ଚଳିତ ମହାକୁମ୍ଭରେ ୧୨ ହଜାର ନାଗାସାଧୁ ନେବେ ଦୀକ୍ଷା

ମହାକୁମ୍ଭ-୨୦୨୫ରେ ବଛାବଛା ପ୍ରାଚୀନ ହିନ୍ଦୁ ଆଖଡ଼ା ଦ୍ୱାରା ପ୍ରାୟ ୧୨,୦୦୦ ନୂଆ ନାଗା ସାଧୁଙ୍କୁ ସନ୍ନ୍ୟାସ ଦୀକ୍ଷାରେ ଦୀକ୍ଷିତ କରାଯିବ । ଗଙ୍ଗାରେ ୧୦୮ ଥର ସ୍ନା କରିବା ପରେ ସେମାନେ ଜଙ୍ଗଲକୁ ଯାଇ କରିବେ କଠୋର ସାଧନା । ମୋଟ ୧୩ଟି ସ୍ୱୀକୃତିପ୍ରାପ୍ତ ହିନ୍ଦୁ ମଠ ମଧ୍ୟରୁ ମାତ୍ର ୭ଟି

ଘନ କୁହୁଡ଼ି ପାଇଁ ଆଜି ୬ ଜିଲ୍ଲାକୁ ୟେଲୋ ଆଲର୍ଟ

ଭୁବନେଶ୍ୱର(ରାଜ୍ୟକାହାଣୀ) ଭୁବନେଶ୍ୱରର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ରାଜ୍ୟର ବିଭିନ୍ନ ଜିଲ୍ଲା ପାଇଁ ପାଣିପାଗର ପୂର୍ବାନୁମାନ ଏବଂ ସତର୍କ ସୂଚନା ଜାରି କରାଯାଇଛି।। ଆସନ୍ତା ୫ ଦିନ ପର୍ଯ୍ୟନ୍ତ ତାପାମତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ । କେତେକ ଜିଲ୍ଲାରେ

ବିଜେଡି ନେତା ନବ ଦାସଙ୍କ ଭାଇ ବ୍ରଜ ଦାସଙ୍କ ଘରେ ଆଇଟି ରେଡ୍,

ଭୁବନେଶ୍ୱର(ରାଜ୍ୟକାହାଣୀ) ବଢିଲା ଦିବଂଗତ ବିଜେଡି ନେତା ନବ ଦାସଙ୍କ ଭାଇ ବ୍ରଜ ଦାସଙ୍କ ଅଡୁଆ । ସକାଳୁ ସକାଳୁ ତାଙ୍କ ଘରେ ପଶିଛି ଆୟକର ବିଭାଗ । ଆୟକର ଫାଙ୍କିବା ଅଭିଯୋଗରେ ଆଇଟି ରେଡ୍ କରାଯାଉଛି । ତାଙ୍କ ଉପରେ କେତେ ଟଙ୍କାର ବକେୟା ଟିକସ୍ ରହିଛି , କେବଳ ସମ୍ବଲପୁର କି ଅନ୍ୟ କେଉଁ

ରାତି ଅଧରେ ମହିଳା କନଷ୍ଟେବଳଙ୍କୁ ପ୍ରେମ ନିବେଦନ କଲେ ଆଇଆଇସି

ଭୁବନେଶ୍ୱର(ରାଜ୍ୟକାହାଣୀ) କୋଣାର୍କ ବେଳାମାର୍ଗସ୍ଥିତ ରାମଚଣ୍ଡୀ ଥାନାର ଜଣେ ମହିଳା କନେଷ୍ଟବଳ ନିଜକୁ ଅସୁରକ୍ଷିତ ମନେ କରି ଏସ୍‌ପିଙ୍କୁ ନ୍ୟାୟ ପାଇଁ ଲିଖିତ ଭାବେ ନିବେଦନ କରିଛନ୍ତି । ମହିଳା କନେଷ୍ଟେବଲଙ୍କୁ ରାତି ଅଧରେ ଆଇଆଇସି ପ୍ରେମ ନିବେଦନ କରିବା ଘଟଣା ସାମ୍ନାକୁ ଆସିଛି ।

ସମ୍ପତ୍ତି ତାଲିକା ଦିଅ ନହେଲେ ପ୍ରମୋସନ ବନ୍ଦ

ଭୁବନେଶ୍ୱର(ରାଜ୍ୟକାହାଣୀ) ଶ୍ରୀମନ୍ଦିର କର୍ମଚାରୀଙ୍କ ପାଇଁ ଜାରିହେଲା ନୂଆ ଗାଇଡଲାଇନ । ୫ ସୂତ୍ରୀ ଗାଇଡଲାଇନ ଜାରିକଲା ଶ୍ରୀମନ୍ଦିର ପ୍ରଶାସନ । । ଶ୍ରୀମନ୍ଦିର ପ୍ରଶାସନର କାର୍ଯ୍ୟ ସମୀକ୍ଷା ପରେ ଅରବିନ୍ଦ ପାଢୀ ସୂଚନା ଦେଇ କହିଛନ୍ତି, ଡ୍ୟୁଟି ସମୟରେ ଶ୍ରୀମନ୍ଦିର ପ୍ରଶାସନରେ କୌଣସି

