Browsing Category

ଶିକ୍ଷା

ଗୁରୁବାର ପବିତ୍ର ବ୍ୟଞ୍ଜନ ଦ୍ବାଦଶୀ। 

ଭୁବନେଶ୍ୱର(ରାଜ୍ୟକାହାଣୀ) ଦୀର୍ଘବର୍ଷ ଧରି ପୁରୀର ଗୌରବିହାର ବା ମାତା ମଠରେ ମାର୍ଗଶୀର ଶୁକ୍ଳ ଦ୍ୱାଦଶୀକୁ ବ୍ୟଞ୍ଜନ ଦ୍ୱାଦଶୀ ଭାବେ ପାଳନ କରାଯାଇଆସୁଛି। ଦ୍ୱାପର ଯୁଗର ଲୋକକଥା ଓ ପରମ୍ପରାକୁ ଉଜ୍ଜୀବିତ କରି ରଖିବା ପାଇଁ ବ୍ୟଞ୍ଜନ ଦ୍ୱାଦଶୀକୁ ଭକ୍ତି ଓ ନିଷ୍ଠାର ସହ ପାଳନ କରାଯାଉଛି।

ଜାନୁଆରୀ ୧୭ରେ ହେବ ଓଷ୍ଟେଟ ପରୀକ୍ଷା । 

ଭୁବନେଶ୍ୱର(ରାଜ୍ୟକାହାଣୀ) ଜାନୁଆରୀ ୧୭ରେ ହେବ ଓଷ୍ଟେଟ ପରୀକ୍ଷା । ଓଡିଶା ସେକେଣ୍ଡାରୀ ସ୍କୁଲ ଟିଚର ଇଲିଜିବିଲିଟି ଟେଷ୍ଟ କରୁଛି ମାଧ୍ୟମିକ ଶିକ୍ଷା ପରିଷଦ। ସକାଳ ୧୦ ରୁ ଦିନ ୧୨.୩୦ ପର୍ଯ୍ୟନ୍ତ ହେବ ପ୍ରଥମ ସିଟିଙ୍ଗ ପରୀକ୍ଷା । ସେହିପରି ଅପରାହ୍ନ ୨ ଟାରୁ ୪.୩୦ ପର୍ଯ୍ୟନ୍ତ ହେବ

ବଦଳିବ ଯୁକ୍ତ ଦୁଇ ମାର୍କିଂ ଢାଞ୍ଚା, ୧୦୦ ରୁ ୨୪ ମାର୍କ ରଖିଲେ ପାସ ହେବେ 

ଭୁବନେଶ୍ୱର(ରାଜ୍ୟକାହାଣୀ)ଚଳିତ ବର୍ଷ ଯୁକ୍ତ୨ ବୋର୍ଡ ପରୀକ୍ଷା ମାର୍କିଂ ଢାଞ୍ଚାରେ ପରିବର୍ତ୍ତନ କରାଯିବ। ଏନେଇ ସୂଚନା ଦେଇଛନ୍ତି ସିଏଚଏସଇ ପରୀକ୍ଷା ନିୟନ୍ତ୍ରକ ପ୍ରଶାନ୍ତ କୁମାର ପରିଡ଼ା । ତାଙ୍କ ସୂଚନା ଅନୁଯାୟୀ, ଏଥର ଜାତୀୟ ଶିକ୍ଷା ପଦ୍ଧତି ଅନୁଯାୟୀ ୮୦ ମାର୍କର ଥିଓରୀ ଓ ୨୦ ମାର୍କର

ପ୍ରକାଶ ପାଇଲା ଚଳିତ ବର୍ଷର OTET ରେଜଲ୍ଟ । 

ଭୁବନେଶ୍ୱର(ରାଜ୍ୟକାହାଣୀ) ରାଜ୍ୟରେ ଶିକ୍ଷକ ନିଯୁକ୍ତି ପାଇଁ ହେଉଥିବା ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି) ରେଜଲ୍ଟ ପ୍ରକାଶ ପାଇଛି। ମାଧ୍ୟମିକ ଶିକ୍ଷା ପରିଷଦ ଓଡ଼ିଶାର ଅଫିସିଆଲ ୱେବସାଇଟ ଓଡ଼ିଶା ଡଟ୍‌ ଏସି ଡଟ୍‌ ଇନ୍‌ (http://www.bseodisha.ac.in/) ରେ ଲଗ୍‌ ଇନ୍‌ କରି

୧୦ମ ଏବଂ ଦ୍ବାଦଶ ବୋର୍ଡ ପରୀକ୍ଷା ତାରିଖ ଘୋଷଣା କଲା CBSE

ଭୁବନେଶ୍ୱର(ରାଜ୍ୟକାହାଣୀ)କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ ସିବିଏସଇ ୧୦ମ ଏବଂ ଦ୍ବାଦଶ ପରୀକ୍ଷା ତାରିଖ ଘୋଷଣା କରିଛି । CBSE ୧୦ମ ଏବଂ ଦ୍ବାଦଶ ପରୀକ୍ଷା ୨୦୨୫ ଫେବ୍ରୁଆରୀ ୧୫ରୁ ଆରମ୍ଭ ହେବ। ୧୦ମ ପରୀକ୍ଷା ମାର୍ଚ୍ଚ ୧୮ ଏବଂ ଦ୍ବାଦଶ ବୋର୍ଡ ପରୀକ୍ଷା ଏପ୍ରିଲ ୪ ପର୍ଯ୍ୟନ୍ତ

