Browsing Category

ଅପରାଧ

ଦିଲ୍ଲୀରୁ ଆସିଥିବା ଯୁବତୀଙ୍କୁ ଅସଦାଚରଣ କଲେ ଓଡ଼ିଆ ଯୁବକ

ରାଜ୍ୟ କାହାଣୀ (ଭୁବନେଶ୍ୱର )ଦିଲ୍ଲୀରୁ ଆସିଥିବା ଯୁବତୀଙ୍କୁ ଅସଦାଚରଣ ଅଭିଯୋଗ ହୋଇଛି । ଓଡିଶା ବୁଲିବାକୁ ଆସିଥିବା ବେଳେ ଅସଦାଚରଣ କରିଥିବା ଅଭିଯୋଗ ହୋଇଛି । ବିରଜା ପୀଠ ଦର୍ଶଶନ କରି ଫେରୁଥିବା ବେଳେ ଅସଦାଚରଣ ଅଭିଯୋଗ ହୋଇଛି । ସୂଚନାମୁତାବକ ଦଶରଥପୁର ଥାନା ଅଧୀନସ୍ତ ତରାଙ୍ଗ ସାଗରପୁର

ଚାରି ଜଣ ଦୁର୍ବୃତ୍ତ ଜଣେ ବିବାହିତା ମହିଳାଙ୍କୁ ଗଣଦୁଷ୍କର୍ମ କରିଥିବା ଅଭିଯୋଗ

ରାଜ୍ୟ କାହାଣୀ (ଭୁବନେଶ୍ୱର )ମୟୂରଭଞ୍ଜ ଜିଲ୍ଲାରେ ବୁଧବାର ରାତିରେ ଏକ ଏଭଳି ଘଟଣା ରାଜ୍ୟରେ ଘଟିଛି।ବାରିପଦା ସହରର ରାଜବାସା ଅଞ୍ଚଳରେ ଚାରି ଜଣ ଦୁର୍ବୃତ୍ତ ଜଣେ ବିବାହିତା ମହିଳାଙ୍କୁ ଗଣଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ପୀଡ଼ିତାଙ୍କ ସ୍ୱାମୀ ଏ ସମ୍ପର୍କରେ ବାରିପଦା ସଦର ଥାନାରେ ଏକ

୧୫ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡିଲେ ପୋଲିସ ବାବୁ ।

ରାଜ୍ୟ କାହାଣୀ (ଭୁବନେଶ୍ୱର )ଲାଞ୍ଚ ନେଇ ଧରାପଡିଲେ ପୋଲିସ ବାବୁ । ୧୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ଚନ୍ଦନପୁର ଥାନା ଏଏସଆଇ ପ୍ରଭାତ କୁମାର ପ୍ରଧାନ। ଏକ ଜମି ବିବାଦ ମାମଲାରେ ଅଭିଯୋଗକାରୀ ଓ ତାଙ୍କ ଭାଇଙ୍କୁ ସାହାଯ୍ୟ କରିବା ପାଇଁ ଏଏସଆଇ ପ୍ରଧାନ ୧୫,୦୦୦

ଗୋପାଳପୁରରେ ଯୁବତୀଙ୍କୁ ଗଣଦୁଷ୍କର୍ମ ମାମଲା!ତିନିଜଣ ଯୁବକ ଯୁବତୀଙ୍କ ସହ ଦୁଷ୍କର୍ମ କରିଛନ୍ତି – ବ୍ରହ୍ମପୁର…

ରାଜ୍ୟ କାହାଣୀ (ଭୁବନେଶ୍ୱର )ଗୋପାଳପୁର ବେଳାଭୂମିରେ ଯୁବତୀଙ୍କୁ ଗଣଦୁଷ୍କର୍ମ ମାମଲାରେ ୧୦ଜଣ ଅଭିଯୁକ୍ତଙ୍କ ମଧ୍ୟରୁ ତିନିଜଣ ଯୁବକ ଯୁବତୀଙ୍କ ସହ ଦୁଷ୍କର୍ମ କରିଥିବା ନେଇ ସୂଚନା ଦେଇଛନ୍ତି ବ୍ରହ୍ମପୁର ଏସ୍‌ପି ।ସେହି ତିନିଜଣଙ୍କୁ ମଧ୍ୟ ଗିରଫ କରାଯାଇଛି । ବାକି ୭ଜଣଙ୍କୁ ପୁଲିସ

ଯୁବତୀଙ୍କୁ ଦୁଷ୍କର୍ମ ପରେ ହତ୍ୟା କରି ଟାଙ୍ଗି ଦେଲେ

ରାଜ୍ୟ କାହାଣୀ (ଭୁବନେଶ୍ୱର )କେନ୍ଦୁଝର ତେନ୍ତଳାପଶି ଗାଁରୁ ଆସିଲା ଅଭାବନୀୟ ଘଟଣା । ଦୁଷ୍କର୍ମ ପରେ ଯୁବତୀଙ୍କୁ ମାରି ଟାଙ୍ଗିଦେଇଥିବା ଅଭିଯୋଗ ।ଯୁବତୀଙ୍କୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଛି ବୋଲି ସନ୍ଦେହ ପ୍ରକାଶ ପାଇଛି। ସୂଚନାନୁଯାୟୀ, ଗଛରୁ ଝୁଲନ୍ତା ରକ୍ତାକ୍ତ ମୃତଦେହ ଉଦ୍ଧାର

