ମଣ୍ଡିରେ ଧାନ କିଣାକୁ ସୁବ୍ୟବସ୍ଥିତ କରିବା ପାଇଁ ଦାୟିତ୍ୱରେ ରହିବେ ମନ୍ତ୍ରୀ

ଭୁବନେଶ୍ୱର(ରାଜ୍ୟକାହାଣୀ) ଖରିଫ ଧାନ ଅମଳ ପୂର୍ବରୁ ରାଜ୍ୟ ସରକାର ମଙ୍ଗଳବାର ଧାନ କିଣାକୁ ନେଇ ଏକ ଗୁରୁତ୍ବପୂର୍ଣ୍ଣ ବୈଠକ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଆଧୁନିକୀକରଣ ମାଧ୍ୟମରେ ଧାନ କିଣା ଯିବ ବୋଲି ଆଲୋଚନା ହୋଇଛି। ଏପରିକି

୩୨,୦୦୦ କୋଟିର ଡ୍ରୋନ୍ ଆଣିବ ଭାରତ

ଆହୁରି ଦୃଢ ହେବ ତିନି ସେନାର ଶକ୍ତି। ଭାରତ ସରକାର ଆମେରିକା ସହ ଏକ ବଡ଼ ଚୁକ୍ତି କରିଛନ୍ତି। ଦେଶକୁ ଆସିବ ଆମେରିକାର ଶକ୍ତିଶାଳୀ ପ୍ରିଡେଟର MQ-9B ଡ୍ରୋନ୍। ଏଥିପାଇଁ ଭାରତ ସରକାର ଆମେରିକା ସହ ୩୨ ହଜାର କୋଟି ଟଙ୍କାର ଡିଲ୍ କରିଛନ୍ତି। ରିପୋର୍ଟ ଅନୁଯାୟୀ, ୩.୯୯ ବିଲିୟନ ଡଲାରର ଏହି

ମୁଁ ବିଜେଡି ଛାଡ଼ିବା ପଛରେ ପାଣ୍ଡିଆନ ଦାୟୀ।

ଭୁବନେଶ୍ୱର(ରାଜ୍ୟକାହାଣୀ) ରାଜ୍ୟରେ ଭାଜପା ସରକାର ଆସିବା ପରେ ବିଜେଡିର କିଛି ନେତା ଦଳ ଛାଡ଼ିଛନ୍ତି। ବିଶେଷକରି ନିର୍ବାଚନ ସମୟରେ ପୂର୍ବତନ ବିଜେଡି ନେତା ଭି.କେ. ପାଣ୍ଡିଆନଙ୍କ ସମ୍ପୃକ୍ତି ଉପରେ ଅନେକେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ବିଜେଡିର ପରାଜୟକୁ ନେଇ ବରିଷ୍ଠ ବିଜେପି ନେତା

ଘୋଷଣା ହେଲା ମହାରାଷ୍ଟ୍ର ଓ ଝାଡ଼ଖଣ୍ଡ ନିର୍ବାଚନ ତାରିଖ

ମହାରାଷ୍ଟ୍ର ଏବଂ ଝାଡଖଣ୍ଡରେ ହେବାକୁ ଥିବା ବିଧାନସଭା ନିର୍ବାଚନ ବିଗୁଲ ବାଜିଛି। ଭାରତର ନିର୍ବାଚନ ଆୟୋଗ ରାଜୀବ କୁମାର ଏହି ୨ ରାଜ୍ୟ ନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି। ମହାରାଷ୍ଟ୍ରରେ ୨୮୮ ବିଧାନସଭା ଆସନ ପାଇଁ ଗୋଟିଏ ପର୍ଯ୍ୟାୟରେ ମତଦାନ ଅନୁଷ୍ଠିତ ହେବ। ନଭେମ୍ବର ୨୦ରେ

ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦୌପଦୀ ମୁର୍ମୁ । 

ଭୁବନେଶ୍ୱର(ରାଜ୍ୟକାହାଣୀ) ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦୌପଦୀ ମୁର୍ମୁ । ଆସନ୍ତା ୨୩ ତାରିଖରେ ଓଡିଶା ଗସ୍ତରେ ଆସୁଛନ୍ତି ମହାମହିମ । ଏହି ଅବସରରେ ଅନେକ ପ୍ରକଳ୍ପର ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି। ମୟୂରଭଞ୍ଜ ଜିଲା ଗସ୍ତ କାର୍ଯ୍ୟକ୍ରମ ପରେ ୨୪ତାରିଖ ସକାଳ ୯ଟାରୁ