ବଢ଼ିଲା ମାଟ୍ରିକ ଫର୍ମ ପୂରଣ ଅବଧି

ମାଟ୍ରିକ ଫର୍ମ ପୂରଣ ଅବଧି ବଢ଼ାଇଲା ମାଧ୍ୟମିକ ଶିକ୍ଷା ପରିଷଦ । ନଭେମ୍ବର ୨୫ ପର୍ଯ୍ୟନ୍ତ ମାଟ୍ରିକ ଫର୍ମ ପୂରଣ ଅବଧି ବଢ଼ିଲା । ବାର୍ଷିକ ଏଚଏସସି ସହ ଏସଓଏସସି ଫର୍ମ ପୂରଣ ଅବଧି ବଢ଼ିଲା । ତେବେ ଏହା ପରେ ଆଉ ଫର୍ମ ପୂରଣ ଅବଧି ବୃଦ୍ଧି କରାଯିବ ନାହିଁ ବୋଲି ବୋର୍ଡ ପକ୍ଷରୁ ସ୍ପଷ୍ଟ ଭାବେ

ଆସନ୍ତା ଫେବ୍ରୁଆରୀ ୨୧ ରୁ ମାଟ୍ରିକ ପରୀକ୍ଷା ।

ଭୁବନେଶ୍ୱର(ରାଜ୍ୟକାହାଣୀ) ଆସନ୍ତା ଫେବ୍ରୁଆରୀ ୨୧ ରୁ ମାଟ୍ରିକ ପରୀକ୍ଷା । ମାଟ୍ରିକ ପରୀକ୍ଷା ନେଇ ଆଜି ତାରିଖ ଘୋଷଣା କରିଛି ବୋର୍ଡ । ଆସନ୍ତା ବର୍ଷ ଅର୍ଥାତ୍ ୨୦୨୫ ଫେବ୍ରୁଆରୀ ୨୧ ତାରିଖରୁ ରାଜ୍ୟରେ ମାଟ୍ରିକ ପରୀକ୍ଷା ଆରମ୍ଭ ହେବ ।୨୧ ତାରିଖରେ ପ୍ରଥମ ଭାଷା ଓଡ଼ିଆ ପରୀକ୍ଷା ହେବ। ୨୪

୧୯ରୁ OSSTET ପାଇଁ ଅନ୍‌ଲାଇନ ଆବେଦନ

ଭୁବନେଶ୍ୱର(ରାଜ୍ୟକାହାଣୀ) OSSTET (Odisha Secondary School Teacher Eligibility Test) -2024 ପାଇଁ ଯୋଗ୍ୟ ପ୍ରାର୍ଥୀମାନେ ଆସନ୍ତା ୧୯ ତାରିଖରୁ ଆବେଦନ କରିପାରିବେ।ଏହି ପରୀକ୍ଷା ପାଇଁ ପ୍ରାର୍ଥୀମାନେ କେବଳ ଅନ୍‌ଲାଇନରେ ଆବେଦନ କରିପାରିବେ। ମାଧ୍ୟମିକ ଶିକ୍ଷା ପରିଷଦ (BSE)ର

ଏବେ ପ୍ଲସ ଥ୍ରୀ, ଆଗକୁ ପ୍ଲସ ଫୋର

ଭୁବନେଶ୍ୱର(ରାଜ୍ୟକାହାଣୀ) ରାଜ୍ୟରେ କାର୍ଯ୍ୟକାରୀ ହେବାକୁ ଯାଉଛି ବହୁଚର୍ଚ୍ଚିତ ଜାତୀୟ ଶିକ୍ଷାନୀତି । ୨୦୨୪-୨୫ (ଚଳିତ) ଶିକ୍ଷାବର୍ଷରୁ ଉଚ୍ଚଶିକ୍ଷା କ୍ଷେତ୍ରରେ କାର୍ଯ୍ୟକାରୀ ହେବ ‘ଜାତୀୟ ଶିକ୍ଷା ନୀତି-୨୦୨୦’ । ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଷ୍ପତ୍ତି ନେଇଛନ୍ତି । ଏକାଧିକ

ବିଦ୍ୟାଲକ୍ଷ୍ମୀ ଯୋଜନାରେ ଛାତ୍ରଛାତ୍ରୀଙ୍କୁ ମିଳିବ ୧୦ ଲକ୍ଷ ପର୍ଯ୍ୟନ୍ତ ଋଣ

ଦେଶର ପ୍ରତିଭାବାନ୍ ଛାତ୍ରଛାତ୍ରୀଙ୍କୁ ଅଧାରୁ ପାଠପଢ଼ା ଛାଡ଼ିବାକୁ ପଡ଼ିବ ନାହିଁ । କାରଣ କେନ୍ଦ୍ର ସରକାର ଛାତ୍ରଛାତ୍ରୀଙ୍କୁ ଆର୍ଥିକ ସହାୟତା ନିମନ୍ତେ ‘ପିଏମ୍ ବିଦ୍ୟାଲକ୍ଷ୍ମୀ ଯୋଜନା’ ଆରମ୍ଭ କରିଛନ୍ତି । ବୁଧବାର କେନ୍ଦ୍ର କ୍ୟାବିନେଟ୍ ଏହି ଯୋଜନାକୁ ଅନୁମୋଦନ କରିଛି । ଏହା ମାଧ୍ୟମରେ