମୁତାବକ ସବୁର୍ଣ୍ଣପୁର ଜିଲ୍ଲା ବିନିକା ଥାନା ଅଧିନ ସିଙ୍ଘିଯୁବା-ଖଇରମାଲ ରାସ୍ତାରେ ମଙ୍ଗଳବାର

୬ଟି ରବି ଫସଲ ଉପରେ ସରକାର ବଢାଇଲେ ସର୍ବନିମ୍ନ ସହାୟକ ମୂଲ୍ୟ

କେନ୍ଦ୍ର ସରକାର ବୁଧବାର ଦିନ ୬ଟି ରବି ଫସଲ ଉପରେ ସହାୟକ ମୂଲ୍ୟ ବୃଦ୍ଧି କରିଛନ୍ତି । ସରକାର ଗହମର ମୂଲ୍ୟ ଉପରେ କୁଇଣ୍ଟାଲ ପ୍ରତି ୧୫୦ ଟଙ୍କା ବୃଦ୍ଧି କରିଛନ୍ତି । ଏହି ବୃଦ୍ଧି ପରେ ଗହମର ସରକାରୀ ମୂଲ୍ୟ ୨୪୨୫ ଟଙ୍କାରେ ପହଞ୍ଚିଛି । ଜ, ଚଣା, ମସୁର, ସୋରିଶ, କୁସୁମ ଆଦି