ଶ୍ୱଶୁର ଘରେ ସ୍ତ୍ରୀ ଓ ପୁତୁରାକୁ ହାଣିଲା ଜ୍ୱାଇଁ

ଭୁବନେଶ୍ୱର(ରାଜ୍ୟକାହାଣୀ) ପୁରୀ ଜିଲ୍ଲା ବ୍ରହ୍ମଗିରି ଥାନା କୁସୁବେଣ୍ଟି ଗାଁରେ ଅଭାବନୀୟ ଘଟଣା ଘଟିଯାଇଛି । ନିଜ ଶଶୁର ଘରେ ସ୍ତ୍ରୀ ଓ ଦେଢ଼ଶାଶୁର ପୁଅକୁ ହାଣିଲା ଜ୍ଵାଇଁ । ଗ୍ରାମବାସୀଙ୍କ ଦ୍ବାରା ଅଭିଯୁକ୍ତକୁ ଅଟକ କରିବା ପରେ ପୋଲିସ ଜିମା ଦେଇଛନ୍ତି। ପୋଲିସ ଘଟଣାର ଛାନ୍‌ଭିନ୍‌ ଜାରି

କ୍ଲାସ୍‌ରେ ୭୫% ଉପସ୍ଥାନ ନ ଥିଲେ ଛାତ୍ରଛାତ୍ରୀ ପରୀକ୍ଷା ଦେଇପାରିବେ ନାହିଁ। 

ଭୁବନେଶ୍ୱର(ରାଜ୍ୟକାହାଣୀ)କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ପକ୍ଷରୁ ଦଶମ ଓ ଦ୍ବାଦଶ ଶ୍ରେଣୀ ପରୀକ୍ଷା ୨୦୨୫ ପାଇଁ ମାର୍ଗଦର୍ଶିକା ଜାରି କରାଯାଇଛି। ମାର୍ଗଦର୍ଶିକା ଅନୁଯାୟୀ, ଶ୍ରେଣୀଗୃହରେ ଛାତ୍ରୀଛାତ୍ରଙ୍କ ୭୫ ପ୍ରତିଶତ ଉପସ୍ଥାନକୁ ବାଧ୍ୟତାମୂଳକ କରାଯାଇଛି। ଦିନକୁ

ଶ୍ରୀମନ୍ଦିରରେ ବ୍ୟବହାର ହେବ ଓମଫେଡ୍ ଘିଅ

ଭୁବନେଶ୍ୱର(ରାଜ୍ୟକାହାଣୀ)ଶ୍ରୀମନ୍ଦିରରେ କେବଳ ଓମ୍‌ଫେଡ୍‌ ଘିଅର ବ୍ୟବହାର ନେଇ ‌ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ହୋଇଛି। ଏନେଇ ମୁଖ୍ୟ ପ୍ରଶାସକ ଚିଠି ଲେଖିଥିବା ସୂଚନା ମିଳିଛି। ମୁଖ୍ୟ ପ୍ରଶାସକ ପତ୍ରରେ ଲେଖିଛନ୍ତି ଯେ, ଶ୍ରୀମନ୍ଦିର ମଧ୍ୟରେ ମହାପ୍ରସାଦ ପ୍ରସ୍ତୁତି ଏବଂ ଦୀପରେ

୭୮ ବର୍ଷ ବୟସରେ ପଦାର୍ପଣ କଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ

ଭୁବନେଶ୍ୱର(ରାଜ୍ୟକାହାଣୀ)ପୂର୍ବତନ ମୁଖ୍ୟମନ୍ତ୍ରୀ, ବିରୋଧୀ ଦଳ ନେତା ତଥା ବିଜୁ ଜନତା ଦଳ ସଭାପତି ନବୀନ ପଟ୍ଟନାୟକ ୭୯ ବର୍ଷରେ ପାଦ ଥାପିଛନ୍ତି ।ଆଜି ନବୀନଙ୍କ ଜନ୍ମଦିନ । ତାଙ୍କ ଜନ୍ମଦିନରେ ବିଜେଡି ରାଜ୍ୟର ବିଭିନ୍ନ ସ୍ଥାନରେ ଜୀବନବିନ୍ଦୁ କାର୍ଯ୍ୟକ୍ରମ ମାଧ୍ୟମରେ ରକ୍ତଦାନ ଶିବିର

ଆସୁଛି ଆଉ ଏକ ଲଘୁଚାପ 

ଭୁବନେଶ୍ୱର(ରାଜ୍ୟକାହାଣୀ)ଭାରତରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସମ୍ପୂର୍ଣ୍ଣ ବିଦାୟ ନେଇଛି। ଉତ୍ତର ପଶ୍ଚିମ ଭାଗରୁ ୧୭ ତାରିଖ ବଦଳରେ ୨୩ ସେପ୍ଟେମ୍ବରରୁ ଆରମ୍ଭ ହୋଇଥିବା ଅପସାରଣ ପ୍ରକ୍ରିୟା ମଙ୍ଗଳବାର ଓଡ଼ିଶାରୁ ସମ୍ପୂର୍ଣ୍ଣ ହୋଇଛି। । ଏହି ପ୍ରକ୍ରିୟା ଅକ୍ଟୋବର ୧୩ରେ ଆରମ୍ଭ

