Browsing Category

ଶିକ୍ଷା

ଫେସବୁକ୍, ଇନଷ୍ଟାଗ୍ରାମ ଏବଂ ହ୍ବାଟ୍ସଆପ୍‌ ଭଳି ସୋସିଆଲ୍ ନେଟୱାର୍କିଂ ସାଇଟରେ ପୋଷ୍ଟ କରୁଥିଲେ ସାବଧାନ !

ଆଜିକାଲି ସବୁ ପ୍ରକାରେ ଚେଷ୍ଟା କରିବା ପରେ ସାଇବର ଠକ ବିଫଳ ହେବା ପରେ ଠକେଇର ନୂଆ ରାସ୍ତା ବାଛିଛନ୍ତି । ସେମାନେ ସୋସିଆଲ ମିଡିଆ ଆକାଉଣ୍ଟରୁ ୟୁଜରଙ୍କ ଫଟୋ ନେଇ ଫେକ୍‌ ବା ନକଲି ଆକାଉଣ୍ଟ ତିଆରି କରୁଛନ୍ତି । ଏହାପରେ ଉକ୍ତ ବ୍ୟକ୍ତିଙ୍କ ବନ୍ଧୁ ପରିଜନଙ୍କୁ ଟଙ୍କା ମାଗୁଛନ୍ତି । ଏଣୁ

୮୨ ବର୍ଷରେ ଓଡ଼ିଆରେ ଏମ୍‌ଏ ପାସ୍‌ କଲେ ଗୋପୀନାଥ

ଭୁବନେଶ୍ୱର(ରାଜ୍ୟକାହାଣୀ) ପାଠ ପଢ଼ିବାର ବୟସସୀମା ନ ଥାଏ। ସେଥିପାଇଁ ଦୃଢ଼ ଇଚ୍ଛାଶକ୍ତି ଓ ମନୋବଳର ଆବଶ୍ୟକତା ଅଛି। ବୟସ ଯେତେ ବି ହେଉ କୌଣସି ପ୍ରତିବନ୍ଧକ ସୃଷ୍ଟି କରି ପାରେନାହିଁ ବୋଲି ପ୍ରମାଣିତ କରିଛନ୍ତି କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ମେଘପୁର ଗାଁର ୮୨ ବର୍ଷୀୟ ଗୋପୀନାଥ

ରାଜ୍ୟର ସମସ୍ତ ସରକାରୀ ସ୍କୁଲରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିବାକୁ ବିଭାଗ ପକ୍ଷରୁ ନିର୍ଦ୍ଦେଶ

ଭୁବନେଶ୍ୱର(ରାଜ୍ୟକାହାଣୀ)ରାଜ୍ୟର ସମସ୍ତ ସରକାରୀ ସ୍କୁଲରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିବାକୁ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ପୂର୍ବରୁ ଏନେଇ ଅନେକଥର ନିର୍ଦ୍ଦେଶ ଦିଆଯାଇଥିଲେ ହେଁ ତାହା ଠିକ୍ ଭାବେ କାର୍ଯ୍ୟକାରୀ ହୋଇପାରି ନଥିଲା।ତେବେ ପୂର୍ବରୁ ସୁରକ୍ଷା ଲାଗି ସ୍କୁଲର

OPSC ପ୍ରିଲିମନାରୀ ପରୀକ୍ଷାର ତାରିଖ ସହ ସମ୍ପୂର୍ଣ୍ଣ ବିବରଣୀ ପ୍ରକାଶ ପାଇଛି। 

ଭୁବନେଶ୍ୱର(ରାଜ୍ୟକାହାଣୀ)  ଓଡିଶା ଲୋକସେବା ଆୟୋଗ ୨୦୨୩ ପ୍ରିଲିମନାରୀ ପରୀକ୍ଷା ତାରିଖ ଘୋଷଣା କରିଛି । ଚଳିତ ବର୍ଷ ଅନୁଷ୍ଠିତ ହେବାକୁ ଥିବା ଓପିଏସ୍‌ସି ପ୍ରିଲିମନାରୀ ପରୀକ୍ଷାର ତାରିଖ ସହ ସମ୍ପୂର୍ଣ୍ଣ ବିବରଣୀ ପ୍ରକାଶ ପାଇଛି । ବିଜ୍ଞପ୍ତି ଅନୁସାରେ, ଅକ୍ଟୋବର 27ରୁ ଓଡିଶା ସିଭିଲ୍

ପୁଣ୍ୟାତ୍ମା ଏପିଜେ ଅବଦୁଲ କଲାମଙ୍କର ଆଜି ଜନ୍ମଜୟନ୍ତୀ

ଯଦି ତୁମେ ସୂର୍ଯ୍ୟଙ୍କ ଭଳି ଚମକିବାକୁ ଚାହୁଁଛ... ତେବେ ପ୍ରଥମେ ସୂର୍ଯ୍ୟଙ୍କ ଭଳି ଜଳିବାକୁ ଚେଷ୍ଟା କର... ଏହି କଥା ଥିଲେ ଡକ୍ଟର ଏପିଜେ ଅବଦୁଲ କଲାମଙ୍କର । ୧୯୩୧ରେ ତାମିଲନାଡୁ ରାମେଶ୍ୱରମର ମୁସଲମାନ ପରିବାରରେ ଜନ୍ମ । ମାଟ୍ରିକ ସରିବା ପରେ ତିରୁଚିରାପଲ୍ଲୀ ସେଣ୍ଟ ଯୋଶେଫ୍

ଗୁଣାତ୍ମକ ଶିକ୍ଷା ଓ ଗବେଷଣା କ୍ଷେତ୍ରରେ ଶିକ୍ଷା ଓ ଅନୁସନ୍ଧାନ ଆଗରେ-ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ

ଭୁବନେଶ୍ୱର(ରାଜ୍ୟକାହାଣୀ)ଉଚ୍ଚଶିକ୍ଷା କ୍ଷେତ୍ରରେ ବୈପ୍ଳବିକ ପରିବର୍ତନ ଆଣିଥିବା ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଭିନ୍ନ କ୍ଷେତ୍ରରେ ଓ ନୂତନ ସମସ୍ୟାକୁ ସାମ୍ନା କରିବା ନିମନ୍ତେ ଛାତ୍ରଛାତ୍ରୀମାନଙ୍କୁ ବୃତିଗତ ସ୍ତରରେ ପ୍ରସ୍ତୁତ କରିବାରେ ବ୍ୟସ୍ତ ରହିଛି । ସୋଆର ମୁଖ୍ୟ ଉଦେଶ୍ୟ ହେଉଛି