ବାକି ଆବେଦନକାରୀଙ୍କୁ ଦୀପାବଳିରେ ମିଳିବ ସୁଭଦ୍ରା ଟଙ୍କା

ଭୁବନେଶ୍ୱର(ରାଜ୍ୟକାହାଣୀ)ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କ ତିନିଦିନିଆ କେନ୍ଦୁଝର ଗସ୍ତର ଶେଷ ଦିନରେ ଲୋକଙ୍କ ଅଭିଯୋଗ ଶୁଣିଛନ୍ତି। କେନ୍ଦୁଝର ସର୍କିଟ ହାଉସ ଓ ମଣ୍ଡୁଆସ୍ଥିତ ଅଭିଯୋଗ ଶୁଣାଣି କ୍ୟାମ୍ପ କାର୍ଯ୍ୟାଳୟରେ ସାଧାରଣ ଲୋକଙ୍କୁ ଭେଟି ସେମାନଙ୍କର ଅଭିଯୋଗ ପତ୍ର ଗ୍ରହଣ କରିବା

ପୁଣ୍ୟାତ୍ମା ଏପିଜେ ଅବଦୁଲ କଲାମଙ୍କର ଆଜି ଜନ୍ମଜୟନ୍ତୀ

ଯଦି ତୁମେ ସୂର୍ଯ୍ୟଙ୍କ ଭଳି ଚମକିବାକୁ ଚାହୁଁଛ... ତେବେ ପ୍ରଥମେ ସୂର୍ଯ୍ୟଙ୍କ ଭଳି ଜଳିବାକୁ ଚେଷ୍ଟା କର... ଏହି କଥା ଥିଲେ ଡକ୍ଟର ଏପିଜେ ଅବଦୁଲ କଲାମଙ୍କର । ୧୯୩୧ରେ ତାମିଲନାଡୁ ରାମେଶ୍ୱରମର ମୁସଲମାନ ପରିବାରରେ ଜନ୍ମ । ମାଟ୍ରିକ ସରିବା ପରେ ତିରୁଚିରାପଲ୍ଲୀ ସେଣ୍ଟ ଯୋଶେଫ୍

ରେଡ୍‌ ପାଇଁ ଯାଇଥିବା ବେଳେ ଅବକାରୀ କନଷ୍ଟେବଲଙ୍କୁ ନିର୍ଧୂମ ପିଟିଲେ ମଦ ମାଫିଆ।

ଭୁବନେଶ୍ୱର(ରାଜ୍ୟକାହାଣୀ)ବ୍ରହ୍ମପୁର ଟାଉନ୍‌ ଥାନା ଅଞ୍ଚଳରେ ଅଘଟଣ । ଚଢାଉ ବେଳେ ଅବକାରୀ କର୍ମଚାରୀଙ୍କୁ ମାଡ । ସଂଘବଦ୍ଧ ଆକ୍ରମଣରେ ଜଣେ ଅବକାରୀ କର୍ମଚାରୀ ଆହତ ହୋଇଛନ୍ତି । ଆହତ ପରେ କର୍ମଚାରୀଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ଗତକାଲି ସଂଧ୍ୟାରେ କନଷ୍ଟେବଲ ସବ୍ୟସାଚୀ

ପ୍ରେମ ବିଚ୍ଛେଦ ଯୋଗୁଁ ଆପାର୍ଟମେଣ୍ଟରୁ ଡେଇଁ ଆତ୍ମହତ୍ୟା କଲେ ଯୁବକ

ଭୁବନେଶ୍ୱର(ରାଜ୍ୟକାହାଣୀ)ଜଣେ ଯୁବ ଇଞ୍ଜିନିୟର ୮ ମହଲାରୁ ତଳକୁ ଡେଇଁ ଜୀବନ ହାରିଛନ୍ତି । ତାଙ୍କ ନାମ ରୋନିତ ଜେନା(୨୩) । ସେ ଖାରବେଳନଗର ଥାନା ଅଞ୍ଚଳରେ ଏକ ଆପାର୍ଟମେଣ୍ଟ୍‌ରେ ସପରିବାର ରହୁଥିଲେ । ପୁଅର ମୃତ୍ୟୁ ପାଇଁ ପ୍ରେମିକାକୁ ଦାୟୀ କରି ପରିବାର ଲୋକେ ଖାରବେଳନଗର ଥାନାରେ ଅଭିଯୋଗ

ବାଜିବ ମହାରାଷ୍ଟ୍ର ଓ ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ବିଗୁଲ

ଅକ୍ଟୋବର ୧୫ ଅପରାହ୍ନରେ ମହାରାଷ୍ଟ୍ର ଏବଂ ଝାଡଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ନିର୍ବାଚନ ଆୟୋଗ ତାରିଖ ଘୋଷଣା କରିବେ।ଅପରାହ୍ନ ୩ଟା ୩୦ରେ ନିର୍ବାଚନ ଆୟୋଗ ଏକ ସାମ୍ବାଦିକ ସମ୍ମିଳନୀ କରିବେ। ଏହି ସମୟରେ ନିର୍ବାଚନ କେତେ ପର୍ଯ୍ୟାୟରେ ଅନୁଷ୍ଠିତ ହେବ ଏବଂ କେଉଁ ପ୍ରସ୍ତୁତି ଚାଲିଛି ତାହା