ପ୍ରଫେସର (ଡାକ୍ତର) ଅଶୋକ ମହାପାତ୍ରଙ୍କୁ ସୋଆ ପ୍ରତିଷ୍ଠାତା ସଭାପତିଙ୍କ ସମ୍ବର୍ଦ୍ଧନାଭୁ

ବନେଶ୍ୱର ( ରାଜ୍ୟ କାହାଣୀ) , ଜାନୁଆରୀ ୨୭ : ବିଶିଷ୍ଟ ନ୍ୟୁରୋସର୍ଜନ ତଥା ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ପ୍ରମୁଖ ଉପଦେଷ୍ଟା (ସ୍ୱାସ୍ଥ୍ୟ ବିଜ୍ଞାନ) ପ୍ରଫେସର (ଡାକ୍ତର) ଅଶୋକ କୁମାର ମହାପାତ୍ରଙ୍କୁ ପଦ୍ମଶ୍ରୀ ସମ୍ମାନ ନିମନ୍ତେ କେନ୍ଦ୍ର ସରକାରଙ୍କ ଦ୍ୱାରା ମନୋନୀତ କରାଯିବା

ବଦଳିଲେ ରାଜ୍ୟ ନିର୍ବାଚନ କମିଶନର । ଅବସରପ୍ରାପ୍ତ ଆଇଏଏସ୍ ଅଫିସର ମଧୁସୂଦନ ପାଢୀଙ୍କୁ ନୂଆ ଦାୟିତ୍ୱ

ଭୁବନେଶ୍ଵର ( ରାଜ୍ୟ କାହାଣୀ) ମଧୁ ପାଢୀ ହେଲେ ରାଜ୍ୟ ନିର୍ବାଚନ କମିଶନର। ପାଢ଼ୀ ୧୯୯୧-ବ୍ୟାଚ୍ ଓଡିଶା କ୍ୟାଡରର ଆଇଏଏସ୍ ଅଧିକାରୀ। ଭାରତୀୟ ପ୍ରଶାସନିକ ସେବାରେ ଯୋଗଦେବା ପରେ ସେ କନ୍ଧମାଳ ଜିଲା ବାଲିଗୁଡାର ସବ୍ କଲେକ୍ଟର ଭାବରେ ପ୍ରଥମେ କାର୍ଯ୍ୟ କରିଥିଲେ ଏବଂ ପରେ

ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କୁ ଅତିରିକ୍ତ ଦାୟିତ୍ୱ

ଭୁବନେଶ୍ଵର ( ରାଜ୍ୟ କାହାଣୀ) ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କୁ ଅତିରିକ୍ତ ଦାୟିତ୍ବ । ଏସଜେଟିଏର ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ବ । ପୂର୍ବରୁ ଶ୍ରୀମନ୍ଦିର କାର୍ଯ୍ୟକାରୀ ଅଧ୍ୟକ୍ଷ ଭାବେ ଦାୟିତ୍ୱ ତୁଲାଉଥିଲେ ।ଏନେଇ ରାଜ୍ୟ ପ୍ରଶାସନ ଓ ଜନ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି

ସରକାରଙ୍କ ଅବହେଳା ପାଇଁ ଆଜି ଆମେ ବିପଦରେ

ଭୁବନେଶ୍ୱର(ରାଜ୍ୟକାହାଣୀ ) ଗତକାଲି ମୋର ଭୁବନେଶ୍ବର ଘରେ ଚୋରି ହୋଇଛି । ଏହି ଘଟଣା କେବଳ ମୋ ପରିବାର ପାଇଁ ନୁହେଁ । ବରଂ ସମସ୍ତ ଭୁବନେଶ୍ବର ବାସୀଙ୍କ ସୁରକ୍ଷାକୁ ନେଇ ମୁଁ ଚିନ୍ତିତ । ସୋସିଆଲ ମିଡିଆ ଫେସବୁକରେ ପୋଷ୍ଟ ସେୟାର କରି ଏମିତି ଚିନ୍ତା ପ୍ରକଟ କରିଛନ୍ତି ବରିଷ୍ଠ

ନାଗ ସାପ ଦେଖାଇ  ଫାଇନାସ୍ସ କର୍ମଚାରୀଙ୍କୁ ଅପହରଣ

ଗଞ୍ଜାମ ଜିଲା କେ.ନୂଆଗାଁ ପୋଲିସ ଚିକିଟି ଗଡ଼ ଗ୍ରାମର ନୂତନ ପାତ୍ରଙ୍କ ଘରେ ବନ୍ଧକ ରଖାଯାଇଥିବା ୪ ଯୁବକଙ୍କୁ ଉଦ୍ଧାର କରିଛି। ଉଦ୍ଧାର ଯୁବକଙ୍କ ମଧ୍ୟରେ ଜଣେ ନୂଆ ଦିଲ୍ଲୀର ଏକ ଘରୋଇ ଫାଇନାନ୍ସ ସଂସ୍ଥାର କର୍ମଚାରୀ ହୋଇଥିବା ବେଳେ ଅନ୍ୟ ୩ ଜଣ କଟକ ଅଞ୍ଚଳର ଏଜେଣ୍ଟ ବୋଲି ସୂଚନା