ବଢିଲା ସ୍କିମାଟିକ୍ କନିଷ୍ଠ ଶିକ୍ଷକଙ୍କ ଦରମା

ଭୁବନେଶ୍ୱର(ରାଜ୍ୟକାହାଣୀ) ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ସ୍ତରରେ ସ୍କିମାଟିକ୍ କନିଷ୍ଠ ଶିକ୍ଷକମାନେ ନିୟୋଜିତ ହୋଇଛନ୍ତି। ସେମାନଙ୍କୁ ମାସିକ ୧୧ ହଜାର ଶହେ ଟଙ୍କା ପାରିଶ୍ରମିକ ଦିଆଯାଉଛି । ହେଲେ ଆଗକୁ ସେମାନଙ୍କୁ ମିଳିବ ୧୬ ହଜାର ଟଙ୍କା ଦରମା। ମୁଖ୍ୟମନ୍ତ୍ରୀଙ୍କ

ଆଜିଠାରୁ ଶିମିଳିପାଳ ଜଗିବେ ପୁଲିସ ଫୋର୍ସ। 

ଭୁବନେଶ୍ୱର(ରାଜ୍ୟକାହାଣୀ) ବନ୍ୟଜନ୍ତୁ ଶିକାରୀମାନଙ୍କ ଘୃଣ୍ୟ କାର୍ଯ୍ୟରେ ଅଙ୍କୁଶ ଲଗାଇବା ପାଇଁ କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି। ଏଥର ଶିମିଳିପାଳ ଅଭୟାରଣ୍ୟରୁ ବାଘ, ହାତୀ ଶିକାର କଲେ ଆଉ ନିସ୍ତାର ମିଳିବ ନାହିଁ। ବନ ବିଭାଗ ଓ ପୁଲିସର ମିଳିତ ସହଯୋଗରେ ସ୍ପେଶାଲ ଟାକ୍ସ ଫୋର୍ସ

ସହଦେଵ ନାୟକ ମୃତ୍ୟୁ ମାମଲାରେ ଅଭିଯୁକ୍ତଙ୍କ ଘର ଭାଙ୍ଗିବ କମିଶନରେଟ ପୋଲିସ । 

ଭୁବନେଶ୍ୱର(ରାଜ୍ୟକାହାଣୀ) ଭୁବନେଶ୍ୱର ସହଦେବ ନାୟକ ହତ୍ୟାକାଣ୍ଡ ଘଟଣାରେ ଗିରଫ ଅଭିଯୁକ୍ତଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ପୋଲିସର ଯୋଜନା । ହତ୍ୟା ଅଭିଯୁକ୍ତଙ୍କ ଘର ଭାଙ୍ଗିବ କମିଶନରେଟ ପୋଲିସ । ବସ୍ତିରେ ରହି ନିଶା କାରବାର କରିବା ସହ ଅପରାଧ ଘଟାଉଥିଲେ ଅଭିଯୁକ୍ତ ।

ସାଇକେଲରେ ମାଲକାନଗିରିରୁ ପ୍ରୟାଗରାଜ ଯାତ୍ରା

ଭୁବନେଶ୍ୱର(ରାଜ୍ୟକାହାଣୀ) ସନାତନ ଧର୍ମର ପ୍ରଚାର ପାଇଁ ଏକ ପ୍ରୟାସ କରୁଛନ୍ତି ମାଲକାନଗିରି ସହରର ସମାଜସେବୀ ଦିନେଶ ପଟ୍ଟନାୟକ। ହିନ୍ଦୁ ଧର୍ମର ନୀତି ଆଦର୍ଶକୁ ଲୋକଙ୍କ ନିକଟରେ ପହଞ୍ଚାଇବା ପାଇଁ ସେ ମାଲକାନଗିରିରୁ ପ୍ରୟାଗରାଜକୁ ସାଇକେଲରେ ଯାତ୍ରା ଆରମ୍ଭ କରିଛନ୍ତି।ଦୀର୍ଘ ୧୧୦୦

ଆସିଲା ସିସିଟିଭି ଫୁଟେଜ,ସୈଫ୍ ଅଲ୍ଲୀ ଖାନଙ୍କୁ ଆକ୍ରମଣ କରିଥିବା ସନ୍ଦିଗ୍ଧ ଚିହ୍ନଟ

ଗୁରୁବାର ମୁମ୍ବାଇ ପୋଲିସ କହିଛି ଯେ ଅଭିନେତାଙ୍କୁ ଆକ୍ରମଣ କରିଥିବା ବ୍ୟକ୍ତି ଚୋରି କରିବା ଉଦ୍ଦେଶ୍ୟରେ ଅଗ୍ନି ନିର୍ଗମନ ସିଡ଼ି ଦେଇ ଘରେ ପ୍ରବେଶ କରିଥିଲେ ଏବଂ ଅନେକ ସମୟ ସେଠାରେ ରହିଥିଲେ। ସୈଫ୍ ତାଙ୍କ ପରିବାର ସହିତ ରହୁଥିବା ୧୨ ନମ୍ବର ମହଲାର ସେହି କୋଠାର ସିସିଟିଭି ଫୁଟେଜରେ