OPSC ପ୍ରିଲିମନାରୀ ପରୀକ୍ଷାର ତାରିଖ ସହ ସମ୍ପୂର୍ଣ୍ଣ ବିବରଣୀ ପ୍ରକାଶ ପାଇଛି। 

ଭୁବନେଶ୍ୱର(ରାଜ୍ୟକାହାଣୀ)  ଓଡିଶା ଲୋକସେବା ଆୟୋଗ ୨୦୨୩ ପ୍ରିଲିମନାରୀ ପରୀକ୍ଷା ତାରିଖ ଘୋଷଣା କରିଛି । ଚଳିତ ବର୍ଷ ଅନୁଷ୍ଠିତ ହେବାକୁ ଥିବା ଓପିଏସ୍‌ସି ପ୍ରିଲିମନାରୀ ପରୀକ୍ଷାର ତାରିଖ ସହ ସମ୍ପୂର୍ଣ୍ଣ ବିବରଣୀ ପ୍ରକାଶ ପାଇଛି । ବିଜ୍ଞପ୍ତି ଅନୁସାରେ, ଅକ୍ଟୋବର 27ରୁ ଓଡିଶା ସିଭିଲ୍

କୃଷକମାନଙ୍କୁ ଅତ୍ୟାଧୁନିକ କୃଷି ନିମନ୍ତେ ସକ୍ଷମ କରିବା ଲକ୍ଷ୍ୟରେ ସୋଆ ଏବଂ ହାଇଡେନ୍‌ମେଟ ସଲ୍ୟୁସନ୍ସ ମଧ୍ୟରେ…

ଭୁବନେଶ୍ୱର , ଅକ୍ଟୋବର ୧୫ : କୃଷି କ୍ଷେତ୍ରରେ ଜ୍ଞାନ ଆହରଣ ଏବଂ କୃଷକମାନଙ୍କୁ ସହଜରେ କୃଷି ସମ୍ପର୍କିତ ତଥ୍ୟ ପ୍ରଦାନ କରିବା କ୍ଷେତ୍ରରେ ମିଳିତ ଭାବେ କାର୍ଯ୍ୟ କରିବା ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଏବଂ ବେଙ୍ଗାଲୁରୁ ସ୍ଥିତ ହାଇଡେନ୍‌ମେଟ ସଲ୍ୟୁସନ୍ସ ପ୍ରାଇଭେଟ ଲିମିଟେଡ

ଆଜିଠୁ ବାଲିଯାତ୍ରା ପାଇଁ ପ୍ଲଟ୍ ପଞ୍ଜିକରଣ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର(ରାଜ୍ୟକାହାଣୀ) କଟକର ଐତିହାସିକ ବାଲିଯାତ୍ରା ପାଇଁ ପ୍ଲଟ୍ ରେଜିଷ୍ଟ୍ରେସନ ପ୍ରକ୍ରିୟା ଆରମ୍ଭ ହୋଇଛି। ନଭେମ୍ବର ୧୫ରୁ ଆରମ୍ଭ ହୋଇ ୨୨ ତାରିଖ ପର୍ଯ୍ୟନ୍ତ ଚାଲିବ ବାଲିଯାତ୍ରା। ହାଇବ୍ରିଡ଼ ଏବଂ ଅନଲାଇନରେ ପଞ୍ଜିକରଣ ହେବ । ସକାଳ ୧୦ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଚାଲିବ

ମଣ୍ଡିରେ ଧାନ କିଣାକୁ ସୁବ୍ୟବସ୍ଥିତ କରିବା ପାଇଁ ଦାୟିତ୍ୱରେ ରହିବେ ମନ୍ତ୍ରୀ

ଭୁବନେଶ୍ୱର(ରାଜ୍ୟକାହାଣୀ) ଖରିଫ ଧାନ ଅମଳ ପୂର୍ବରୁ ରାଜ୍ୟ ସରକାର ମଙ୍ଗଳବାର ଧାନ କିଣାକୁ ନେଇ ଏକ ଗୁରୁତ୍ବପୂର୍ଣ୍ଣ ବୈଠକ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଆଧୁନିକୀକରଣ ମାଧ୍ୟମରେ ଧାନ କିଣା ଯିବ ବୋଲି ଆଲୋଚନା ହୋଇଛି। ଏପରିକି

୩୨,୦୦୦ କୋଟିର ଡ୍ରୋନ୍ ଆଣିବ ଭାରତ

ଆହୁରି ଦୃଢ ହେବ ତିନି ସେନାର ଶକ୍ତି। ଭାରତ ସରକାର ଆମେରିକା ସହ ଏକ ବଡ଼ ଚୁକ୍ତି କରିଛନ୍ତି। ଦେଶକୁ ଆସିବ ଆମେରିକାର ଶକ୍ତିଶାଳୀ ପ୍ରିଡେଟର MQ-9B ଡ୍ରୋନ୍। ଏଥିପାଇଁ ଭାରତ ସରକାର ଆମେରିକା ସହ ୩୨ ହଜାର କୋଟି ଟଙ୍କାର ଡିଲ୍ କରିଛନ୍ତି। ରିପୋର୍ଟ ଅନୁଯାୟୀ, ୩.୯୯ ବିଲିୟନ ଡଲାରର ଏହି