ନନ୍ଦନକାନନରେ ଆଖି ବୁଜିଲା ସିଂହୀ ରେୱା

ଭୁବନେଶ୍ୱର(ରାଜ୍ୟକାହାଣୀ ) ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ସିଂହୀ ‘ରେଓ୍ବା’ର ମୃତ୍ୟୁ ଘଟିଛି। ପ୍ରସବକାଳୀନ ଅସୁସ୍ଥତା ଯୋଗୁ ରେଓ୍ବାର ୮ ବର୍ଷ ବୟସରେ ମୃତ୍ୟୁ ହୋଇଛି। ତିନୋଟି ଛୁଆଙ୍କୁ ଜନ୍ମ ଦେଇ ଜୀବନ ହାରିଲା ସିଂହୀ ରେୱା । ଡିସେମ୍ବର ୨୦୨୦ରେ ଇନ୍ଦୋରର କମଳା ନେହେରୁ ପ୍ରାଣୀ

ବିଜୁଳି ଗଲେ ଥାନା ଅନ୍ଧାର ।

ଭୁବନେଶ୍ୱର(ରାଜ୍ୟକାହାଣୀ ) ବିଜୁଳି କଟିଲେ ମୋବାଇଲ ଟର୍ଚ୍ଚରେ ଚାଲୁଛି ଥାନା । କିଟିମିଟ ଅନ୍ଧାରରେ ଚଳୁଛନ୍ତି ଥାନା କର୍ମଚାରୀ ଓ ଥାନାକୁ ଆସୁଥିବା ସାଧାରଣ ଜନତା । ଅନ୍ୟପଟେ ଅତିରିକ୍ତ ଏସପି କହୁଛନ୍ତି ଆମ ପାଖରେ ଏନେଇ କୌଣସି ଖବର ନାହିଁ । ପୁରୀ ଅସ୍ତରଙ୍ଗ ଥାନାରୁ ଆସିଛି ଏହି ଚିତ୍ର ।

ଉତ୍ତରାଖଣ୍ଡରେ ଆଜିଠାରୁ ସମାନ ନାଗରିକ ସଂହିତା (ୟୁସିସି) ଲାଗୁ ହେବାକୁ ଯାଉଛି । 

ଉତ୍ତରାଖଣ୍ଡରେ ଆଜିଠାରୁ ସମାନ ନାଗରିକ ସଂହିତା (ୟୁସିସି) ଲାଗୁ ହେବାକୁ ଯାଉଛି । ଉତ୍ତରାଖଣ୍ଡ ଦେଶର ପ୍ରଥମ ରାଜ୍ୟ ହେବ ଯେଉଁଠାରେ ଏହା ଲାଗୁ ହେବାକୁ ଯାଉଛି । ପ୍ରଧାନମନ୍ତ୍ରୀ ମୋଦିଙ୍କ ଠିକ୍ ଗସ୍ତ ପୂର୍ବରୁ ଐତିହାସିକ ଆଇନ ଲାଗୁ ହେବ । ୟୁସିସି ସମଗ୍ର ଉତ୍ତରାଖଣ୍ଡରେ କାର୍ଯ୍ୟକାରୀ ହେବ

 ଘରେ ପଶି ହାଣିଲେ ମାଓବାଦୀ । 

ଭୁବନେଶ୍ୱର(ରାଜ୍ୟକାହାଣୀ ) ଛତିଶଗଡ ବିଜାପୁରରେ ମାଓବାଦୀଙ୍କ ବର୍ବର କାଣ୍ଡ । ପୁଲିସ ଇନଫର୍ମର ସନ୍ଦେହରେ ଜଣଙ୍କୁ ନିର୍ମମ ଭାବେ ହତ୍ୟା କରିଛନ୍ତି । ଘରେ ପଶି ଯୁବକଙ୍କୁ ହାଣି ହତ୍ୟା କରିଛନ୍ତି ମାଓବାଦୀ । ଟଙ୍ଗିଆ ସାହାଯ୍ୟରେ ଯୁବକଙ୍କୁ ହାଣି ହତ୍ୟା କରାଯାଇଛି । ଘଟଣା ସ୍ଥଳରେ ମାଓ

ସୈଫ ଅଲ୍ଲୀ ଖାନଙ୍କ ଆକ୍ରମଣ ଘଟଣାରେ : ମେଳ ଖାଉନି ଅଭିଯୁକ୍ତର ଫିଙ୍ଗରପ୍ରିଣ୍ଟ 

ସୈଫ ଅଲ୍ଲୀ ଖାନଙ୍କ ଉପରେ ଆକ୍ରମଣକୁ ନେଇ ପୁଣି ଏକ ଦ୍ବନ୍ଦ୍ବ । ମେଳ ଖାଉନି ଆଙ୍ଗୁଠି ଚିହ୍ନ । କ୍ରାଇମ ସିନ୍‌ରୁ ତଦନ୍ତକାରୀ ଟିମ୍ ସଂଗ୍ରହ କରିଥିବା ସାମ୍ପଲ୍ ସହ ଅଭିଯୁକ୍ତ ସରିଫୁଲ୍ ଇସଲାମ୍ ଶେହଜାଦର କୌଣସି ଫିଙ୍ଗର୍ ପ୍ରିଣ୍ଟ ମେଳ ଖାଉ ନଥିବା ଜଣାପଡ଼ିଛି । ମୁମ୍ବାଇ ପୋଲିସ ଜାନୁଆରୀ