ମସ୍‌ଜିଦରେ ‘ଜୟ ଶ୍ରୀରାମ’ ନାରା ଅପରାଧ ନୁହେଁ

ମସଜିଦରେ 'ଜୟ ଶ୍ରୀରାମ' ନାରା ଦେବା କୌଣସି ଅପରାଧ ନୁହେଁ ବୋଲି କହିଛନ୍ତି କର୍ଣ୍ଣାଟକ ହାଇକୋର୍ଟ। ଏଥିସହ "ଜୟ ଶ୍ରୀରାମ" ନାରା ଦେବାକୁ ନେଇ ଦୁଇ ଜଣ ବ୍ୟକ୍ତିଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା ଅପରାଧିକ ମାମଲାକୁ ଖଣ୍ଡନ କରିଛନ୍ତି।ସୂଚନା ଅନୁଯାୟୀ, ଏହି ମାମଲାରେ କୋର୍ଟ ଗତମାସରେ ରାୟ

ରାଜ୍ୟ ସରକାର ଖୁବ୍‌ଶୀଘ୍ର ଲ-ରିଭିଜନ କମିଶନ ଗଠନ କରିବେ। 

ଭୁବନେଶ୍ୱର(ରାଜ୍ୟକାହାଣୀ) ରାଜ୍ୟ ସରକାର ଖୁବଶୀଘ୍ର ଲ-ରିଭିଜନ କମିଶନ ଗଠନ କରିବାକୁ ଯାଉଛନ୍ତି । ଏନେଇ ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ ଯେଉଁ ଆଇନ ଉପରେ ପର୍ଯ୍ୟବେସିତ ହୋଇ ସରକାର ଚାଲେ ସେସବୁ ଆଇନ ଗୁଡିକର ନବୀକରଣ ବା ପୁନବିନ୍ୟାସ

ସରକାରୀ କର୍ମଚାରୀଙ୍କୁ ଦୀପାବଳି ଭେଟି ଦେଲେ କେନ୍ଦ୍ର ସରକାର

ପାର୍ବଣ ଋତୁରେ କେନ୍ଦ୍ର ସରକାର କେନ୍ଦ୍ରୀୟ କର୍ମଚାରୀଙ୍କୁ ବଡ଼ ଉପହାର ଦେଇଛନ୍ତି । ସୂତ୍ର ସୂଚନା ମୁତାବକ ଚଳିତ ବର୍ଷ କେନ୍ଦ୍ରୀୟ କର୍ମଚାରୀଙ୍କର ମହଙ୍ଗା ଭତ୍ତା କେନ୍ଦ୍ର ସରକାର ୩ ପ୍ରତିଶତ ବୃଦ୍ଧି କରିଛନ୍ତି । ଦେଶର ପ୍ରାୟ ଏକ କୋଟି ସରକାରୀ କର୍ମଚାରୀଙ୍କ ଡିଏ ବୃଦ୍ଧି

ଏମପି ପ୍ରାର୍ଥୀ ରଂଜିତାଙ୍କ ନାଁରେ ବଡ ଅଭିଯୋଗ ଆଣିଲେ ଲତିକା

ଭୁବନେଶ୍ୱର(ରାଜ୍ୟକାହାଣୀ)କବିସୂର୍ଯ୍ୟନଗରର ପୂର୍ବତନ ବିଧାୟିକା ଲତିକା ପ୍ରଧାନ ଏକ ବିସ୍ଫୋରକ ବୟାନ ଦେଇଛନ୍ତି । ସେ ସାଂସଦ ପ୍ରାର୍ଥୀ ରଞ୍ଜିତା ସାହୁଙ୍କ ନାମରେ ସଂଗୀନ ଅଭିଯୋଗ ଆଣିଛନ୍ତି । ଲତିକା ପ୍ରଧାନ କହିଛନ୍ତି ଯେ ରଞ୍ଜିତା ବିଭୀଷଣ ସାଜି ଦଳୀୟ ପ୍ରାର୍ଥୀଙ୍କୁ ହରାଇଛନ୍ତି ।

ନାୟବ ସିଂ ସାଇନି ହେବେ ହରିୟାଣାର ମୁଖ୍ୟମନ୍ତ୍ରୀ

ହରିୟାଣାରେ ପୁଣି ନାୟବ ସରକାର। ରାଜ୍ୟର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି ନାୟକ ସିଂହ ସୈନୀ। ବୁଧବାର ଚଣ୍ଡିଗଡ଼ରେ ବସିଥିବା ବିଜେପି ବିଧାୟକ ଦଳ ବୈଠକରେ ନେତା ଭାବେ ନାୟବ ସିଂହ ସୈନୀ ନିର୍ବାଚିତ ହୋଇଛନ୍ତି। ସୂଚନାଯୋଗ୍ୟ, ହରିୟାଣାର ପୂର୍ବତନ ମୁଖ୍ୟମନ୍ତ୍ରୀ ମନୋହର ଲାଲ

ନବୀନଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର(ରାଜ୍ୟକାହାଣୀ) ବିଜେଡି ସଭାପତି ତଥା ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକଙ୍କ ଆଜି ଜନ୍ମଦିବସ। ୭୯ବର୍ଷରେ ପାଦ ଦେଇଛନ୍ତି ନବୀନ। ୧୯୪୬ ମସିହା ଅକ୍ଟୋବର ୧୬ରେ ଜନ୍ମଗ୍ରହଣ କରିଥିଲେ ନବୀନ। ଆଜି ତାଙ୍କ ଜନ୍ମଦିନକୁ ସଂକଳ୍ପ ଦିବସ ଭାବେ ପାଳନ କରୁଛି ବିଜେଡି। ଏଥିପାଇଁ ସାରା

ନବୀନ @79

79 ବର୍ଷରେ ପାଦ ଥାପିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଲଗାତର 24ବର୍ଷ ଧରି ଓଡ଼ିଶାର ଶାସନଭାର ସମ୍ଭାଳିଥିଲେ ନବୀନ। ବିକଶିତ ଓଡ଼ିଶାକୁ ବିଶ୍ୱ ଦରବାରରେ ପରିଚିତ କରାଇଥିଲେ। ଶିକ୍ଷା, ସ୍ୱାସ୍ଥ୍ୟ, କ୍ରୀଡ଼ା, ଭିତ୍ତିଭୂମି କ୍ଷେତ୍ରରେ ବିଶ୍ୱ

ରାଜଧାନୀରେ ପୁଣି ସିମ୍ କଲ୍ ସେଣ୍ଟର ଠାବ

ଭୁବନେଶ୍ୱର(ରାଜ୍ୟକାହାଣୀ) ଭୁବନେଶ୍ୱର ଉପକଣ୍ଠ ସୁନ୍ଦରପଡ଼ା କାଞ୍ଚନ ଆପାର୍ଟମେଣ୍ଟର A-205 ବ୍ଲକରୁ ଠାବ ହୋଇଛି ନକଲି କଲ୍ ସେଣ୍ଟର । ସାଇବର ଠକେଇ ପାଇଁ ଆପାର୍ଟମେଣ୍ଟରେ ଚାଲୁଥିଲା ପ୍ଲାନ । ଆପାର୍ଟମେଣ୍ଟରୁ ସିମ୍ ବକ୍ସ ଭଳି ଦେଖାଯାଉଥିବା କିଛି ଡିଭାଇସ୍ ଠାବ ହୋଇଛି । ଏକାଧିକ ଲୋକଙ୍କୁ

ଆଜିଠୁ ବିଜେପିର ସକ୍ରିୟ ସଦସ୍ୟ ସଂଗ୍ରହ ଅଭିଯାନ ଆରମ୍ଭ

ଭୁବନେଶ୍ୱର(ରାଜ୍ୟକାହାଣୀ) ବିଜେପିର ସଦସ୍ୟତା ଅଭିଯାନ ଚଳିତ ବର୍ଷ ସେପ୍ଟେମ୍ବର ୨ରୁ ଦେଶବ୍ୟାପୀ ଆରମ୍ଭ ହୋଇଥିବାବେଳେ ଏପର୍ଯ୍ୟନ୍ତ ଚାଲୁରହିଛି। ଆଜିଠୁ ୩୧ ଅକ୍ଟୋବର ପର୍ଯ୍ୟନ୍ତ ସକ୍ରିୟ ସଦସ୍ୟ ଗ୍ରହଣ ପ୍ରକ୍ରିୟା ଚାଲୁ ରହିବ। ଏହି ସମୟରେ ପ୍ରାଥମିକ ସଦସ୍ୟ ସଂଗ୍ରହ ଅଭିଯାନ ମଧ୍ୟ ଜାରି

ଆଜି ଶ୍ରୀଜୀଉଙ୍କ ବନକ ଲାଗି ନୀତି ।ସନ୍ଧ୍ୟା ୫ରୁ ରାତି ୯ ପର୍ଯ୍ୟନ୍ତ ବନ୍ଦ ରହିବ ସାଧାରଣ ଦର୍ଶନ

ଭୁବନେଶ୍ୱର(ରାଜ୍ୟକାହାଣୀ)ଆଜି ଆଶ୍ୱିନ ଶୁକ୍ଳ ଚତୁର୍ଦ୍ଦଶୀ ତିଥି । ଏହି ଅବସରରେ ଶ୍ରୀଜିଉଙ୍କର ବନକ ଲାଗି ନୀତି ଅନୁଷ୍ଠିତ ହେବ । ଏଥିଲାଗି ଶ୍ରୀମନ୍ଦିରରେ ପ୍ରାୟ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ । ଏ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି ।ପରମ୍ପରା ଅନୁଯାୟୀ ବୁଧବାର