ସ୍ୱାମୀର ପରକୀୟା ପ୍ରୀତି ପାଇଁ ଗଲା ସ୍ତ୍ରୀ ଜୀବନ

ରାଜ୍ୟ କାହାଣୀ (ଭୁବନେଶ୍ୱର )ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା ଅଁଳାକଟା ଗାଁରେ ଘଟିଛି ଅଭାବନୀୟ ଘଟଣା । ସ୍ୱାମୀର ପରକୀୟା ପ୍ରୀତିକୁ ସ୍ତ୍ରୀ ବାରଣ କରିବାରୁ ତଣ୍ଟିଚିପି ହତ୍ୟା କଲା ପିଶାଚ ସ୍ୱାମୀ । ଯାହାକୁ ନେଇ ମୃତ ମହିଳାଙ୍କ ପରିବାର ଲୋକ ପରଜଙ୍ଗ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି

ବାଲି ମାଫିଆଙ୍କ ମାଡ଼ରେ ଲହୁ ଲୁହାଣ ଖଣି ଅଧିକାରୀ ।

ରାଜ୍ୟ କାହାଣୀ (ଭୁବନେଶ୍ୱର )ବାଲି ମାଫିଆଙ୍କ ଗୁଣ୍ଡାରାଜ । ବାଲି ମାଫିଆଙ୍କ ମାଡ଼ରେ ଲହୁ ଲୁହାଣ ଖଣି ଅଧିକାରୀ । ବାଲେଶ୍ବର ରେମୁଣା କାଠସଙ୍ଗଡାରେ ବାଲି ମାଫିଆଙ୍କ ଆକ୍ରମଣରେ ଜୁନିୟର ମାଇନିଂ ଅଫିସର ତାପସ କୁମାର ବେହେରା ଆହତ‌ । ତାଙ୍କୁ ବାଲେଶ୍ବର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି

ସ୍ତ୍ରୀକୁ ଗଳାକାଟି ହତ୍ୟା ପରେ ସ୍ବାମୀର ଆତ୍ମହତ୍ୟା ।

ରାଜ୍ୟ କାହାଣୀ (ଭୁବନେଶ୍ୱର )ଗଜପତି ଜିଲ୍ଲା ସେରଙ୍ଗ ଥାନା ଗାଇବା ଗାଁରେ ଚାଞ୍ଚଲ୍ୟ । ସ୍ତ୍ରୀକୁ ଗଳାକାଟି ହତ୍ୟା ପରେ ସ୍ବାମୀର ଆତ୍ମହତ୍ୟା । ପତ୍ନୀ ମୋନିକାଙ୍କ ମୃତଦେହ ଘର ଉଦ୍ଧାର ହୋଇଥିବା ବେଳେ ସନ୍ଧ୍ୟାରେ ସ୍ବାମୀ ନରେନ୍ଦ୍ର ପାଇକଙ୍କ ମୃତଦେହ ଗାଁ ନିକଟସ୍ଥ ଜଙ୍ଗଲରୁ ଝୁଲନ୍ତା

ରାଜଙ୍କୁ ଏପରି ପ୍ରତିଜ୍ଞା କରିଥିଲେ ସୋନମ, ଜାଣନ୍ତୁ କିପରି ହୋଇଥିଲା ହତ୍ୟାର ଷଡ଼ଯନ୍ତ୍ର

ରାଜା ରଘୁବଂଶୀ ହତ୍ୟା ମାମଲାରେ ପତ୍ନୀ ସୋନମଙ୍କ ଗିରଫଦାରୀ ପରେ ଅନେକ ଖୁଲାସା ହେଉଛି। ବିବାହ ପୂର୍ବରୁ ମଧ୍ୟ ସୋନମ ‘ବିଧବା’ ହେବାକୁ ଯୋଜନା କରିଥିଲେ।ଇନ୍ଦୋରର ପରିବହନ ବ୍ୟବସାୟୀ ରାଜା ରଘୁବଂଶୀଙ୍କୁ ତାଙ୍କ ନିଜ ପତ୍ନୀ ସୋନମ ରଘୁବଂଶୀ ତାଙ୍କ ପ୍ରେମିକଙ୍କ ସହ ମିଶି ହତ୍ୟା କରିଥିଲେ।

ସ୍ତ୍ରୀକୁ ଗଳାକାଟି ହତ୍ୟା କଲା ପିଶାଚ ସ୍ବାମୀ

ରାଜ୍ୟ କାହାଣୀ (ଭୁବନେଶ୍ୱର )ଗଜପତି ଜିଲା ସେରଙ୍ଗ ଥାନା ଅନ୍ତର୍ଗତ ଗାଇବା ଗାଁର ଜଣେ ମହିଳାଙ୍କ ଗଳାକାଟି ହତ୍ୟା କରିଛି ସ୍ବାମୀ। ମୃତ ମହିଳା ଜଣଙ୍କ ହେଲେ ମୋନିକା ପାଇକ। ଘଟଣାସ୍ଥଳରୁ ସ୍ବାମୀ ନରେନ୍ଦ୍ର ପାଇକ ଫେରାର ହୋଇଯାଇଥିବା ବେଳେ ଘରେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ମୋନିକାଙ୍କ